Advertisement

କନ୍ଧମାଳ

କରୋନା ନିୟମ ମାନିବାକୁ ଶପଥ ପାଠକରୋନା ନିୟମ ମାନିବାକୁ ଶପଥ ପାଠ

କରୋନା ନିୟମ ମାନିବାକୁ ଶପଥ ପାଠ

ରାଇକିଆ୨୬ା୩(ଡି.ଏନ୍‌.ଏ.)- କରୋନା କୁ ନେଇ ସବୁଠି ସଚେତନତାକୁ ପ୍ରାଥମିକତା ଦିଆ ଯାଉଛି। କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ସମ୍ପର୍କିତ ସଚେତନତାକୁ ବ୍ୟାପକ କରାଯାଇଛି। ଗ୍ରାମାଞ୍ଚଳରେ ଯେପରି…

5 years ago
ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର: ବାହାର ରାଜ୍ୟରୁ ଫେରି ବେଧଡ଼କ ବୁଲୁଛନ୍ତି ଦାଦନ ଶ୍ରମିକପ୍ରଶାସନର ନିର୍ଦ୍ଦେଶକୁ ବେଖାତିର: ବାହାର ରାଜ୍ୟରୁ ଫେରି ବେଧଡ଼କ ବୁଲୁଛନ୍ତି ଦାଦନ ଶ୍ରମିକ

ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର: ବାହାର ରାଜ୍ୟରୁ ଫେରି ବେଧଡ଼କ ବୁଲୁଛନ୍ତି ଦାଦନ ଶ୍ରମିକ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗାଁ ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ ଅଭାବରୁ…

5 years ago
ସାମାଜିକ ଦୂରତା ରକ୍ଷା କରୁଛନ୍ତି ବ୍ୟବସାୟୀସାମାଜିକ ଦୂରତା ରକ୍ଷା କରୁଛନ୍ତି ବ୍ୟବସାୟୀ

ସାମାଜିକ ଦୂରତା ରକ୍ଷା କରୁଛନ୍ତି ବ୍ୟବସାୟୀ

ରାଇକିଆ,୨୬।୩(ଡି.ଏନ୍‌.ଏ.)- ସାରା ଦେଶରେ କରୋନା ପାଇଁ ଲକ୍‌ଡାଉନ ହେବା ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଦୋକାନ ବଜାର ସମ୍ପୁର୍ଣ୍ଣ ବନ୍ଦ ରହିଛି। କେବଳ ନିତ୍ୟାବଶ୍ୟକ ସାମଗ୍ରୀ…

5 years ago

ପ୍ରଶାସନ ନିର୍ଦ୍ଦେଶ ମାନୁନାହାନ୍ତି ରାଜ୍ୟ ବାହାରୁ ଫେରିଥିବା ଲୋକେ, ଜିଲାପାଳଙ୍କୁ ଚିଠି

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗଁା ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ ଅଭାବରୁ…

5 years ago
ରେଖାଙ୍କିତ ଚିହ୍ନ ମଧ୍ୟରେ ରହି ସାମଗ୍ରୀ କିଣିବାକୁ ଗ୍ରାହକଙ୍କୁ ପରାମର୍ଶରେଖାଙ୍କିତ ଚିହ୍ନ ମଧ୍ୟରେ ରହି ସାମଗ୍ରୀ କିଣିବାକୁ ଗ୍ରାହକଙ୍କୁ ପରାମର୍ଶ

ରେଖାଙ୍କିତ ଚିହ୍ନ ମଧ୍ୟରେ ରହି ସାମଗ୍ରୀ କିଣିବାକୁ ଗ୍ରାହକଙ୍କୁ ପରାମର୍ଶ

ରାଇକିଆ,୨୬।୩(ଡି.ଏନ୍‌.ଏ.): ସାରା ଦେଶ କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ ହେବା ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି। କେବଳ ଅତ୍ୟାବଶ୍ୟକ…

5 years ago
ଲକ୍‌ଡାଉନ୍‌ ପରେ ସାମାଜିକ ଦୂରତ୍ୱକୁ ଗରୁତ୍ୱ: ଦୁର୍ଗମ ଅଞ୍ଚଳରେ ଦିନ ମଜୁରିଆ ପ୍ରଭାବିତଲକ୍‌ଡାଉନ୍‌ ପରେ ସାମାଜିକ ଦୂରତ୍ୱକୁ ଗରୁତ୍ୱ: ଦୁର୍ଗମ ଅଞ୍ଚଳରେ ଦିନ ମଜୁରିଆ ପ୍ରଭାବିତ

ଲକ୍‌ଡାଉନ୍‌ ପରେ ସାମାଜିକ ଦୂରତ୍ୱକୁ ଗରୁତ୍ୱ: ଦୁର୍ଗମ ଅଞ୍ଚଳରେ ଦିନ ମଜୁରିଆ ପ୍ରଭାବିତ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): ସାରା ଭାରତବର୍ଷରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଫଳରେ ରାଜ୍ୟର ସମସ୍ତ…

5 years ago
ପିଏମ୍‌ଜିଏସ୍‌ୱାଇ ମହୁପିଏମ୍‌ଜିଏସ୍‌ୱାଇ ମହୁ

ପିଏମ୍‌ଜିଏସ୍‌ୱାଇ ମହୁ

ଗ୍ରାମାଞ୍ଚଳରେ ଲୋକଙ୍କ ଗମନାଗମନ ଅସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ) ଆରମ୍ଭ କରିଥିଲେ। ଲୋକେ କିପରି…

5 years ago
କରୋନା ମୁକାବିଲା: ଏମଏଲଏ ଲ୍ୟାଡ ଜିଲାପାଳଙ୍କୁ ଦେଲେ ବିଧାୟକକରୋନା ମୁକାବିଲା: ଏମଏଲଏ ଲ୍ୟାଡ ଜିଲାପାଳଙ୍କୁ ଦେଲେ ବିଧାୟକ

କରୋନା ମୁକାବିଲା: ଏମଏଲଏ ଲ୍ୟାଡ ଜିଲାପାଳଙ୍କୁ ଦେଲେ ବିଧାୟକ

ଦାରିଙ୍ଗବାଡି,୨୫ା୩(ଡି.ଏନ୍‌.ଏ.)-କରୋନା ମୁକାବିଲା ପାଇଁ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବୁଧବାର ୨୦୨୦-୨୧ ଆର୍ଥିକ ବର୍ଷର ଏମଏଲଏ ଲ୍ୟାଡ ଜିଲା ପ୍ରଶାସନକୁ ଦେଇଛନ୍ତି। ଜିଲା ପ୍ରଶାସନ ନିଜ…

5 years ago
ଲକ୍‌ଡାଉନ୍‌କୁ ସମସ୍ତେ ମାନିଲେଲକ୍‌ଡାଉନ୍‌କୁ ସମସ୍ତେ ମାନିଲେ

ଲକ୍‌ଡାଉନ୍‌କୁ ସମସ୍ତେ ମାନିଲେ

ଫୁଲବାଣୀ ଅଫିସ, ୨୫ା୩: ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ…

5 years ago
ଲକ୍‌ଡାଉନ୍‌ ଉଲ୍ଲଂଘନକାରୀଙ୍କୁ ପ୍ଲାକାର୍ଡ ଧରାଇଥିଲା ପୋଲିସ: ମାଡ଼ ମାରି ଛାଡି ଦେବାକୁ ଅନୁରୋଧଲକ୍‌ଡାଉନ୍‌ ଉଲ୍ଲଂଘନକାରୀଙ୍କୁ ପ୍ଲାକାର୍ଡ ଧରାଇଥିଲା ପୋଲିସ: ମାଡ଼ ମାରି ଛାଡି ଦେବାକୁ ଅନୁରୋଧ

ଲକ୍‌ଡାଉନ୍‌ ଉଲ୍ଲଂଘନକାରୀଙ୍କୁ ପ୍ଲାକାର୍ଡ ଧରାଇଥିଲା ପୋଲିସ: ମାଡ଼ ମାରି ଛାଡି ଦେବାକୁ ଅନୁରୋଧ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ): ଦେଶ ପାଇଁ ଏହା ଆମର ଏକ ବଡ଼ ବଳିଦାନ। ଦେଶ ସେବା ଲାଗି ଏହା ଏକ ବଡ଼ ସୁଯୋଗ। ଏଭଳି ଅନେକ ବାର୍ତ୍ତା ଦେଇ ବୁଧବାର…

5 years ago