Advertisement

କନ୍ଧମାଳ

ଦିଲ୍ଲୀ ବାଣିଜ୍ୟ ମେଳାରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଦିଲ୍ଲୀ ବାଣିଜ୍ୟ ମେଳାରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଦିଲ୍ଲୀ ବାଣିଜ୍ୟ ମେଳାରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଦାରିଙ୍ଗବାଡି,୧୪।୧୧(ଅରୁଣ ସାହୁ ): ରାଜଧାନୀ ଦିଲ୍ଲୀରେ ଗୁରୁବାରଠାରୁ ଆରମ୍ଭ ହୋଇଛି ବାଣିଜ୍ୟ ମେଳା। ମେଳାରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗଦେଇ ଓଡ଼ିଶା ପାଇଁ ମେଳାକୁ ଉଦ୍‌ଘାଟନ…

5 months ago
ଶିଶୁ ଦିବସରେ ଖୋଲିଲା ଶିଶୁ ଗୃହ: ଫାଇଦା ପାଇବେ ୮୦୦ ଶିଶୁଶିଶୁ ଦିବସରେ ଖୋଲିଲା ଶିଶୁ ଗୃହ: ଫାଇଦା ପାଇବେ ୮୦୦ ଶିଶୁ

ଶିଶୁ ଦିବସରେ ଖୋଲିଲା ଶିଶୁ ଗୃହ: ଫାଇଦା ପାଇବେ ୮୦୦ ଶିଶୁ

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ୍‌): ୩ ବର୍ଷ ପରେ ଶିଶୁଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ରରେ ନାମ ଲେଖାଯିବା ସହ ସେମାନଙ୍କ ଶାରୀରିକ, ବୌଦ୍ଧିକ ବିକାଶ ପାଇଁ ସରକାର…

5 months ago
‘ଦେଶର ଉନ୍ନତି-ପ୍ରଗତିରେ ଶିଶୁମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’‘ଦେଶର ଉନ୍ନତି-ପ୍ରଗତିରେ ଶିଶୁମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

‘ଦେଶର ଉନ୍ନତି-ପ୍ରଗତିରେ ଶିଶୁମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବାଲିଗୁଡ଼ା,୧୪ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ ଦିବସ…

5 months ago
ଘାଟିରେ ଜିଆଇ ତାର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକଘାଟିରେ ଜିଆଇ ତାର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ

ଘାଟିରେ ଜିଆଇ ତାର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ

ଜି.ଉଦୟଗିରି,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ…

5 months ago
ମାଣ୍ଡିପଙ୍କାକୁ ଜଳଯୋଗାଣ ପରେ ଏବେ ରାସ୍ତା କାର୍ଯ୍ୟ ଆରମ୍ଭମାଣ୍ଡିପଙ୍କାକୁ ଜଳଯୋଗାଣ ପରେ ଏବେ ରାସ୍ତା କାର୍ଯ୍ୟ ଆରମ୍ଭ

ମାଣ୍ଡିପଙ୍କାକୁ ଜଳଯୋଗାଣ ପରେ ଏବେ ରାସ୍ତା କାର୍ଯ୍ୟ ଆରମ୍ଭ

ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ବାସି ଜାଉ ଖାଇ ଦୁଇ ଜଣଙ୍କ ଅକାଳ ବିୟୋଗ ଓ ୬…

6 months ago
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ପ୍ରାପ୍ୟ ତୃତୀୟ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଯାଉଛି, ପ୍ରଶାସନ ଚୁପ୍‌ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ପ୍ରାପ୍ୟ ତୃତୀୟ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଯାଉଛି, ପ୍ରଶାସନ ଚୁପ୍‌

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ପ୍ରାପ୍ୟ ତୃତୀୟ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଯାଉଛି, ପ୍ରଶାସନ ଚୁପ୍‌

ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): ସବୁ କଚ୍ଚା ଘରକୁ ସରକାର ପକ୍କା କରିବେ। ଏଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇ ଦେଉଛନ୍ତି। ହେଲେ ଏଥିରେ ସରକାରୀ କର୍ମଚାରୀମାନେ ହିତାଧିକାରୀଙ୍କ…

6 months ago
ପଞ୍ଚୁକ ପାଇଁ ଜଗନ୍ନାଥ ମନ୍ଦିରରେ ପ୍ରବଳ ଭିଡ଼ପଞ୍ଚୁକ ପାଇଁ ଜଗନ୍ନାଥ ମନ୍ଦିରରେ ପ୍ରବଳ ଭିଡ଼

ପଞ୍ଚୁକ ପାଇଁ ଜଗନ୍ନାଥ ମନ୍ଦିରରେ ପ୍ରବଳ ଭିଡ଼

ଜି ଉଦୟଗିରି, ୧୩।୧୧(ଶିଶିର ପଟ୍ଟନାୟକ): ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ କାର୍ତ୍ତିକ ମାସ ପଞ୍ଚୁକ ନିମନ୍ତେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଲାଗି ରହିଛି । ବିଶେଷ କରି…

6 months ago
ଖେଳ ପଡିଆ ଏବେ ମଦ୍ୟପଙ୍କ ଆଡ୍ଡାସ୍ଥଳୀ:ଲୋକେ ହେଉଛନ୍ତି ହଟହଟାଖେଳ ପଡିଆ ଏବେ ମଦ୍ୟପଙ୍କ ଆଡ୍ଡାସ୍ଥଳୀ:ଲୋକେ ହେଉଛନ୍ତି ହଟହଟା

ଖେଳ ପଡିଆ ଏବେ ମଦ୍ୟପଙ୍କ ଆଡ୍ଡାସ୍ଥଳୀ:ଲୋକେ ହେଉଛନ୍ତି ହଟହଟା

ଦାରିଙ୍ଗବାଡି,୧୩।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ଏକମାତ୍ର ଖେଳ ପଡିଆ ଏବେ ପାଲଟିଛି ମଦ୍ୟପଙ୍କ ଆଡ୍ଡାସ୍ଥଳୀ। ଦୈନିକ ଉକ୍ତ ପଡିଆରେ କୁଢ଼କୁଢ଼ ଖାଲି ବୋତଲ, ପ୍ଲାଷ୍ଟିକ ଦେଖି…

6 months ago
ବିଜୟଙ୍କୁ କଡ଼ା ଜବାବ ଦେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ: ରାଜନୀତି କରନାହିଁବିଜୟଙ୍କୁ କଡ଼ା ଜବାବ ଦେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ: ରାଜନୀତି କରନାହିଁ

ବିଜୟଙ୍କୁ କଡ଼ା ଜବାବ ଦେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ: ରାଜନୀତି କରନାହିଁ

ଦାରିଙ୍ଗବାଡ଼ି,୧୨।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଆମ୍ବ ଟାକୁଆ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଥିଲା। ରାଜ୍ୟର ବରିଷ୍ଠ ନେତା ବିଜୟ ମହାପାତ୍ର ଶନିବାର…

6 months ago
ମିଳିତ ଅଭିଯୋଗ ଶୁଣାଣି: ଜିଲାପାଳ ଆସିଲେନି, ଉପଜିଲାପାଳ ଶୁଣିଲେ ଅଭିଯୋଗମିଳିତ ଅଭିଯୋଗ ଶୁଣାଣି: ଜିଲାପାଳ ଆସିଲେନି, ଉପଜିଲାପାଳ ଶୁଣିଲେ ଅଭିଯୋଗ

ମିଳିତ ଅଭିଯୋଗ ଶୁଣାଣି: ଜିଲାପାଳ ଆସିଲେନି, ଉପଜିଲାପାଳ ଶୁଣିଲେ ଅଭିଯୋଗ

ଦାରିଙ୍ଗବାଡି,୧୨।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ପରିସର ମଧ୍ୟରେ ମଙ୍ଗଳବାର ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତେବେ କନ୍ଧମାଳ ଜିଲାପାଳ…

6 months ago