କନ୍ଧମାଳ

ଜି.ଉଦୟଗିରି କାଉନସିଲର ଉପନିର୍ବାଚନରେ ବିଜେଡି ବିଜୟୀ

ଜି.ଉଦୟଗିରି,୧୩ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଏନ୍‌ଏସିର ୬ ନମ୍ବର ଓ୍ବାର୍ଡ କାଉନସିଲର ପଦବୀ ନିମନ୍ତେ ଗୁରୁବାର ହୋଇଥିବା ଉପନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥିନୀ ସିଦ୍ଧେଶ୍ୱରୀ ନାୟକ…

3 years ago

ଚିକିତ୍ସା ଅବହେଳାରୁ ଛାତ୍ରୀ ମୃତ୍ୟୁ ଅଭିଯୋଗ: ଥାନାରେ ଏତଲା

ଦାରିଙ୍ଗବାଡି,୧୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାମୁଣୀଗାଁ ଥାନା ଝିଞ୍ଜିରୀଗୁଡ଼ା ପଞ୍ଚାୟତ ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣେ ଦଶମ ଛାତ୍ରୀଙ୍କ ଚିକିତ୍ସାରେ ଅବହେଳା ଯୋଗୁ…

3 years ago

ମାଣ୍ଡିଆ ଚାଷ କରି ଏସ୍‌ଏଚ୍‌ଜି ସ୍ବାବଲମ୍ବୀ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୧: କନ୍ଧମାଳ ଜିଲା ଫିରିଙ୍ଗିଆ ପଞ୍ଚାୟତ ସିଟିକାପଟି ଗାଁର ଧରଣୀ ପେନୁ ଓ ଅମ୍ବିକା ସ୍ବୟଂ ସହାୟିକା ଗୋଷ୍ଠୀର ୨୦ଜଣ ସଦସ୍ୟା ମାଣ୍ଡିଆ ଚାଷ…

3 years ago

ହାତୀଛୁଆର ମୃତଦେହ ଉଦ୍ଧାର

ରାଇକିଆ,୧୧ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବାରବା ରେଞ୍ଜ ଅନ୍ତର୍ଗତ ଖମନଖୋଲ ଗ୍ରାମ ନିକଟରୁ ହାତୀଛୁଆର ମୃତଦେହ ଉଦ୍ଧାର କରାଯାଇଛି। ହାତୀ ଛୁଆର ମୃତ୍ୟୁ ନେଇ କାରଣ…

3 years ago

ନିଜ ଗାଡ଼ିରେ ନିଆଁ ଲଗାଇ ଯୁବକଙ୍କ ଆତ୍ମହତ୍ୟା

ବାଲିଗୁଡ଼ା,୧୧ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ମାଲିକାପ ପଞ୍ଚାୟତର ଦେରିନାଯୁଠାରେ ଜଣେ ଯୁବକ ନିଜର ଡାଲା ଗାଡ଼ିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା…

3 years ago

ପଥରରେ ଛେଚି ଜଣଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ

ବାଲିଗୁଡ଼ା,୧୧ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ମଦ ପିଇ ଗଣ୍ଡଗୋଳ ପରେ ଜଣେ ଅନ୍ୟଜଣଙ୍କୁ ପଥରରେ ଛେଚି…

3 years ago

ଷ୍ଟ୍ରବେରି ଚାଷ ପାଇଁ ବଢ଼ୁଛି ଆଗ୍ରହ

ଦାରିଙ୍ଗବାଡ଼ି,୧୦ା୧ (ଡି.ଏନ୍‌.ଏ): ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରଥମଥର ପାଇଁ ଷ୍ଟ୍ରବେରି ଚାଷ କରାଯାଉଛି। ଗ୍ରୀନବାଡ଼ି ପଞ୍ଚାୟତର ଏଲିଜାବେଥ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ…

3 years ago

ଜିଲାସ୍ତରୀୟ ହକି କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ରାଇକିଆ,୯।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବାଳିକା ଉଚ୍ଚ ବିଦ୍ୟାଳୟ ଷ୍ଟାଡିୟମରେ ସୋମବାର ଜିଲାସ୍ତରୀୟ ସମୂହ ବିଦ୍ୟାଳୟ ହକି କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ଜିଲାର…

3 years ago

କୋଚିଲାଗଡ଼-ସିକିଡ଼ିକିଆ ରାସ୍ତା ବିପର୍ଯ୍ୟସ୍ତ

ଫୁଲବାଣୀ ଅଫିସ/ଟିକାବାଲି,୯ା୧: କନ୍ଧମାଳ ଜିଲାର ପ୍ରମୁଖ ସମସ୍ୟା ହେଉଛି ରାସ୍ତା। ଆଜି ପର୍ଯ୍ୟନ୍ତ ଜିଲାର ବହୁ ଦୁର୍ଗମ ଅଞ୍ଚଳକୁ ରାସ୍ତା ନାହିଁ। ଫଳରେ ଗ୍ରାମାଞ୍ଚଳର ଲୋକେ ମୌଳିକ…

3 years ago

ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୮ା୧(ଡି.ଏନ୍‌.ଏ.): ପ୍ରବଳ ଶୀତରେ ଥରୁଛି ଜି.ଉଦୟଗିରି ସହର। ଦୁଇ ଦିନ ହେବ ଏଠାରେ ପ୍ରବଳ ଶୀତ ଅନୁଭୂତ ହେଉଛି। ରବିବାର ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରୀ ସେଲ୍‌ସିୟର…

3 years ago