Advertisement

କନ୍ଧମାଳ

କନ୍ଧମାଳ: ଲଗାଣ ବର୍ଷାରେ ଭାଙ୍ଗିଛି ୫୦୦ରୁ ଊର୍ଦ୍ଧ୍ୱ ଘରକନ୍ଧମାଳ: ଲଗାଣ ବର୍ଷାରେ ଭାଙ୍ଗିଛି ୫୦୦ରୁ ଊର୍ଦ୍ଧ୍ୱ ଘର

କନ୍ଧମାଳ: ଲଗାଣ ବର୍ଷାରେ ଭାଙ୍ଗିଛି ୫୦୦ରୁ ଊର୍ଦ୍ଧ୍ୱ ଘର

ଫୁଲବାଣୀ ଅଫିସ,୨୨ା୮: ଲଗାଣ ବର୍ଷାର ପ୍ରଭାବ କନ୍ଧମାଳ ଜିଲାରେ ପଡିଛି। ରବିବାର ବର୍ଷା ପୂର୍ବ ଅପେକ୍ଷା କମିଛି। ଗତ ୧୫ ତାରିଖରୁ ଦୁଇ ଦଫାରେ ହୋଇଥିବା ଲଗାଣ…

3 years ago
୫୯ ନଂ ଜାତୀୟ ରାଜପଥରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ୫୯ ନଂ ଜାତୀୟ ରାଜପଥରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

୫୯ ନଂ ଜାତୀୟ ରାଜପଥରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

ବାଲିଗୁଡ଼ା,୨୦ା୮(ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ ଗାଁଠୁ ସହର ସବୁଠି ସଙ୍ଗୀନ ପରିସ୍ଥିତି। ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି। କନ୍ଧମାଳ ଜିଲାର ବିଭିନ୍ନ ନଦୀ ନାଳରେ…

3 years ago
ପୁଣି ଭାସିଗଲା ଅସ୍ଥାୟୀ କଲଭର୍ଟପୁଣି ଭାସିଗଲା ଅସ୍ଥାୟୀ କଲଭର୍ଟ

ପୁଣି ଭାସିଗଲା ଅସ୍ଥାୟୀ କଲଭର୍ଟ

ରାଇକିଆ,୨୦ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମୁରୁଡ଼ିକୁପୁଡ଼ାଠାରେ ଥିବା ଅସ୍ଥାୟୀ ପୋଲ ଉପରେ ପୁଣି ବର୍ଷା ପାଣି ପ୍ରବାହିତ ହେବାରୁ ରାଇକିଆ-ଦାରିଙ୍ଗିବାଡ଼ି ରାସ୍ତାରେ ଯାତାୟାତ ବନ୍ଦ ରହିଛି।…

3 years ago
ଉବୁଟୁବୁ ଦାରିଙ୍ଗବାଡ଼ି: ରାସ୍ତାରେ ୪ଫୁଟ୍‌ର ପାଣିଉବୁଟୁବୁ ଦାରିଙ୍ଗବାଡ଼ି: ରାସ୍ତାରେ ୪ଫୁଟ୍‌ର ପାଣି

ଉବୁଟୁବୁ ଦାରିଙ୍ଗବାଡ଼ି: ରାସ୍ତାରେ ୪ଫୁଟ୍‌ର ପାଣି

ଦାରିଙ୍ଗବାଡ଼ି,୨୦।୮(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସକାଳ ୮ସୁଦ୍ଧା ୫୩ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବ୍ଳକ କାର୍ଯ୍ୟାଳୟ…

3 years ago
ଅସ୍ଥାୟୀ କଲଭର୍ଟ ଉପରେ ପାଣି, ଯାନବାହନ ଚଳାଚଳ ବନ୍ଦଅସ୍ଥାୟୀ କଲଭର୍ଟ ଉପରେ ପାଣି, ଯାନବାହନ ଚଳାଚଳ ବନ୍ଦ

ଅସ୍ଥାୟୀ କଲଭର୍ଟ ଉପରେ ପାଣି, ଯାନବାହନ ଚଳାଚଳ ବନ୍ଦ

ରାଇକିଆ,୨୦ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମୁରୁଡ଼ିକୁପୁଡ଼ାଠାରେ ଥିବା ଅସ୍ଥାୟୀ ପୋଲ ଉପରେ ପୁଣି ବର୍ଷା ପାଣି ପ୍ରବାହିତ ହେଉଛି। ଫଳରେ ରାଇକିଆ- ଦାରିଙ୍ଗବାଡ଼ି ରାସ୍ତାରେ ଯାତାୟାତ…

3 years ago
ମାଓବାଦୀ ସାମଗ୍ରୀ ଜବତମାଓବାଦୀ ସାମଗ୍ରୀ ଜବତ

ମାଓବାଦୀ ସାମଗ୍ରୀ ଜବତ

ଫୁଲବାଣୀ ଅଫିସ,୧୯।୮: କନ୍ଧମାଳ ଜିଲାରେ ପୁଣି ମାଓବାଦୀ ସକ୍ରିୟ ହୋଇଛନ୍ତି। ବାଲନ୍ଦାପଡ଼ା ପଞ୍ଚାୟତ ସୁକାଙ୍ଗୀ ଜଙ୍ଗଲରେ ମିଳିତ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ଏକ ମାଓବାଦୀ କ୍ୟାମ୍ପ…

3 years ago
ବିଜେଡି ସଭାପତିଙ୍କ ନାଁରେ ମେସେଜ କରି ମାଗୁଥିଲେ ଟଙ୍କା, ଦେଲେ ଏତଲାବିଜେଡି ସଭାପତିଙ୍କ ନାଁରେ ମେସେଜ କରି ମାଗୁଥିଲେ ଟଙ୍କା, ଦେଲେ ଏତଲା

ବିଜେଡି ସଭାପତିଙ୍କ ନାଁରେ ମେସେଜ କରି ମାଗୁଥିଲେ ଟଙ୍କା, ଦେଲେ ଏତଲା

ଫୁଲବାଣୀ ଅଫିସ, ୧୮।୮: କନ୍ଧମାଳ ଜିଲା ବିଜେଡି ସଭାପତି ସରୋଜ କର୍ଣ୍ଣଙ୍କ ନାମରେ ହ୍ବାଟସ ଆପ୍‌ରେ ମେସେଜ କରି କେହି ଜଣେ ବ୍ୟକ୍ତି ଟଙ୍କା ମାଗୁଛନ୍ତି। ଏ…

3 years ago
ଜନ୍ମାଷ୍ଟମୀ ଛୁଟିରେ ଆସି ଚାଲିଗଲା ଡିପ୍ଲୋମା ଛାତ୍ରଙ୍କ ଜୀବନଜନ୍ମାଷ୍ଟମୀ ଛୁଟିରେ ଆସି ଚାଲିଗଲା ଡିପ୍ଲୋମା ଛାତ୍ରଙ୍କ ଜୀବନ

ଜନ୍ମାଷ୍ଟମୀ ଛୁଟିରେ ଆସି ଚାଲିଗଲା ଡିପ୍ଲୋମା ଛାତ୍ରଙ୍କ ଜୀବନ

ଦାରିଙ୍ଗବାଡ଼ି,୧୮।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ପଞ୍ଚାୟତ ରାକାତେଜୁ ଗ୍ରାମରେ ଗୁରୁବାର ପାଣିରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର…

3 years ago
ଧସିଲା କରଡ଼ା ଘାଟି, ଅଟକି ରହିଛି ଶହଶହ ଗାଡ଼ିମୋଟରଧସିଲା କରଡ଼ା ଘାଟି, ଅଟକି ରହିଛି ଶହଶହ ଗାଡ଼ିମୋଟର

ଧସିଲା କରଡ଼ା ଘାଟି, ଅଟକି ରହିଛି ଶହଶହ ଗାଡ଼ିମୋଟର

ରାଇକିଆ,୧୭ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର କରଡ଼ା ଘାଟି ଲଗାଣ ବର୍ଷାରେ କ୍ଷତିଗ୍ରସ୍ତ ହୋଇଛି। ଘାଟିର ତିନୋଟି ସ୍ଥାନରେ ଓ୍ବାଲ ଧସି ଯିବାରୁ ଗାଡ଼ିମୋଟର ଚଳାଚଳ ବନ୍ଦ…

3 years ago
ରାଇକିଆ-ଦାରିଙ୍ଗିବାଡ଼ି ଯୋଗାଯୋଗ ବିଚ୍ଛିନ୍ନରାଇକିଆ-ଦାରିଙ୍ଗିବାଡ଼ି ଯୋଗାଯୋଗ ବିଚ୍ଛିନ୍ନ

ରାଇକିଆ-ଦାରିଙ୍ଗିବାଡ଼ି ଯୋଗାଯୋଗ ବିଚ୍ଛିନ୍ନ

ରାଇକିଆ,୧୭।୮(ଡି.ଏନ.ଏ): ଗତ ୩ ଦିନ ଲଗାଣ ବର୍ଷାରେ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡବାଡି ପଞ୍ଚାୟତ ମୁରୁଡି କୁପୁଡାଠାରେ ରାଇକିଆ - ଦାରିଙ୍ଗିବାଡିକୁ ସଂଯୋଗ କରୁଥିବା ଅସ୍ଥାୟୀ…

3 years ago