କନ୍ଧମାଳ

ଜି.ଉଦୟଗିରି ସହରର ମୁଖ୍ୟ ରାସ୍ତା ପାଲଟିଛି ମରଣଯନ୍ତା

ଜି.ଉଦୟଗିରି,୨୫।୪(ଡି.ଏନ.ଏ.): ପାନୀୟ ଜଳ ଯୋଗାଣ ବିଭାଗର ଖାମଖିଆଲ ନୀତି ଯୋଗୁ ଜି.ଉଦୟଗିରି ସହରର ମୁଖ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ପାନୀୟ ଜଳ ଯୋଗାଣ ପାଇଁ ସହରରେ ବିଛା ଯାଇଥିଲା ପାଇପ୍‌। ଏହାର କାମ ସରିଲାଣି। କିନ୍ତୁ ଖୋଳିଥିବା ରାସ୍ତାକୁ ମରାମତି କରିବାକୁ...

ମହମବତି ଆଲୋକରେ ଚାଲିଛି ପାଠପଢ଼ା

ଦାରିଙ୍ଗବାଡି,୨୪।୪ (ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ଠପ ହୋଇଯାଉଛି। ଆଉ...

ପୂର୍ବତନ ବିଧାୟକଙ୍କ ପରଲୋକ

ବାଲିଗୁଡ଼ା,୨୩ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ ଭାଜପା ବିଧାୟକ ସୁରେନ୍ଦ୍ର କହଁରଙ୍କ ଶନିବାର ପରଲୋକ ହୋଇଯାଇଛି। ଦେହାନ୍ତ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ସେ ଶିକ୍ଷକରୁ ଅବସର ଗ୍ରହଣ କରିବା ପରେ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡ଼ା...

ବିଦ୍ୟୁତ୍‌ ବିଭ୍ରାଟ: ଛାତ୍ରୀଛାତ୍ରଙ୍କ ପରୀକ୍ଷା ନିକଟ, ଚିନ୍ତାରେ ଅଭିଭାବକ

ଦାରିଙ୍ଗବାଡ଼ି,୨୨ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌କାଟକୁ ନେଇ ଜନ ଅସନ୍ତୋଷ ଦାନା ବାନ୍ଧୁଛି। ଦୀର୍ଘ ଘଣ୍ଟା ଧରି ବିଦ୍ୟୁତ ଅଚଳ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ଠପ୍‌ ହେଇଯାଉଛି।...

ସ୍କୁଲ ପିଲାଙ୍କ ଲାଗି ନଳକୂପ ସଜାଡ଼ିଲେ ସରପଞ୍ଚ

ଫୁଲବାଣୀ ଅଫିସ, ୧୭।୪: ସ୍କୁଲରେ ପାଣି ସମସ୍ୟା ଦୀର୍ଘ ଦୁଇ ବର୍ଷ ଧରି ଲାଗି ରହିଥିଲା। ଏବେ ଖରାଦିନ। ପାଣି ପାଇଁ ପିଲାମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଥିଲେ। ଖବର ପାଇ ସ୍ଥାନୀୟ ସରପଞ୍ଚ ଗଁାର କେତେଜଣ ଲୋକଙ୍କୁ ନେଇ ସ୍କୁଲରେ...

ମହୁଲ ଚୋରାଚାଲାଣ: ଗାଡ଼ି ଜବତ, ଜଣେ ଗିରଫ

ବାଲିଗୁଡ଼ା,୧୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ୫୨ ବସ୍ତା ମହୁଲ ଜବତ ହୋଇଛି। ଏହି ମହୁଲ ଚୋରାଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର ପାଇ ବୁଡାଗୁଡ଼ାରୁ ବାଲିଗୁଡ଼ାକୁ ଆସୁଥିବା ମହୁଲ ବୋଝେଇ ୪୦୭ ଗାଡ଼ି...

ଆଉ ୩ ଶିକ୍ଷକ ନିଲମ୍ବିତ

ଫୁଲବାଣୀ ଅଫିସ, ୧୪।୪: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ କେନ୍ଦ୍ରରେ ବେଆଇନ କାର୍ଯ୍ୟ କରିବା ଅଭିଯୋଗରେ ଜିଲାପାଳ ଡା.ବୃନ୍ଦା ଡି ଆଉ ୩ ଜଣ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ତୁମୁଡିବନ୍ଧ ବ୍ଲକର ପ୍ରଧାନଶିକ୍ଷକ କାଳୁଚରଣ ମହାରଣା, ଚକାପାଦ...

ନିର୍ବାଚନରେ ବେଆଇନ କାର୍ଯ୍ୟ: ୨ ଶିକ୍ଷକ ନିଲମ୍ବିତ

ଫୁଲବାଣୀ ଅଫିସ, ୧୧ା୪: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ କେନ୍ଦ୍ରରେ ବେଆଇନ କାର୍ଯ୍ୟ କରିବା ୨ ଶିକ୍ଷକଙ୍କୁ ମହଙ୍ଗା ପଡିଛି ା ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଡା.ବୃନ୍ଦା ଡି ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ...

ବିପଦରେ ବାଘ, ଏସ୍‌ଟିଏଫ୍‌ ଧରିଲାଣି ୨୭ ଛାଲ

ଭୁବନେଶ୍ୱର,(ବ୍ୟୁରୋ)/ଦାରିଙ୍ଗବାଡ଼ି/ବାଲିଗୁଡ଼ା, ୧୧।୪ (ଡି.ଏନ୍‌.ଏ): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ବେଧଡ଼କ ଚାଲିଛି। ଯେତେ ଚଢ଼ାଉ ହେଉଛି, ସେତେ ଧରାପଡୁଛି। ବିଶେଷକରି ବାଘ ବଂଶ ପ୍ରତି ବଡ଼ ବିପଦ ଦେଖାଦେଇଛି। ବନ୍ୟଜନ୍ତୁ ଶିକାରୀଙ୍କ ବିରୋଧରେ ସ୍ବତନ୍ତ୍ର ଅଭିଯାନ ଚଳାଇଥିବା...

ପ୍ରଦୀପ ମୁନି ବିଜେଡିରୁ ନିଲମ୍ବିତ

ଫୁଲବାଣୀ ଅଫିସ, ୯ା୪: ଫୁଲବାଣୀ ପୌର ପରିଷଦ ନିର୍ବାଚନରେ ଦଳ ବିରୋଧରେ କାମ କରିବା ଅଭିଯୋଗରେ କନ୍ଧମାଳ ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଦୀପ ମୁନିଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ(ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ...

ରାସ୍ତା ମଝିରେ ଖାଲଖମା

ବଲସକୁମ୍ପା,୭ା୪: ସରକାର ଗମନା ଗମନର ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ପିଚୁ ରାସ୍ତା ନିର୍ମାଣ କରୁଛନ୍ତି। ଯେଉଁ ସ୍ଥାନଗୁଡ଼ିକରେ ରାସ୍ତାରୁ ପିଚୁ ଉଠିଯାଇ ଖାଲଖମା ହୋଇଛି ତାହାକୁ ମରାମତି କରାଯାଉଛି। କିନ୍ତୁ କନ୍ଧମାଳ ଜିଲାରୁ ଭୁବନେଶ୍ୱରକୁ...

କାଳବୈଶାଖୀରେ ଗଛ ପଡ଼ି ତାର ଛିଣ୍ଡିଲା, ବିଦ୍ୟୁତ୍‌ ସେବା ବ୍ୟାହତ

ଦାରିଙ୍ଗବାଡ଼ି,୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ରାଇକିଆଠାରୁ ବାଡାବାଙ୍ଗା ମଧ୍ୟରେ ବଡ଼ବଡ଼ ଗଛ ଭାଙ୍ଗିବା ସହ ଗଛ ପଡ଼ି ଅନେକ ବିଦ୍ୟୁତାର ଛିଣ୍ଡିଥିବା ଦେଖିବାକୁ ମିଳିଛି। ସେହିପରି ଉକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri