କନ୍ଧମାଳ

ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ଝୁଲିପଡ଼ିଲେ ସ୍ବାମୀ, ମୋବାଇଲ ବନ୍ଧା ରଖିବା ନେଇ…

ବାଲିଗୁଡ଼ା,୨୧ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ତ୍ରୀ-ସ୍ବାମୀଙ୍କ ମୂଲ୍ୟବାନ ଜୀବନ। ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀଙ୍କ ନିଜ ଘରେ ଆତ୍ମହତ୍ୟା କରିଦେଲେ। ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ...

ଆଗକୁ ପ୍ରଥମାଷ୍ଟମୀ: ବଢୁଛି ରାଇକିଆ ହଳଦୀପତ୍ରର ଚାହିଦା, ୧୦ଟି ପତ୍ରକୁ…

ରାଇକିଆ,୨୦ା୧୧(ପ୍ରଦୀପ ବେହେରା): ଆଉ କିଛି ଦିନ ପରେ ପ୍ରଥମାଷ୍ଟମୀ। ଉପକୂଳ ଅଞ୍ଚଳଗୁଡ଼ିକରେ ସୁସ୍ବାଦୁ ପିଠା ପ୍ରସ୍ତୁତି ପାଇଁ ହଳଦୀପତ୍ରର ଆବଶ୍ୟକତା ରହୁଛି। ଏଥିପାଇଁ ହଳଦୀ ପତ୍ରର ଚାହିଦା ବଢ଼ିଛି। ଚାଷୀଙ୍କଠାରେ ମଧ୍ୟ ଏ ନେଇ ଉତ୍ସାହ ଦେଖାଦେଇଛି। ରାଇକିଆ- ଦାରିଙ୍ଗିବାଡ଼ି...

ବଢୁଛି ଶୀତ, ମଣ୍ଡାସରୁକୁ ପର୍ଯ୍ୟଟକଙ୍କ ଆଗମନ

ରାଇକିଆ, ୧୯।୧୧-(ପ୍ରଦୀପ ବେହେରା): ବିଳମ୍ବରେ ହେଲେ ମଧ୍ୟ କନ୍ଧମାଳ ଜିଲାରେରେ ଶୀତର ପ୍ରକୋପ ଦେଖିବାକୁ ମିଳିଛି। ଜିଲାର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ହ୍ରାସ ହୋଇଥିବାବେଳେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ରାଇକିଆ ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳୁଛି।...

ମାଣ୍ଡିପଙ୍କା ଆମ୍ଭଟାକୁଆ ଖାଇବା ଘଟଣା: ଆଉ ଜଣେ ଆଖିବୁଜିଲେ, ୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଦାରିଙ୍ଗବାଡି, ୧୮।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ଭ ଟାକୁଆ ବାସୀ ଖାଇ ୨ ମୃତ୍ୟୁ ୬ ଗୁରୁତର ଘଟଣା ରେ ଆଉ ଜଣଙ୍କ କଟକ ରେ ଚିକିତ୍ସାଧିନ ଅବସ୍ଥାରେ...

ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୧୮ା୧୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲାର ଜି.ଉଦୟଗିରି ସହର ପ୍ରବଳ ଶୀତରେ ଥରୁଛି। ଜି.ଉଦୟଗିରି ସହରରେ ସୋମବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲ୍‌ସିୟସ୍‌ ଅଛି ବୋଲି ଜି.ଉଦୟଗିରିସ୍ଥିତ କୃଷି ଗବେଷଣା କେନ୍ଦ୍ର ପକ୍ଷରୁ ଜଣାଯାଇଛି। ରବିବାର ୭.୮ଡିଗ୍ରୀ ରହିଥିବା ବେଳେ...

ଗୋ’ ବନ୍ଧ୍ୟା ନିରାକରଣ ପାଇଁ ପ୍ରହସନ ପାଲଟିଛି ପ୍ରାଣୀ ଚିକିତ୍ସା ଶିବିର, ହାତ ଗଣତି ଚାଷୀଙ୍କୁ ନେଇ…

ଦାରିଙ୍ଗବାଡ଼ି,୧୮ା୧୧(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଣୀଧନର ବିକାଶ ପାଇଁ ବିଶେଷକରି ଗୋ’ସୁରକ୍ଷା ତଥା ସୁସ୍ଥ ରଖିବା ଓ ସୁସ୍ଥ ଛୁଆ ଜନ୍ମ କରିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ହେଲେ ତାହା ଗ୍ରାମାଞ୍ଚଳରେ ଚାଷୀମାନେ ସଠିକ୍‌ ସୂଚନା...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ପରେ ମାଡ଼ିଗଲା ଟ୍ରକ୍‌: ଜଣେ ମୃତ, ୩ ଗୁରୁତର

ବାଲିଗୁଡା,୧୭।୧୧: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ୫୯ ନମ୍ବର ଜାତୀୟ ରାଜପଥର ପରମପାଙ୍ଗା ନିକଟ ଇର୍ପିଗୁଡାଠାରେ ରବିବାର ରାତିରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ...

ପହିଲି ଶୀତରେ ପହିଲି ପର୍ଯ୍ୟଟକ: ଭୋଜି ପାଇଁ ଲଗାଇଲେ ଭିଡ଼, ବୁଲିଲେ କଫି ବଗିଚା

ଦାରିଙ୍ଗବାଡ଼ି,୧୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଯେମିତି ତାପମାତ୍ରା କମିବାରେ ଲାଗିଛି ସେହିଭଳି ଶୀତ ମଧ୍ୟ ଧୀରେ ଧୀରେ ସ୍ପର୍ଶ କରିବାରେ ଲାଗିଛି। ଏହାର ମଜା ଉଠାଇବା ପାଇଁ ରବିବାର ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଡୁଲୁରୀ ପାଇନବଣ ସମେତ ଦାରିଙ୍ଗବାଡ଼ିର...

ଏମ୍‌ପିଙ୍କ ରାଇକିଆ ପ୍ରତିନିଧି ଭାବେ ସନ୍ତୋଷ ଲେଙ୍କା ମନୋନୀତ

ରାଇକିଆ,୧୬।୧୧:(ପ୍ରଦୀପ ବେହେରା): କନ୍ଧମାଳ ଏମ୍‌ପିଙ୍କ ରାଇକିଆ ବ୍ଲକ ପ୍ରତିନିଧି ଭାବେ ସନ୍ତୋଷ ଲେଙ୍କାଙ୍କୁ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ମନୋନୀତ କରିଛନ୍ତି । ଏ ନେଇ ଏମ୍‌ପି ପତ୍ର ମାଧ୍ୟମରେ ଜିଲାପାଳଙ୍କୁ ଅବଗତ କରାଇଛନ୍ତି । ରାଇକିଆ ବ୍ଲକର ସାମଗ୍ରିକ ବିକାଶ...

ବାଲିଯାତ୍ରା କି ବାଣିଜ୍ୟ ମେଳାରେ ଦାରିଙ୍ଗବାଡ଼ି କଫିର ଚାହିଦା ନାହିଁ, ପ୍ରଚାର ପ୍ରସାର ପାଇଁ ଯଦି…

ଦାରିଙ୍ଗବାଡ଼ି,୧୬ା୧୧(ଅରୁଣ ସାହୁ): ଜୈବିକ ପଦ୍ଧତିିରେ ଦାରିଙ୍ଗବାଡ଼ି କଫି ଚାଷ କରାଯାଉଛି। କୋରାପୁଟ ପରେ ଦାରିଙ୍ଗବାଡ଼ି କଫିର ବହୁତ ଚାହିଦା ରହିଛି ହେଲେ ଦାରିଙ୍ଗବାଡ଼ି କଫିକୁ ନେଇ ସରକାରଙ୍କ ପକ୍ଷରୁ କୌଣସି ଆଗ୍ରହ ପ୍ରକାଶ ପାଉନି। କଫି ବଗିଚା ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର...

ବ୍ଲକ ସ୍ତରୀୟ ସରଗି ଫୁଲ: ପ୍ରତିଭା ଦେଖାଇବେ ଜନଜାତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୧୦(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଲୁଚିରହିଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବାକୁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ନେଇ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ସରଗି ଫୁଲ କାର୍ଯ୍ୟକ୍ରମ...

ରାସ୍ତାରେ ବଡ଼ ଖାଲ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ରାଇକିଆ,୧୬।୧୧(ପ୍ରଦୀପ ବେହେରା):କନ୍ଧମାଳ ଜିଲା ରାଇକିଆ ମୁଖ୍ୟ ରାସ୍ତାରେ ବିଭିନ୍ନ ସ୍ଥାନରେ ଗର୍ତ୍ତ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେଲା ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ ଏହାକୁ ମରାମତି କରାଯାଉନାହିଁ। ଫଳରେ ଯାନବାହନ ଚଳାଚଳର ଅସୁବିଧା ସୃଷ୍ଟି ହେଇଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri