ଲକ୍ଷାଧିକ ଟଙ୍କା ଧରି ଚମ୍ପଟ ମାରିଲେ ଫାଇନାନ୍ସ କର୍ମଚାରୀ
ବାଲିଗୁଡ଼ା,୧୦ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗଡ଼ା ଉପଖଣ୍ଡ ଅଧୀନ ଟିକାବାଲି ଥାନା ବିଦ୍ୟୁତ୍ କାର୍ଯ୍ୟାଳୟ ନିକଟରେ ଥିବା ଭାରତ ଫାଇନାନ୍ସ ଇନ୍କ୍ଲୁଜନ ଲିମିଟେଡ଼ର ୨ ଜଣ କର୍ମଚାରୀ ସ୍ଥାନୀୟ ଅଞ୍ଚଳରୁ କିସ୍ତି ବାବଦକୁ ୨ ଲକ୍ଷ ୯୦ ହଜାର...