Advertisement

କନ୍ଧମାଳ

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ ପାହାଡ଼…

1 year ago
ପୋଲିସକୁ ଦେଖି ପଳାଉଥିବା ବାଇକ୍‌ ଚାଳକଙ୍କ ମୃତ୍ୟୁପୋଲିସକୁ ଦେଖି ପଳାଉଥିବା ବାଇକ୍‌ ଚାଳକଙ୍କ ମୃତ୍ୟୁ

ପୋଲିସକୁ ଦେଖି ପଳାଉଥିବା ବାଇକ୍‌ ଚାଳକଙ୍କ ମୃତ୍ୟୁ

ଦାରିଙ୍ଗବାଡି, ୨୯ା୩ (ଅରୁଣ ସାହୁ ):କନ୍ଧମାଳ ଜିଲା କ. ନୂଆଗାଁ ପୋଲିସ ଏକ ଗଞ୍ଜେଇ ବୋଝେଇ କାର (ନଂ. ଓଡି ୩୩ଏଇ ୩୪୪୩ )କୁ ଧରିବା ପାଇଁ…

1 year ago
ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପୁଣି ବିଜେଡିର ବିଧାନସଭା ପ୍ରାର୍ଥୀଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପୁଣି ବିଜେଡିର ବିଧାନସଭା ପ୍ରାର୍ଥୀ

ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପୁଣି ବିଜେଡିର ବିଧାନସଭା ପ୍ରାର୍ଥୀ

ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): ବିଧାୟକ ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କୁ ପୁନର୍ବାର ବିଜେଡିର ପ୍ରାର୍ଥୀପତ୍ର ଘୋଷଣା କରିବା ପରେ ଦାରିଙ୍ଗବାଡ଼ିଠାରେ ବିଜୁ ଜନତା ଦଳ ସମେତ ବିଭିନ୍ନ ପୂଜା…

1 year ago
ମା’ ଠାକୁରାଣୀ ଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ; ଦାରିଙ୍ଗବାଡ଼ିରେ ଭକ୍ତିମୟ ପରିବେଶମା’ ଠାକୁରାଣୀ ଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ; ଦାରିଙ୍ଗବାଡ଼ିରେ ଭକ୍ତିମୟ ପରିବେଶ

ମା’ ଠାକୁରାଣୀ ଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ; ଦାରିଙ୍ଗବାଡ଼ିରେ ଭକ୍ତିମୟ ପରିବେଶ

ଦାରିଙ୍ଗବାଡି, ୨୭।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ମା’ଠାକୁରାଣୀଙ୍କ ଯାତ୍ରା -୨୦୨୪ ନିମନ୍ତେ ବୁଧବାର ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି ଅବସରରେ ମା’ଠାକୁରାଣୀ ପୂଜା…

1 year ago
ଭାଗବତ ଟୁଙ୍ଗିରେ ସଂକୀର୍ତ୍ତନ ସହ ହୋଲିଭାଗବତ ଟୁଙ୍ଗିରେ ସଂକୀର୍ତ୍ତନ ସହ ହୋଲି

ଭାଗବତ ଟୁଙ୍ଗିରେ ସଂକୀର୍ତ୍ତନ ସହ ହୋଲି

ଦାରିଙ୍ଗବାଡି,୨୬।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ରଙ୍ଗର ପର୍ବ ହୋଲି ବଡ଼ ଧୁମ୍‌ଧାମରେ ପାଳନ ହୋଇଛି। ବିଶେଷ କରି ଛୋଟ ପିଲାଙ୍କ…

1 year ago
ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ

ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ

ବାଲିଗୁଡା,୨୬।୩:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ରଙ୍ଗର ପର୍ବ ହୋଲି । ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଗାଁଠୁ ସହର…

1 year ago
ଅଭାବୀ ବିକ୍ରିର ଶିକାର ହେଉଛନ୍ତି ହଳଦୀଚାଷୀଅଭାବୀ ବିକ୍ରିର ଶିକାର ହେଉଛନ୍ତି ହଳଦୀଚାଷୀ

ଅଭାବୀ ବିକ୍ରିର ଶିକାର ହେଉଛନ୍ତି ହଳଦୀଚାଷୀ

ଦାରିଙ୍ଗବାଡି,୨୫ା୩ (ଅରୁଣ ସାହୁ)କନ୍ଧମାଳ ହଳଦୀର ଅଭାବି ବିକ୍ରୀ ଏବେ ଚାଷୀଙ୍କୁ ସଂକଟରେ ପକାଇଛି। ଗୋଟିଏ ପଟେ ସାହୁକାର ଋଣ, ଅନ୍ୟପଟେ ଅମଳରେ ହ୍ରାସ ପାଇ ଚାଷୀ ଏବେ…

1 year ago
ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତରବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର

ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର

ଦାରିଙ୍ଗବାଡ଼ି,୨୫।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିର ଜାତୀୟ ରାଜପଥ ଉପରେ ସୋମବାର ଏକ ଦୁର୍ଘଟଣାରେ ବାଇକ୍‌ ଚାଳକ ମିଲନ ପ୍ରଧାନ ଗୁରୁତର ହୋଇଛନ୍ତି। ତାଙ୍କୁ…

1 year ago
ଆଳୁଚପ୍‌ରୁ ବାହାରିଲା ଲୁହା କଣ୍ଟା, ଭାଇରାଲ ହେଉଛି ଫଟୋଆଳୁଚପ୍‌ରୁ ବାହାରିଲା ଲୁହା କଣ୍ଟା, ଭାଇରାଲ ହେଉଛି ଫଟୋ

ଆଳୁଚପ୍‌ରୁ ବାହାରିଲା ଲୁହା କଣ୍ଟା, ଭାଇରାଲ ହେଉଛି ଫଟୋ

ଦାରିଙ୍ଗବାଡ଼ି,୨୩ା୩(ଅରୁଣ ସାହୁ): ଆଳୁଚପ୍‌ରୁ ଲୁହା କଣ୍ଟା ବାହାରିବା କଥା ଶୁଣିଲେ ମନରେ ଭୟ ଜାତ ହେଉଛି। ମାତ୍ର ଏହା ସତ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିର…

1 year ago
ସାଧାରଣ ନିର୍ବାଚନ ନେଇ ପୋଲିସର ଫ୍ଲାଗ୍‌ମାର୍ଚ୍ଚସାଧାରଣ ନିର୍ବାଚନ ନେଇ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ସାଧାରଣ ନିର୍ବାଚନ ନେଇ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଦାରିଙ୍ଗବାଡ଼ି,୨୩ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଥାନା ଅଧିକାରୀ ଚିରଞ୍ଜିବୀ ବେହେରାଙ୍କ ନେତୃତ୍ୱରେ ସବ୍‌ଇନ୍ସପେକ୍ଟର ଅମରେନ୍ଦ୍ର…

1 year ago