Advertisement

କନ୍ଧମାଳ

ପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍‌ଆଇ, ହାବିଲଦାର ନିଲମ୍ବିତପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍‌ଆଇ, ହାବିଲଦାର ନିଲମ୍ବିତ

ପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍‌ଆଇ, ହାବିଲଦାର ନିଲମ୍ବିତ

ଫୁଲବାଣୀ, ୧ା୧୦(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଡାଙ୍ଗଣାମୁ ଘାଟି ରାସ୍ତାରୁ ଗତ ୨୬ ତାରିଖରେ ବୌଦ୍ଧ ଜିଲା କଣ୍ଟାମାଳ ଥାନା…

6 months ago
ଆଜି ଯାଏ ମିଳିନି ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭଙ୍ଗା ଘରେ ମୁଣ୍ଡ ଗୁଞ୍ଜିଛନ୍ତି ବୃଦ୍ଧ ଦମ୍ପତିଆଜି ଯାଏ ମିଳିନି ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭଙ୍ଗା ଘରେ ମୁଣ୍ଡ ଗୁଞ୍ଜିଛନ୍ତି ବୃଦ୍ଧ ଦମ୍ପତି

ଆଜି ଯାଏ ମିଳିନି ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭଙ୍ଗା ଘରେ ମୁଣ୍ଡ ଗୁଞ୍ଜିଛନ୍ତି ବୃଦ୍ଧ ଦମ୍ପତି

ଦାରିଙ୍ଗବାଡ଼ି,୧ା୧୦(ଅରୁଣ ସାହୁ): ସରକାରଙ୍କ ମାଳମାଳ ଯୋଜନା ସେଥିମଧ୍ୟରୁ କିଛି ପ୍ରକୃତ ହିତାଧିକାରୀ ବାଦ୍‌ ପଡ଼ିଯାଉଛନ୍ତି। ସରକାରୀ ଯୋଜନା ପାଇଁ ବାରମ୍ବାର କାର୍ଯ୍ୟାଳୟକୁ ଦୌଡ଼ି ନୟାନ୍ତ ହେଲା ପରେ…

6 months ago
ବର୍ଷା ଦିନରେ ପାଣି ପାଇଁ କସରତ: ୩ ଶହ ଲୋକଙ୍କ ପାଇଁ ଗୋଟିଏ ନଳକୂପ ଭରସାବର୍ଷା ଦିନରେ ପାଣି ପାଇଁ କସରତ: ୩ ଶହ ଲୋକଙ୍କ ପାଇଁ ଗୋଟିଏ ନଳକୂପ ଭରସା

ବର୍ଷା ଦିନରେ ପାଣି ପାଇଁ କସରତ: ୩ ଶହ ଲୋକଙ୍କ ପାଇଁ ଗୋଟିଏ ନଳକୂପ ଭରସା

ଦାରିଙ୍ଗବାଡି,୧।୧୦ (ଅରୁଣ ସାହୁ):ନା ଅଛି ସବୁଦିନିଆ ରାସ୍ତା ନା ଅଛି ପିଇବା ପାଇଁ ଶୁଦ୍ଧ ପାନୀୟଜଳର ବ୍ୟବସ୍ଥା ନା ଗରିବଶ୍ରେଣୀର ଲୋକଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ…

6 months ago
ବସ୍‌ ଯୋଗେ ହେଉଥିଲା ଗଞ୍ଜେଇ ଚୋରାଚାଲାଣ: ମାଡ଼ିବସିଲା ପୋଲିସବସ୍‌ ଯୋଗେ ହେଉଥିଲା ଗଞ୍ଜେଇ ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ବସ୍‌ ଯୋଗେ ହେଉଥିଲା ଗଞ୍ଜେଇ ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ଦାରିଙ୍ଗବାଡି, ୩୦।୯(ଅରୁଣ ସାହୁ):କନ୍ଧମାଳ ଜିଲା ଏବେ ଗଞ୍ଜେଇ ଚାଷ ପାଇଁ ଜଣାଶୁଣା। ପୋଲିସ ଯେତିକି ଧରପଗଡ଼ କରୁଛି ଗଞ୍ଜେଇ ବେପାରୀ ନୂଆ ନୂଆ ଉପାୟରେ ଚୋରାଚାଲାଣ କରୁଛି।…

6 months ago
ପୋଷକଯୁକ୍ତ ଖାଦ୍ୟ ଯୋଗାଇବ ‘ସକ୍ଷମ’ ଅଙ୍ଗନୱାଡିପୋଷକଯୁକ୍ତ ଖାଦ୍ୟ ଯୋଗାଇବ ‘ସକ୍ଷମ’ ଅଙ୍ଗନୱାଡି

ପୋଷକଯୁକ୍ତ ଖାଦ୍ୟ ଯୋଗାଇବ ‘ସକ୍ଷମ’ ଅଙ୍ଗନୱାଡି

ଦାରିଙ୍ଗବାଡି, ୩୦।୯(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ର ନୀଳକନ୍ଦର ସାହି ଏବଂ ସିଆଙ୍ଗବାଲି ଅଙ୍ଗନାୱାଡି କେନ୍ଦ୍ର ପରିସର ମଧ୍ୟରେ ସୋମବାର ପୋଷଣ ଦିବସ ର ସମାପନ…

6 months ago
ରାସ୍ତା ପାଲଟିଛି ସମସ୍ୟା: ଖଟିଆରେ ବୁହାହେଲେ ରୋଗୀରାସ୍ତା ପାଲଟିଛି ସମସ୍ୟା: ଖଟିଆରେ ବୁହାହେଲେ ରୋଗୀ

ରାସ୍ତା ପାଲଟିଛି ସମସ୍ୟା: ଖଟିଆରେ ବୁହାହେଲେ ରୋଗୀ

ବାଲିଗୁଡା,୩୦।୦୯: (ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ବହୁ ମୌଳିକ ସୁବିଧା ଆଜି ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ପହଞ୍ଚି ପାରିନାହିଁ। ଅନେକ ସମୟରେ…

6 months ago
‘ପୋଲିସ ମୋ ସ୍ବାମୀଙ୍କୁ ହତ୍ୟା କରିଛି’‘ପୋଲିସ ମୋ ସ୍ବାମୀଙ୍କୁ ହତ୍ୟା କରିଛି’

‘ପୋଲିସ ମୋ ସ୍ବାମୀଙ୍କୁ ହତ୍ୟା କରିଛି’

ଫୁଲବାଣୀ/ଗୋଚ୍ଛାପଡ଼ା, ୩୦ା୯(ରାକେଶ କୁମାର ରାଉତ/ରୋହିତ କହଁର): ଭୁବନେଶ୍ୱର ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ସାରା ଦେଶରେ…

6 months ago
ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କାମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ ପଏଣ୍ଟ…

6 months ago
ସେପ୍ଟେମ୍ବର ସରିଲାଣି: ଆସିନି ଶୀତ, ପର୍ଯ୍ୟଟକ ନିରାଶସେପ୍ଟେମ୍ବର ସରିଲାଣି: ଆସିନି ଶୀତ, ପର୍ଯ୍ୟଟକ ନିରାଶ

ସେପ୍ଟେମ୍ବର ସରିଲାଣି: ଆସିନି ଶୀତ, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳକୁ ଶୀତ ଆସିବାର ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଦିନକୁ ଦିନ ଜଳବାୟୁର ପରିବର୍ତ୍ତନର ପ୍ରଭାବରେ ବର୍ଷାର…

6 months ago
ଗଛରେ ରଶି ଲଗାଇ  ଝୁଲିପଡିଲେ ଯୁବକଗଛରେ ରଶି ଲଗାଇ  ଝୁଲିପଡିଲେ ଯୁବକ

ଗଛରେ ରଶି ଲଗାଇ  ଝୁଲିପଡିଲେ ଯୁବକ

ବାଲିଗୁଡ଼ା,୨୮।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର କଞ୍ଜାମେଣ୍ଡି ଗ୍ରାମରେ ଏକ ଅଭାବନିୟ ଘଟଣା ଘଟିଛି। ଜଣେ ୨୨ବର୍ଷର ଯୁବକଙ୍କ…

6 months ago