Advertisement

କନ୍ଧମାଳ

ଧୋଇଗଲା କଲଭର୍ଟ ପାର୍ଶ୍ୱ ରାସ୍ତାଧୋଇଗଲା କଲଭର୍ଟ ପାର୍ଶ୍ୱ ରାସ୍ତା

ଧୋଇଗଲା କଲଭର୍ଟ ପାର୍ଶ୍ୱ ରାସ୍ତା

ଫୁଲବାଣୀ ଅଫିସ,୩୦ା୮- ତୁମୁଡ଼ିବନ୍ଧ ବ୍ଲକର ଉପାନ୍ତ ତଥା ମାଓବାଦୀ ପ୍ରଭାବିତ ଅଞ୍ଚଳ ଭାବେ ପରିଚିତ ଲଙ୍କାଗଡ଼ ପଞ୍ଚାୟତ କାରୁକୁଡି ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗତ କିଛିଦିନ…

6 years ago
ମଦ ବିରୋଧରେ ତାତିଲେ ମହିଳାମଦ ବିରୋଧରେ ତାତିଲେ ମହିଳା

ମଦ ବିରୋଧରେ ତାତିଲେ ମହିଳା

ଫୁଲବାଣୀ ଅଫିସ, ୨୯ା୮-ଜି.ଉଦୟଗିରି ବ୍ଲକ କଳିଙ୍ଗା ଗ୍ରାମରେ ବ୍ୟାପକ ଦେଶୀ ଏବଂ ବିଦେଶୀ ମଦ କାରବାର ଚାଲିଛି ା ଥାନା ପାଖରୁ ମାତ୍ର ଅଳ୍ପ ଦୂରରେ ଦେଶୀ…

6 years ago
ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ କରିବ କୁଇ ସମାଜଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ କରିବ କୁଇ ସମାଜ

ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ କରିବ କୁଇ ସମାଜ

ଫୁଲବାଣୀ ଅଫିସ,୨୯ା୮-କନ୍ଧମାଳ ଜିଲା କ.ନୁଆଗାଁ ବ୍ଲକ କୁଡୁତୁଲି ସରକାରୀ ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟ ଆଦିବାସୀ ମହିଳା ଶିକ୍ଷୟିତ୍ରୀଙ୍କୁ ସେହି ସ୍କୁଲର ପ୍ରଧାନଶିକ୍ଷକ, ଅନ୍ୟ ୩ ଜଣ…

6 years ago
ଗୋରୁପଲଙ୍କ ଉପରେ ଡମ୍ପର ମାଡ଼ିଗଲା: ୫ ମୃତ, ଚାଳକ ଗିରଫଗୋରୁପଲଙ୍କ ଉପରେ ଡମ୍ପର ମାଡ଼ିଗଲା: ୫ ମୃତ, ଚାଳକ ଗିରଫ

ଗୋରୁପଲଙ୍କ ଉପରେ ଡମ୍ପର ମାଡ଼ିଗଲା: ୫ ମୃତ, ଚାଳକ ଗିରଫ

ଶଙ୍କରାଖୋଲ,୨୯ା୮ (ଡି.ଏନ୍‌.ଏ)-ଚକାପାଦ ଥାନା ପସରା ନିକଟରେ କଡ଼ିକାଡୁ ଘାଟିର ପାଣିପକା ବୁଲାଣିଆ ରାସ୍ତାରେ ବୁଧବାର ଦିନ ଗୋରୁ ପଲଙ୍କ ଉପରେ ବାଲି ବୋଝେଇ ଡମ୍ପର ମାଡିଯିବାରୁ ୫…

6 years ago
ବାଲନ୍ଦାପଡ଼ାରେ ମାଓବାଦୀ କ୍ୟାମ୍ପ ଠାବବାଲନ୍ଦାପଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ବାଲନ୍ଦାପଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୯ା୮- କନ୍ଧମାଳ ଜିଲା ଗୋଛାପଡା ଥାନା ବାଲନ୍ଦାପଡା ଅଞ୍ଚଳରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ବୁଧବାର ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ ହୋଇ…

6 years ago
ହଷ୍ଟେଲରୁ ନିଖୋଜ ଛାତ୍ର ଜଙ୍ଗଲରୁ ଉଦ୍ଧାରହଷ୍ଟେଲରୁ ନିଖୋଜ ଛାତ୍ର ଜଙ୍ଗଲରୁ ଉଦ୍ଧାର

ହଷ୍ଟେଲରୁ ନିଖୋଜ ଛାତ୍ର ଜଙ୍ଗଲରୁ ଉଦ୍ଧାର

ଦାରିଙ୍ଗବାଡ଼ି,୨୮।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଦଡ଼ିବାଡ଼ି ପ୍ରାଥମିକ ବିଦ୍ୟାଳୟର ଜଣେ ଦ୍ୱିତୀୟ ଶ୍ରେଣୀର ଛାତ୍ର ବୁଧବାର ଭୋରରୁ ନିଖୋଜ ହୋଇଯାଇଥିଲେ। ସକାଳୁ ସେ ହଷ୍ଟେଲରେ ନଥିବା ପ୍ରଧାନ ଶିକ୍ଷକ ଜାଣି…

6 years ago

ତିଲକପଙ୍ଗା ସ୍କୁଲରେ ଛତା ଧରି ପିଲା ପଢ଼ିବା ଘଟଣା: ପ୍ରଶାସନ ଚେତିଲା,ଶ୍ରେଣୀଗୃହ ପାଇଁ ହେବ ନୂଆ ଟେଣ୍ଡର

ଫୁଲବାଣୀ ଅଫିସ, ୨୮ା୮- କ. ନୂଆଗାଁ ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଥିଲା। ଶ୍ରେଣୀ ଗୃହରେ ସାମାନ୍ୟ ବର୍ଷା…

6 years ago

ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା ତଦନ୍ତ ଭାର ନେଲେ ଡିଏସ୍‌ପି

ଫୁଲବାଣୀ ଅଫିସ, ୨୮ା୮- ମକ.ନୂଆଗାଁ ବ୍ଲକ ସ୍ଥିତ କୁଡ଼ୁତୁଲି ସରକାରୀ ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଦେବା ଘଟଣାକୁ ନେଇ ଜିଲାରେ ଅସନ୍ତୋଷ…

6 years ago
ବିଚାରପତିଙ୍କୁ କୋର୍ଟ ଏଏସ୍‌ଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ, ଦାରିଙ୍ଗବାଡ଼ି ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନବିଚାରପତିଙ୍କୁ କୋର୍ଟ ଏଏସ୍‌ଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ, ଦାରିଙ୍ଗବାଡ଼ି ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ବିଚାରପତିଙ୍କୁ କୋର୍ଟ ଏଏସ୍‌ଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ, ଦାରିଙ୍ଗବାଡ଼ି ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ଦାରିଙ୍ଗବାଡ଼ି,୨୭।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ପ୍ରଥମ ଶ୍ରେଣୀ ବିଚାର ବିଭାଗ ବିଚାରପତି ଗଗନ ସାହୁଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ବିଚାର ବିଭାଗରେ କାର୍ଯ୍ୟରତ ସିଏଏସ୍‌ଆଇ ପବିତ୍ର ମୋହନ…

6 years ago
ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ଏବିଭିପିର ବିରୋଧଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ଏବିଭିପିର ବିରୋଧ

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ଏବିଭିପିର ବିରୋଧ

ଫୁଲବାଣୀ ଅଫିସ, ୨୬ା୮-ରାଜ୍ୟ ସରକାର ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ ବୋଲି ଘୋଷଣା କରିଥିବାରୁ ଛାତ୍ରଙ୍କ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇଛି । ସୋମବାର…

6 years ago