କନ୍ଧମାଳ

କରୋନା ପାଇଁ ବୃତ୍ତି ବଦଳାଇଲେ ବ୍ୟବସାୟୀ: ଶସ୍ତାରେ ଯୋଗାଉଛନ୍ତି ପନିପରିବା

ଦାରିଙ୍ଗବାଡ଼ି,୮।୪(ଡି.ଏନ.ଏ)- ଲକ୍‌ଡାଉନ କଟକଣା ପରେ ଜନସାଧାରଣ ପ୍ରଭାବିତ ହୋଇଛନ୍ତି। କେବଳ ଜନସାଧାରଣ ନୁହଁନ୍ତି ବ୍ୟବସାୟୀମାନେ ମଧ୍ୟ ବୃତ୍ତି ପରିବର୍ତ୍ତନ କରୁଥିବା ଦେଖିବାକୁ ମିଳୁଛି। ପୋଷାକ, ହୋଟେଲ, ହାର୍ଡଓ୍ବେର…

5 years ago

ମୋଟର ଚାଳକଙ୍କୁ ସହାୟତା ପାଇଁ ସଚିବଙ୍କୁ ଚିଠି

ଦାରିଙ୍ଗବାଡ଼ି,୮।୪(ଡି.ଏନ.ଏ.)- ଲକ୍‌ଡାଉନ ପରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ସ୍ତରରେ ମୋଟର ଚାଳକମାନେ ଏବେ ଘରେ ବସିଛନ୍ତି। ଗାଡ଼ିମୋଟର ବନ୍ଦ ଯୋଗୁ ମାଲିକମାନେ କିଛିଦିନ ପାଇଁ କାର୍ଯ୍ୟରୁ…

5 years ago

ସିଲ୍‌ ହେଲା ଦୂତିପଡା ପଞ୍ଚାୟତ

ଖଜୁରିପଡା,୭ା୪(ଡି.ଏନ୍‌.ଏ.)- ଖଜୁରିପଡା ବ୍ଲକ ଦୂତିପଡା ପଞ୍ଚାୟତକୁ ମଙ୍ଗଳବାର ସିଲ୍‌ କରାଯାଇଛି। ରାଜ୍ୟରେ ୪୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ସବୁଠାରୁ ଅଧିକ ଆକ୍ରାନ୍ତ…

5 years ago

ବିଶୋଧନ ହେଲା ଖଜୁରିପଡା ବ୍ଲକ କାର୍ଯ୍ୟାଳୟ

ଖଜୁରିପଡା,୭ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣମଣକୁ ଆଖିଆଗରେ ରଖି ଖଜୁରିପଡା ବ୍ଲକ କାର୍ଯ୍ୟାଳୟ ପରିସରକୁ ବିଶୋଧନ କରାଯାଇଛି। ବିଡିଓ ରବୀନ୍ଦ୍ର ନାଥ କହଁରଙ୍କ ନିର୍ଦ୍ଦେଶରେ ସ୍ଥାନୀୟ ଅଗ୍ନିଶମ ବିଭାଗ ଦ୍ୱାରା…

5 years ago

ମାସ୍କ ବଣ୍ଟନ କଲା ରାଇକିଆ ବଣିକ ସଂଘ

ରାଇକିଆ,୭ା୪(ଡି ଏନ ଏ)- କରୋନା ମୁକାବିଲା ପାଇଁ ବିଭିନ୍ନ ସଙ୍ଗଠନ ଆଗକୁ ଆସୁଛନ୍ତି। କିଏ ସଚେତନତା କରୁଛି ତ ଆଉକିଏ ଆର୍ଥିକ ସହଯୋଗ କରୁଛନ୍ତି। ମଙ୍ଗଳବାର ରାଇକିଆ…

5 years ago

କରୋନା ମୁକାବିଲା: ଜି.ଉଦୟଗିରି ବିଧାୟକ ଦେଲେ ୪୦ ଲକ୍ଷ

ଦାରିଙ୍ଗବାଡ଼ି,୭।୪(ଡି.ଏନ.ଏ)- କରୋନା ମୁକାବିଲା ପାଇଁ କନ୍ଧମାଳ ଜିଲାପ୍ରଶାସନକୁ ପ୍ରଚୁର ପାଣ୍ଠିର ଆବଶ୍ୟକତା ରହିଛି। ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ତାଙ୍କ ଅତିରିକ୍ତ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠିରୁ…

5 years ago

ସଙ୍ଗରୋଧ ଗୃହରେ ଭୁବନେଶ୍ୱର ଫେରନ୍ତା

ଦାରିଙ୍ଗବାଡ଼ି,୭।୪(ଡି.ଏନ.ଏ)- ଭୁବନେଶ୍ୱର ଅଞ୍ଚଳରେ ରହୁଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ୩ ପରିବାରର ପ୍ରାୟ ୧୪ ଜଣ ଗଁାରେ ପହଞ୍ଚତ୍ଛନ୍ତି। ଦାରିଙ୍ଗବାଡ଼ିର ଡବେରୀ ଗ୍ରାମଠାରେ ପହଞ୍ଚତ୍ବା ପରେ ଦାରିଙ୍ଗବାଡ଼ି…

5 years ago

ଅସହାୟ ପରିବାରକୁ ରୋଷେଇ ସାମଗ୍ରୀ ବଣ୍ଟନ

ଜି.ଉଦୟଗିରି,୬ା୪(ଡି.ଏନ.ଏ.)-ଜି.ଉଦୟଗିରି ସହରରେ ଏନ୍‌ଏସି ତରଫରୁ ୧୩ ୱାର୍ଡରେ କରୋନା ନେଇ ସଚେତନ କରାଯିବା ସହିତ ସହରର କେତେକ ସ୍ଥାନରେ ଥିବା ନିରାଶ୍ରୟ ପରିବାରକୁ ଘରେ ରୋଷେଇ କରି…

5 years ago

ଲକ୍‌ଡାଉନରୁ ଶଟ୍‌ଡାଉନ ସ୍ଥିତି ଆଣନ୍ତୁ ନାହିଁ

ଫୁଲବାଣୀ ଅଫିସ, ୬ା୪- ସମଗ୍ର ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ଏବେ ବଢ଼ି ଚାଲିଛି। କନ୍ଧମାଳ ଜିଲାବାସୀଙ୍କୁ ଏଥିରୁ ସୁରକ୍ଷା ଦେବାକୁ ଜିଲା ପ୍ରଶାସନ, ପୋଲିସ୍‌ ପ୍ରଶାସନ,…

5 years ago

ଅଙ୍ଗନୱାଡ଼ି ଶିଶୁଙ୍କୁ ଦିଆଯାଇନି ଖାଦ୍ୟ, ଲାଦାମାଲାରେ ଅଶାନ୍ତି

ଦାରିଙ୍ଗବାଡ଼ି,୬।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଲାଦାମାଲା ଅଙ୍ଗନାୱାଡ଼ି କେନ୍ଦ୍ରର ଶିଶୁଙ୍କୁ ରନ୍ଧାଖାଦ୍ୟ ସାମଗ୍ରୀ ପହଞ୍ଚାଯାଇ ନ ଥିବା ଅଭିଯୋଗ ହୋଇଛି। ଏନେଇ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ…

5 years ago