Advertisement

କନ୍ଧମାଳ

ଅନ୍ଧାରରେ ୪୬ ଗଁ।, ହୋଇନି ବିଦ୍ୟୁତ୍‌ ସଂଯୋଗ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ରଅନ୍ଧାରରେ ୪୬ ଗଁ।, ହୋଇନି ବିଦ୍ୟୁତ୍‌ ସଂଯୋଗ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଅନ୍ଧାରରେ ୪୬ ଗଁ।, ହୋଇନି ବିଦ୍ୟୁତ୍‌ ସଂଯୋଗ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଦାରିଙ୍ଗବାଡ଼ି,୧ା୧୦(ଡି.ଏନ.ଏ)-ଆଦିବାସୀ ଅଧ୍ୟୁଷିତ ଅଞ୍ଚଳକୁ ସରକାର ବିଭିନ୍ନ ସୁବିଧା ସୁଯୋଗ ଦେଉଥିବା ଦୃଷ୍ଟାନ୍ତ ରହିଛି ା କିନ୍ତୁ କେତେକ ସ୍ଥାନରେ ଏହା କାର୍ଯ୍ୟକାରୀ ହେଉଥିବା ବେଳେ ଅନ୍ୟ କେତେକ…

6 years ago
ଗଞ୍ଜେଇ ଜବତ, ଜଣେ ଗିରଫଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜେଇ ଜବତ, ଜଣେ ଗିରଫ

ଫିରିଙ୍ଗିଆ, ୩୦ା୯-ଗୋଚ୍ଛାପଡା ଥାନା ପୋଲିସ କ୍ରାଣ୍ଡିବାଲି ଛକରେ ଚଢ଼ାଉ କରି ଜଣେ ବାଇକ୍‌ ଚାଳକଙ୍କ ପାଖରୁ ୪୦ କେଜି ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ…

6 years ago

ଗଛପଡ଼ି ୨ ଗୁରୁତର

ଖଜୁରିପଡା,୩୦ା୯(ଡି.ଏନ୍‌.ଏ.)-ଖଜୁରିପଡା ବ୍ଲକରେ ରବିବାର ସନ୍ଧ୍ୟାରୁ ବର୍ଷା ପବନ ଜାରି ରହିଛି। ସୁଡ୍ରୁକୁମ୍ପା ଫାଣ୍ଡି ସ୍ବଡ୍ରେଜୁ ପଞ୍ଚାୟତ ଭେଟଖୋଲ ନିକଟ ୧୫୭ନଂ. ଜାତୀୟ ରାଜପଥରେ ଛିଡା ହୋଇଥିବାବେଳେ ଶାଳଗଛ…

6 years ago
ଆର୍‌ଟିଓ ଅଫିସରୁ ୪ ଦଲାଲ୍‌ ଗିରଫଆର୍‌ଟିଓ ଅଫିସରୁ ୪ ଦଲାଲ୍‌ ଗିରଫ

ଆର୍‌ଟିଓ ଅଫିସରୁ ୪ ଦଲାଲ୍‌ ଗିରଫ

ଫୁଲବାଣୀ ଅଫିସ, ୨୯।୯ - ରାଜ୍ୟର ବିଭିନ୍ନ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଓ ଡାକ୍ତରଖାନାରୁ ଦଲାଲାମାନଙ୍କୁ ହଟାଇବାକୁ ଜୋରଦାର ଧରପଗଡ ଚାଲିଛି। ଫୁଲବାଣୀ ଟାଉନ ଥାନା ପୋଲିସ…

6 years ago

ଆବାସ ଯୋଜନାରେ ଅଭିଯୋଗ ଘଟଣା: ମଜୁରି ବାବଦକୁ ହିତାଧିକାରୀଙ୍କୁ ମିଳିଲା ପ୍ରାପ୍ୟ

ଦାରିଙ୍ଗବାଡ଼ି,୨୯।୯(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତରେ ଆବାସ ଯୋଜନାରେ ହିତାଧିକାରୀଙ୍କୁ ପ୍ରାପ୍ୟ ଦିଆଯାଇ ନ ଥିବା ସ୍ଥାନୀୟ ବିଡିଓ ଏବଂ ଜିଲାପାଳଙ୍କ ନିକଟରେ ଅଭିଯୋଗ…

6 years ago
ମାନ୍ଦାବସ୍ଥା ସତ୍ତ୍ୱେ ନିୟନ୍ତ୍ରଣରେ ଦରଦାମମାନ୍ଦାବସ୍ଥା ସତ୍ତ୍ୱେ ନିୟନ୍ତ୍ରଣରେ ଦରଦାମ

ମାନ୍ଦାବସ୍ଥା ସତ୍ତ୍ୱେ ନିୟନ୍ତ୍ରଣରେ ଦରଦାମ

ଫୁଲବାଣୀ ଅଫିସ, ୨୮ା୯-ଜିଲା ଭାଜପା ପକ୍ଷରୁ ଅର୍ଥନୀତି ମାନ୍ଦାବସ୍ଥା ଉପରେ ଏକ ଖବରଦାତା ସମ୍ମିଳନୀ ସ୍ଥାନୀୟ ସର୍କିଟ ହାଉସରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଭାଜପା ପ୍ରବକ୍ତା ଉର୍ମିଳା…

6 years ago
ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବିଧାୟକଙ୍କୁ ଦାବିପତ୍ର ପ୍ରଦାନଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବିଧାୟକଙ୍କୁ ଦାବିପତ୍ର ପ୍ରଦାନ

ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବିଧାୟକଙ୍କୁ ଦାବିପତ୍ର ପ୍ରଦାନ

ଦାରିଙ୍ଗବାଡ଼ି,୨୭।୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ କାର୍ଯ୍ୟକରୁଥିବା ଲୋକ ସଂଗଠନ ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କୁ ୧୯ ଦଫା ସମ୍ବଳିତ…

6 years ago
କୃଷି ସୂଚନା, ପରାମର୍ଶ କେନ୍ଦ୍ର ପାଲଟିଛି ଭୂତକୋଠିକୃଷି ସୂଚନା, ପରାମର୍ଶ କେନ୍ଦ୍ର ପାଲଟିଛି ଭୂତକୋଠି

କୃଷି ସୂଚନା, ପରାମର୍ଶ କେନ୍ଦ୍ର ପାଲଟିଛି ଭୂତକୋଠି

ଖଜୁରିପଡ଼ା,୨୭ା୯(ଡି.ଏନ.ଏ.)- ସରକାର କୃଷି ଓ କୃଷକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ଏହାର ସଫଳ ରୂପାୟନ ନିମନ୍ତେ ବହୁ ଟଙ୍କା ବ୍ୟୟ କରାଯାଉଛି। ମାତ୍ର କେତେକ…

6 years ago
ମହିଳା ଜୀବିକା ସୁରକ୍ଷା ମଞ୍ଚର ବିକ୍ଷୋଭମହିଳା ଜୀବିକା ସୁରକ୍ଷା ମଞ୍ଚର ବିକ୍ଷୋଭ

ମହିଳା ଜୀବିକା ସୁରକ୍ଷା ମଞ୍ଚର ବିକ୍ଷୋଭ

ଫିରିଙ୍ଗିଆ, ୨୭ା୯- ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ ଦାବିରେ ଫିରିଙ୍ଗିଆ ମହିଳା ଜୀବୀକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ତହସିଲ କାର୍ଯ୍ୟାଳୟ…

6 years ago

ଫୁଲବାଣୀ ୟୁନାଇଟେଡ୍‌ ବ୍ୟାଙ୍କ ଋଣ ଜାଲିଆତି : ଗିରଫ ଶାଖା ପରିଚାଳିକା ନିଲମ୍ବିତ

ଫୁଲବାଣୀ ଅଫିସ, ୨୬ା୯- ଚାଷୀଙ୍କୁ କିଷାନ କ୍ରେଡିଟ କାର୍ଡ(କେସିସି) ଋଣ ପ୍ରଦାନରେ ଜାଲିଆତି ଘଟଣାରେ ୟୁନାଇଟେଡ୍‌ ବ୍ୟାଙ୍କ ଫୁଲବାଣୀ ଶାଖା ପରିଚାଳିକା ସାଗରିକା ନାୟକ ମଙ୍ଗଳବାର ଜେଲ…

6 years ago