କନ୍ଧମାଳ

ଡୁଲୁରୀ ପାଇନବଣରେ ପର୍ଯ୍ୟଟକଙ୍କୁ ମିଳୁନି ଶୁଦ୍ଧ ପାନୀୟ ଜଳ, ବଣଭୋଜି ପାଇଁ ଆସି ହେଉଛନ୍ତି ହଟହଟା

ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): ଆସିଲା ପର୍ଯ୍ୟଟନ ଋତୁ। ଦୈନିକ ଶହ ଶହ ପର୍ଯ୍ୟଟକ  ପରିବାର ସାଙ୍ଗସାଥୀ ସହ ଆସି ଦାରିଙ୍ଗବାଡ଼ି ବୁଲିବା ସହ ବଣଭୋଜି କରି ମଜା ନିଅନ୍ତି।…

2 months ago

ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ, ତାପମାତ୍ରା ରହିଛି…

ଜି.ଉଦୟଗିରି,୧୦ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହ ପ୍ରବଳରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଛି। ରବିବାର ସନ୍ଧ୍ୟାଠାରୁ…

2 months ago

ଖସୁଛି ପାରଦ: ଥରୁଛି ଦାରିଙ୍ଗବାଡ଼ି, ଶୀତର ମଜା ନେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): ଥରୁଛି ଦାରିଙ୍ଗବାଡ଼ି। ସୋମବାର ଭୋର ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଥିବା ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ଶୀତ ବିଳମ୍ବରେ ଆସିଥିଲେ ମଧ୍ୟ ଗତ…

2 months ago

ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ: ଫେରିଲେ କନ୍ଧମାଳ ଭାଜପା ନେତା, କର୍ମୀ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାରର ରବିବାର ଥିଲା ଶେଷ ଦିନ। ଏହି ଅବସରରେ କନ୍ଧମାଳ ଜିଲାର ବହୁ ଭାଜପା ନେତା ଓ କର୍ମୀ ପ୍ରଚାର…

2 months ago

ଗୋଟିଏ ଦିନ ପରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏଏସପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଦାରିଙ୍ଗବାଡ଼ି ବ୍ଲକ୍ ସଭାଗୃହ ପରିସରରେ ଅନୁଷ୍ଠିତ ହେବାକୁ…

2 months ago

ଦାରିଙ୍ଗବାଡ଼ିକୁ ବିଳମ୍ବରେ ଆସିଲା ଶୀତ: ଖସୁଛି ପାରଦ, ଘନ କୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): 'ଓଡ଼ିଶାର କାଶ୍ମୀର' ଭାବେ ପରିଚିତ ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ଶୀତ ଆସିବାରେ ବିଳମ୍ବ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ତାପମାତ୍ରା ଧୀରେ…

2 months ago

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରହିଛି।…

2 months ago

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ ଶୀତ…

2 months ago

ଜି.ଉଦୟଗିରି ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହର: ୧୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ

ଜି.ଉଦୟଗିରି,୮ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଦୈନନ୍ଦିନ ପାରଦ କମୁଥିବା ବେଳେ ଶୀତର ପ୍ରକୋପ ବଢ଼ୁଛି। ସ୍ଥାନୀୟ…

2 months ago

ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ: ପ୍ରଥମ ଶ୍ରେଣୀରେ ପଢ଼ୁଥିବା ପୁଅକୁ ହଷ୍ଟେଲ ଛାଡିବାକୁ ଯାଇ ଫେରିଲା ମୃତଦେହ

ଦାରିଙ୍ଗବାଡି,୮।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅକୁ ହଷ୍ଟେଲ ଛାଡିବାକୁ ଯାଇଥିବା ବାପାଙ୍କ…

2 months ago