କନ୍ଧମାଳ

ନ୍ୟାୟ ପାଇଁ ପ୍ରେମିକଙ୍କ ଘରେ ଆଦିବାସୀ ପୀଡ଼ିତା

ମହାକାଳପଡ଼ା,୧୪ା୫ (ଡି.ଏନ.ଏ.): କନ୍ଧମାଳ ଜଲା ଦାରିଙ୍ଗବାଡ଼ି ଅଞ୍ଚଳର ଆଦିବାସୀ ଯୁବତୀ ଝିଲିମା ପ୍ରଧାନ (୨୪) ନ୍ୟାୟ ପାଇଁ ପ୍ରେମିକ ଘରେ ପହଞ୍ଚି ନ୍ୟାୟ ଦାବି କରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନାରେ ଶୁକ୍ରବାର ଲିଖିତ ଅଭିଯୋଗ...

ରଖେ ଯାହାକୁ ହରି…

ଦାରିଙ୍ଗବାଡ଼ି,୧୨।୫(ଡି.ଏନ୍‌.ଏ.): ରଖେ ହରି ତୋ ମାରେ କିଏ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଦାରିଙ୍ଗବାଡ଼ି ତିନିଛକ ବଜାର ଉପରେ। ଦାରିଙ୍ଗବାଡ଼ି ତିନିଛକ ବଜାର ଉପରେ ଏକ ୩ ମହଲା କୋଠାର ନିର୍ମାଣ କାର୍ଯ୍ୟ ଚାଳିଥିବା ବେଳେ ଜଣେ ଶ୍ରମିକ...

୩୦ ଫୁଟ ଉଚ୍ଚ କୋଠାରେ କାମ କରୁଥିଲେ ଯୁବକ, ତଳକୁ ଖସିପଡ଼ିବା ସମୟରେ ଲାଗିଲା କରେଣ୍ଟ

ଦାରିଙ୍ଗବାଡ଼ି,୧୨ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତିନିଛକ ବଜାର ମଧ୍ୟରେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁବାର ସକାଳେ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଅଞ୍ଚଳର କାଳୁ ପ୍ରଧାନ(୩୦)। କାଳୁଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର...

ଆମ୍ବୁଲାନ୍ସରେ ନେଉଥିଲେ ଗଞ୍ଜେଇ

ଫୁଲବାଣୀ ଅଫିସ,୯।୫: ଗଞ୍ଜେଇ ଚାଲାଣର ନୂଆ ଉପାୟ। ଆମ୍ବୁଲାନ୍ସରେ ହେଉଥିଲା ଚାଲାଣ। ଏପରି ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀରେ। ଖବରପାଇ ଅବକାରୀ ଟିମ୍‌ ଖଜୁରୀପଡା ବ୍ଲକ ରାଣୀପଥର ଘାଟିରେ ଜଗି ରହିଥିଲା। ସେଠାରେ ଅଧିକାରୀମାନେ ଆମ୍ବୁଲାନ୍ସକୁ ଅଟକାଇ ଯାଞ୍ଚ...

ଗୁଣି ସନ୍ଦେହରେ ଦମ୍ପତିଙ୍କୁ ଅଖାଦ୍ୟ ଖୁଆଇଲେ

ଫୁଲବାଣୀ ଅଫିସ, ୯ା୫: କନ୍ଧମାଳ ଜିଲା ସାରଙ୍ଗଗଡ଼ ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହ କରି ଏକ ବୃଦ୍ଧ ଦମ୍ପତିଙ୍କୁ ଲୋକେ ଅଖାଦ୍ୟ ଖୁଆଇଛନ୍ତି। ସେମାନେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଲୁହା ଛଡ଼ରେ ମାଡ଼ ମରାଯିବାରୁ ତାଙ୍କ ଡାହାଣ...

ରାଣୀପଥର ଘାଟିରେ ଜଳୁଛି ଜଙ୍ଗଲ

ଫୁଲବାଣୀ ଅଫିସ/ ବଲସକୁମ୍ପା, ୯ା୫: ଫୁଲବାଣୀ-ବୌଦ୍ଧ ଜିଲା ୧୫୭ ଜାତୀୟ ରାଜପଥ ରାଣୀପଥର ଘାଟିର ପୁରୁଣାପାଣିଠାରେ ଶାଗୁଆନ ଓ ବାଉଁଶ ଜଙ୍ଗଲ ରବିବାର ୧୦ଟାରୁ ହୁତୁ ହୁତୁ ହୋଇ ଜଳୁଛି। ରାଣୀପଥର ଫରେଷ୍ଟରଙ୍କ ଏଥିପ୍ରତି ନିଘା ନାହିଁ। ଫୁଲବାଣୀ ବନବିଭାଗ...

୭ କିମି ଜଙ୍ଗଲରେ ଚାଲିକିଗଲେ, ଗ୍ରାମବାସୀଙ୍କ ସମସ୍ୟା ବୁଝିଲେ ବିଡିଓ

ବଲସକୁମ୍ପା,୮।୫: କନ୍ଧମାଳ ଖଜୁରିପଡ଼ା ବ୍ଲକ ବିଡିଓ ରବୀନ୍ଦ୍ରନାଥ କହଁର ୭ କିଲୋମିଟର ଜଙ୍ଗଲରେ ଚାଲି ଚାଲି ଯାଇ ଗ୍ରାମବାସୀଙ୍କ ସମସ୍ୟା ବୁଝିଛନ୍ତି। ୧୪ଟି ପଞ୍ଚାୟତକୁ ନେଇ ଖଜୁରିପଡ଼ା ବ୍ଲକ ଗଠିତ। ପ୍ରାୟ ୨ କିମ୍ବା ୩ଟି ପଞ୍ଚାୟତର ଗାଁ ଗୁଡିକ...

ଠାବହେଲା ହନୁମାନଙ୍କ ଆକାରର ପଥର, ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୫ା୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଂବାଡ଼ି ପଞ୍ଚାୟତ ମିଡ଼ିୟୁବାନ୍ଦା ଜଳପ୍ରପାତ ଏବେ ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରସିଦ୍ଧି ଲାଭ କରିଛି। ଦାରିଙ୍ଗବାଡ଼ି ଯିଏ ଆସୁଛି ସିଏ କଫି ବଗିଚା ସହ ଏହି ଜଳପ୍ରପାତକୁ ନିଶ୍ଚିତ ବୁଲିବାକୁ ପସନ୍ଦ...

ଦାରିଙ୍ଗବାଡ଼ିରେ ଅସହ୍ୟ ଗରମ, ତାପମାତ୍ରା ୩୬

ଦାରିଙ୍ଗବାଡ଼ି,୨୯।୪(ଡି.ଏନ.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପ୍ରଚଣ୍ଡ ଖରା ସହ ଗରମ ଗୁଳୁଗୁଳି ଲୋକଙ୍କୁ ଅସହ୍ୟ ଯନ୍ତ୍ରଣା ଦେଲାଣିା ତାପମାତ୍ରା ଯେଉଁଠି ଶୂନ ଡିଗ୍ରୀ ରହୁଥିବା ନଜିର ରହିଛି ଏବେ ସେଇଠି ତାପମାତ୍ରା ୩୬ ଡିଗ୍ରୀ...

୫୮ ବର୍ଷରେ ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ଫୁଲବାଣୀ ଅଫିସ,୨୯ା୪: ମନରେ ପାଠ ପଢ଼ିବାର ଇଚ୍ଛା ଥିଲେ ବୟସ କେବେ ବି ବାଧକ ସାଜେନା। ଏହାର ଏକ ଉଦାହରଣ ପାଲଟିଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। ୫୮ ବର୍ଷ ବୟସରେ ସେ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ଯାହାକୁ ନେଇ...

ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ

ଫୁଲବାଣୀ ଅଫିସ, ୨୯ା୪: କନ୍ଧମାଳ ଜିଲା ଫୁଲବାଣୀ ପୌର ପରିଷଦରେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଛି। ଗୋଟିଏ ଗୋଟିଏ ପରିବାର ୪ରୁ ୫ଟି ଆବାସ ହାତେଇଛନ୍ତି। ଏପରିକି ଜଣେ ପୂର୍ବତନ କାଉନସିଲର ୪ଟି ଆବାସ ନେଇଛନ୍ତି। ମାତ୍ର ସ୍ଥଳ...

ଭଙ୍ଗାଘରେ ଅସହାୟ ମା’, ଅବିବାହିତ ଝିଅ

ଫୁଲବାଣୀ ଅଫିସ, ୨୮।୪: କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗରୀବ ହିତାଧିକାରୀଙ୍କୁ ଘର ଯୋଗାଇ ଦେଉଛନ୍ତି। ରାଜ୍ୟ ସରକାର ମଧ୍ୟ ବିଜୁ ପକ୍କାଘର ଯୋଜନାରେ ଘର ଦେଉଛନ୍ତି। ହେଲେ ପ୍ରକୃତ ହିତାଧିକାରୀ ଚୟନ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରାଯାଉଛି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri