କନ୍ଧମାଳ

ନାଳ, ଚୁଆ ପାଣି ପିଉଛନ୍ତି ଅଙ୍ଗନୱାଡି ଶିଶୁ

ଫିରିଙ୍ଗିଆ,୯ା୧୨-ଫିରିଙ୍ଗିଆ ବ୍ଲକ ଡିଣ୍ଡିରା ଗଁ। ପଞ୍ଚାୟତର ଗୁଖୋଲ ଗ୍ରାମ ଅଙ୍ଗନବାଡି କେନ୍ଦ୍ରରେ ପାନୀୟ ଜଳ ବ୍ୟବସ୍ଥା ନାହିଁ। ଫଳରେ ନିକଟସ୍ଥ ନାଳ ଓ ଚୂଆ ଉପରେ ନିର୍ଭର…

5 years ago

କାର୍ଯ୍ୟକାରୀ ହେଲା ମନ୍ତ୍ରୀଙ୍କ ନିର୍ଦ୍ଦେଶ: କୁଡିପୁଞ୍ଜା ସେବାଶ୍ରମ ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ଫୁଲବାଣୀ ଅଫିସ,୯ା୧୨- କନ୍ଧମାଳ ଜିଲା ଗସ୍ତରେ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ମାସେ ପୂର୍ବରୁ ଆସି ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ…

5 years ago

ବ୍ଲକ ରୋଡ୍‌ରୁ ବାଇକ୍‌ ଚୋରି ଅଭିଯୋଗ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରୋଡ୍‌ରୁ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଚୋରି ଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ପାଇପ ମିସ୍ତ୍ରୀ କୁଟେଶ୍ବର…

5 years ago

ଦାରିଙ୍ଗବାଡ଼ିରେ କମିଲା ଶୀତ: ୧୦ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଶୀତ କମିଛି। ତାପମାତ୍ରା ପରିବର୍ତ୍ତନ ହୋଇ ୧୦ଡିଗ୍ରୀରେ ପହଞ୍ଚିଛି। ଛୁଟିଦିନ ଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା ବେଳେ…

5 years ago

ଗଞ୍ଜେଇ ଜବତ, ୩ ମହିଳା ଗିରଫ

ଫୁଲବାଣୀ ଅଫିସ, ୮ା୧୨: ଏକ ଘରୋଇ ବସ୍‌ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଖଜୁରିପଡା ପୋଲିସ ଚଢ଼ାଉ କରି ୩୨ କେଜି ଗଞ୍ଜେଇ ଜବତ କରିଛି। ଏଥିରେ…

5 years ago

ମହିଳାଙ୍କୁ ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ଫୁଲବାଣୀ ଅଫିସ, ୮ା୧୨-ଚାକିରି କରାଇ ଦେବାକୁ କହି ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଖଜୁରିପଡା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି…

5 years ago

ଫୁଲବାଣୀରେ ୮, ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରୀ

ଫୁଲବାଣୀ ଅଫିସ/ ଦାରିଙ୍ଗବାଡି (ଡି.ଏନ୍‌.ଏ.) ୮ା୧୨-କନ୍ଧମାଳ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ଗତ ୨ଦିନ ଧରି ଏହାର ପ୍ରକୋପ ବେଶ୍‌ ଅନୁଭୂତ ହେଉଛି। ବିଶେଷ କରି…

5 years ago

ଜିଲା ଯୁବ ମହୋତ୍ସବ ଉଦ୍‌ଘାଟିତ

ଫୁଲବାଣୀ ଅଫିସ, ୭ା୧୨- କନ୍ଧମାଳ ଷ୍ଟାଡିୟମରେ ଜିଲା ଯୁବ ମହୋତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡା ବିଧାୟକ ଚକ୍ରମଣୀ କହଁର, ଜିଲାପାଳ…

5 years ago

ଦାରିଙ୍ଗବାଡ଼ିରେ ଶନିବାର ତାପମାତ୍ରା ୬.୫ ଡିଗ୍ରୀକୁ ଖସିଲା, ରବିବାର ବଢ଼ିପାରେ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇବା ସହ ତାପମାତ୍ରା ହ୍ରାସ ପାଇ ସକାଳ ୮ଟା ସୁଦ୍ଧା ୬.୫ଡିଗ୍ରୀକୁ ପାରସ ଖସିଆସିଛି।…

5 years ago

ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫ ରେକର୍ଡ: ବଢ଼ୁଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ଆହୁରି ଅଧିକ ବଢ଼ିବା ସହ ତାପମାତ୍ରା ହ୍ରାସ ପାଇଛି। ସକାଳ ୮ଟା ସୁଦ୍ଧା ପାରଦ ୬.୫…

5 years ago