କନ୍ଧମାଳ

ଶିକ୍ଷକ ଅଭାବ, ପାଠ ପଢ଼ାଇଲେ ମଙ୍ଗଳ ଅଧିକାରୀ: ୧୫ ଦିନ ମଧ୍ୟରେ ଶିକ୍ଷକ ନିଯୁକ୍ତି ପ୍ରତିଶ୍ରୁତି

ଫିରିଙ୍ଗିଆ,୨୧ା୧୨-ସେବାଶ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଅନେକ ଦିନରୁ ଦାବି ଜଣାଇ ଆସୁଛନ୍ତି ଗ୍ରାମବାସୀ। ତଥାପି ଶିକ୍ଷକ ନିଯୁକ୍ତି କରୁନାହିଁ ପ୍ରଶାସନ। ଫିରିଙ୍ଗିଆ ବ୍ଲକ କ୍ରାଣ୍ଡିବାଲି ପଞ୍ଚାୟତର କାଙ୍ଗାପଡା…

5 years ago

ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ବର୍ତ୍ତିଲେ ୪୦ ରୋଗୀ

ଖଜୁରିପଡ଼ା (ଡି.ଏନ୍‌.ଏ.)/ବଲସକୁମ୍ପା,୨୦ା୧୨- ଖଜୁରିପଡ଼ା ଥାନା ଗାଡ଼ିଆପଡ଼ା ଘାଟିରେ ମହାନଦୀ ନେତ୍ର ଚିକିତ୍ସାଳୟ ଆମ୍ବୁଲାନ୍ସ (ନଂ.ଓଡି୩୧ଡି-୯୧୦୧) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୪୦ ଜଣ ଚକ୍ଷୁରୋଗୀ ଅଳ୍ପକେ ବର୍ତ୍ତିଯାଇଛନ୍ତି।…

5 years ago

ଦାରିଙ୍ଗବାଡ଼ିରେ କୋହଲା ପାଗ ସାଙ୍ଗକୁ ଫେରିଲା ଶୀତ: ୧୦ଡିଗ୍ରୀକୁ ଖସିଲା ତାପମାତ୍ରା

ଦାରିଙ୍ଗବାଡ଼ି,୧୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛିଦିନ ହେଲା ଶୀତ କମିଥିବାବେଳେ ଗୁରୁବାରଠାରୁ ପୁଣି ବୃଦ୍ଧି ପାଇଛି। ଗୁରୁବାର ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀକୁ ପୁଣି…

5 years ago

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଦାରିଙ୍ଗବାଡି,୧୯ା୧୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରେ ପଞ୍ଚାୟତିରାଜ, ପାନୀୟଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ବହୁ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ବୁଧବାର…

5 years ago

ଫୁଲବାଣୀରେ ଆରମ୍ଭ ହେଲା କଳିଙ୍ଗ ହର୍ବାଲ ମେଳା

ଫୁଲବାଣୀ ଅଫିସ,୧୯ା୧୨-କନ୍ଧମାଳ ଜିଲା ଫୁଲବାଣୀସ୍ଥିତ କରୋନେସନ ପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ମେଡିଶିନାଲ ପ୍ଲାଣ୍ଟ ବୋର୍ଡ ପକ୍ଷରୁ ଏବଂ…

5 years ago

ଜୁଡ଼ାବାଲି ପଞ୍ଚାୟତରେ ମାଓବାଦୀ ପୋଷ୍ଟର: ଜେଏମ୍‌ଆଇ ଛାତ୍ରୀଛାତ୍ରଙ୍କୁ ଆକ୍ରମଣର ନିନ୍ଦା

ବାଲିଗୁଡା/କୋଟଗଡ,୧୯ା୧୨(ଡି.ଏନ୍‌.ଏ.)- ୮ ମାସର ନୀରବତା ପରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କୋଟଗଡରେ ମାଓବାଦୀମାନେ ପୁଣି ନିଜର ସ୍ଥିତି ଜାହିର କରିଛନ୍ତି। ବୁଧବାର କନ୍ଧମାଳ ଜିଲାର ବିଭିନ୍ନ…

5 years ago

ପଞ୍ଚାୟତିରାଜ ମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ : ବିଭିନ୍ନ ପ୍ରକଳ୍ପ କଲେ ଉଦ୍‌ଘାଟନ

ଦାରିଙ୍ଗବାଡ଼ି,୧୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲାକୁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ସନ୍ଧ୍ୟାରେ ଗସ୍ତ କରି ବୁଧବାର ବିଭିନ୍ନ ବ୍ଲକରେ ଏକାଧିକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ସେ ପୂର୍ବାହ୍ନରେ…

5 years ago

କୋଟଗଡ ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର

କୋଟଗଡ,୧୮।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ମୁନିଗୁଡା ଏନଏଚ୍‌-୫ ରାସ୍ତାଜୁଡାବାଲି ଗ୍ରାମପଞ୍ଚାୟତ ଗେଟାବାଲି ଛକ ନିକଟ ତେନ୍ତୁଲି ଗଛ ନିକଟରେ ବୁଧବାର ଦିନ ମାଓ ବେନର ଓ ପୋଷ୍ଟର…

5 years ago

ବୈଠକକୁ ଯାଇଥିବା ପିଇଓ, ଜିଆର୍‌ଏସ୍‌ଙ୍କୁ ତାଲା

କୋଟଗଡ,୧୮ା୧୨(ଡି.ଏନ.ଏ.): କୋଟଗଡ ବ୍ଲକ ପାରିଗଡ ଗ୍ରାମ ପଞ୍ଚାୟତରେ ସୋମବାର ମାସିକ ବୈଠକ ଥିଲା। ପାରିଗଡ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ବିନାୟକ ନାୟକ ଓ ଗ୍ରାମ ରୋଜଗାର…

5 years ago

ରାସ୍ତା, ପାନୀୟ ଜଳ, ପାଣ୍ଠି ବିନିଯୋଗ ଉପରେ ଗୁରୁତ୍ୱ

ଫୁଲବାଣୀ ଅଫିସ,୧୮ା୧୨- ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ଦୁଇ ଦିନିଆ କନ୍ଧମାଳ ଗସ୍ତରେ…

5 years ago