କନ୍ଧମାଳ

ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ଘଟଣା: ଦାରିଙ୍ଗବାଡ଼ି ଓକିଲ ସଂଘ ପକ୍ଷରୁ କଲମ ଛାଡ଼ ଆନ୍ଦୋଳନ

ଦାରିଙ୍ଗବାଡି, ୮।୧୦(ଅରୁଣ ସାହୁ ): ବ୍ରହ୍ମପୁରଠାରେ ବରିଷ୍ଠ ଓକିଲ ତଥା ଓକିଲ ସଙ୍ଘର ରାଜ୍ୟ ପରିଷଦ ସଦସ୍ୟ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଥିଲେ।…

3 months ago

ମାନସିକ ଅନଗ୍ରସରଙ୍କୁ ଅପମାନିତ କଲେ ବିଏସଏସଓ: ବୁଦ୍ଧିଜୀବୀ ମହଲରେ ନିନ୍ଦା

ଦାରିଙ୍ଗବାଡି, ୮।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ବୁଧବାର ଭୀମଭୋଇ ଦିବ୍ୟାଙ୍ଗ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଏକାଧିକ…

3 months ago

ବିପଦ ପାଲଟିଛି ଗୁମାଡ଼ି ନଦୀ, ରାସ୍ତା ସମ୍ପ୍ରସାରଣ ଦାବି

ଦାରିଙ୍ଗବାଡ଼ି,୮ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ବୁଡ଼ାଗୁଡ଼ାକୁ ସଂଯୋଗ କରୁଥିବା ତିଲୋରୀ ପଞ୍ଚାୟତ ଗୁମାଡ଼ି ନଦୀରେ ଅସ୍ଥାୟୀ ପୋଲ ଧୋଇ ହୋଇଯିବା ପରେ ବିକଳ୍ପ…

3 months ago

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ଯୋଗଦେଲେ ଶତାଧିକ ରୋଗୀ

ଦାରିଙ୍ଗବାଡି,୮।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସର ମଧ୍ୟରେ ବୁଧବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

3 months ago

ଘର ବାହାରେ ଛିଡ଼ା ହୋଇଥିବା ବେଳେ ବଜ୍ରପାତ, ପଞ୍ଚମ ଶ୍ରେଣୀ ଛାତ୍ର ଗୁରୁତର

ଦାରିଙ୍ଗବାଡି, ୭।୧୦(ଅରୁଣ ସାହୁ): ବଜ୍ରପାତରେ ଜଣେ ପଞ୍ଚମଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ସେ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ଜଙ୍ଗଲଘର ଗ୍ରାମ ବାଲୁବାଙ୍ଗା…

3 months ago

ଜିଲାର ନାଁ ରଖିଲେ ପ୍ରମୋଦ: ଦୁର୍ଗମରୁ ଯାଇ ଦିଲ୍ଲୀରେ ପାଇଲେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସାପତ୍ର

  ତୁମୁଡିବନ୍ଧ, ୬।୧୦(ଦୀପକ କୁମାର ପରାସେଠ): ଦୁର୍ଗମରୁ ଯାଇ ଦିଲ୍ଲୀରେ ପାଇଲେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସାପତ୍ର । ଆଇଟିଆଇ ପରୀକ୍ଷାରେ ସର୍ବ ଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର…

3 months ago

ଦାରିଙ୍ଗବାଡ଼ିରେ ଛେଚିଲା ବର୍ଷା, ଜାତୀୟ ରାଜପଥରେ ବନ୍ୟାର ଭ୍ରମ

ଦାରିଙ୍ଗବାଡ଼ି,୬ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଏବଂ ତା’ର ଆଖପାଖରେ ସୋମବାର ଅପରାହ୍ନରେ ବର୍ଷା ଛେଚିଛି। ପ୍ରାୟ ୧ ଘଣ୍ଟା ଧରି ବର୍ଷା ପ୍ରବଳ ମାତ୍ରାରେ ଲାଗିରହିବାରୁ…

3 months ago

ପୁଷ୍ପା-୨ ଷ୍ଟାଇଲ୍‌ରେ ସିମନବାଡ଼ିରେ କିଚକ ବଧ, ମନ ମୋହିଲା ଭୀମଙ୍କ ଅଭିନୟ

ଦାରିଙ୍ଗବାଡ଼ି,୬ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦଶହରା ଅବସରରେ ରବିବାର ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଥିବା ବେଳେ ତାହା ସୋମବାର ଅପରାହ୍ନ ପର୍ଯ୍ୟନ୍ତ…

3 months ago

ଦୁର୍ଗାପୂଜା ଉପଲକ୍ଷେ ଧମାଲ କରୁଛି ନାଟକ ଶ୍ରୀକୃଷ୍ଣ ବଳେ…

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ୩୭ ବର୍ଷରେ ପଦାର୍ପଣ କରିଛି ଦୁର୍ଗାପୂଜା। ଏହି ପୂଜା ବଡ଼ ଧୂମ୍‌ଧାମରେ ପାଳନ ହୋଇଥିବା ବେଳେ ରବିବାର…

3 months ago

୨ ଜୁଆଆଡ୍ଡା ଉପରେ ଚଢ଼ାଉ: ଘରମାଲିକଙ୍କୁ ପୋଲିସର ଜେରା, ୩୧ ଗିରଫ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ୨ଟି ଜୁଆଆଡ୍ଡା ଉପରେ ଚଢ଼ାଉ କରି ୩୧ ଜଣଙ୍କୁ ପୋଲିସ ଗିରଫ କରିବା ସହ…

3 months ago