କନ୍ଧମାଳ

ବିକ୍ରିବେଳେ ଉଦ୍ଧାର ହେଲା ବଜ୍ରକାପ୍ତା

ବାଲିଗୁଡ଼ା,୩୧ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ କୋଟଗଡ଼ ଅଭୟାରଣ୍ୟରୁ ଏକ ବିରଳ ବଜ୍ରକାପ୍ତାକୁ ଶିକାରୀମାନେ ଧରି ବିକ୍ରି ପାଇଁ ଚକ୍ରାନ୍ତ ଚଳାଇଥିବାବେଳେ କୋଟଗଡ଼ ବନବିଭାଗ ରେଞ୍ଜର ସୂର୍ଯ୍ୟକାନ୍ତ ବେହେରାଙ୍କ ନେତୃତ୍ୱରେ ଏକ ଟିମ୍‌ ଶ୍ରୀରାମପୁର ଜଙ୍ଗଲ ମାଦାଗୁଡ଼ାଠାରେ ବିକ୍ରି...

ଦାରିଙ୍ଗବାଡ଼ିରେ କୋହଲା ପାଗ

ଦାରିଙ୍ଗବାଡ଼ି,୨୬।୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ କୋହଲା ପାଗ ଯୋଗୁ ଦିନରେ ପ୍ରବଳ ଶୀତ ଅନୁଭତ ହେଉଛି। ରାତିରେ ତାପମାତ୍ରା ୧୦ଡିଗ୍ରୀ ଉପରେ ରହିଥିବାରୁ କିଛିମାତ୍ରାରେ ଶୀତ କମିଥିବା ବିଡିଓ ଗଦାଧର ପାତ୍ର ସୂଚନା ଦେଇଛନ୍ତି। ଏପରିକି ଶନିବାର ଏବଂ ରବିବାର...

ବଡ଼ଦିନ ପାଇଁ ଦାରିଙ୍ଗବାଡ଼ିରେ ସୁରକ୍ଷା କଡ଼ାକଡ଼ି

ଦାରିଙ୍ଗବାଡ଼,୨୪।୧୨(ଡି.ଏନ.ଏ): ବଡ଼ଦିନ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଚଳଚଞ୍ଚଳ ହୋଇପଡ଼ିଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ସମସ୍ତ ଚର୍ଚ୍ଚ, ପ୍ରାର୍ଥନା ଗୃହକୁ ଆଲୋକ ଏବଂ ବିଭିନ୍ନ ରଙ୍ଗବେରଙ୍ଗ ତ୍ୱରଣରେ ସଜ୍ଜିତ କରାଯାଇଛି। ଶୁକ୍ରବାର ସନ୍ଧ୍ୟାଠାରୁ ସମସ୍ତ ଚର୍ଚ୍ଚରେ ଯଜ୍ଞ...

ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି ରହିଛି। ମଙ୍ଗଳବାର ସକାଳ ୮ ସୁଦ୍ଧା ତାପମାତ୍ରା ୩.୫ ଡିଗ୍ରୀରେ ପହଞ୍ଚିଛି । ସୋମବାର ତାପମାତ୍ରା ୪ ଡିଗ୍ରୀ ରହିଥିଲା। ଦିନକୁ ଦିନ ପାରଦ ତଳକୁ ଖସୁଥିବା ଦାରିଙ୍ଗବାଡ଼ି ବିଡିଓ ଗଦାଧର...

ଦାରିଙ୍ଗବାଡ଼ିରେ ତାପମାତ୍ରା ୩.୫ ଡିଗ୍ରୀ: ଥରୁଛନ୍ତି ଲେକେ

ଦାରିଙ୍ଗବାଡ଼ି,୨୧।୧୨(ଡି.ଏନ୍‌.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ତୁଷାରପାତ ଅବ୍ୟାହତ ରହିବା ସହ ଶୀତ ଲହରୀ ଜାରି ରହିଛିା ମଙ୍ଗଳବାର ସକାଳ ସୁଦ୍ଧା ପାରଦ ତଳମୁହଁା ହୋଇ ୩.୫ ଡିଗ୍ରୀରେ ପହଞ୍ଚିଛି। ଯାହାକି ସୋମବାର ୪ ଡିଗ୍ରୀ ରହିଥିବା...

ସ୍ମୃତିରେ ୨୦୨୧

ହାତଗଣତି କେତୋଟି ଦିନ ପରେ ଶେଷ ହେବ ୨୦୨୧ ମସିହା । ନୂଆ ଆଶା, ଆକାଂକ୍ଷା, ଉନ୍ମାଦନା ଓ ସମ୍ଭାବନାକୁ ନେଇ ଆସିବ ନୂତନ ବର୍ଷ। ୨୦୨୧ ବର୍ଷକୁ ବିଦାୟ ସହ ନବବର୍ଷ ୨୦୨୨କୁ ସ୍ବାଗତ ପାଇଁ ଆରମ୍ଭ ହୋଇଗଲାଣି...

ଦାରିଙ୍ଗବାଡ଼ିରେ ତୁଷାରପାତ, ୪ ଡିଗ୍ରୀକୁ ଖସିଲା ତାପମାତ୍ରା

ଦାରିଙ୍ଗବାଡ଼ି,୨୦ା୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଅସହ୍ୟ ଶୀତ ଅନୁଭୂତ ହେବା ସହ ତୁଷାରପାତ ହୋଇଛି। ଏହା ଦେଖିବାକୁ ସ୍ଥାନୀୟ ଲୋକଙ୍କ ସମେତ ରାତ୍ରିଯାପନ କରିଥିବା ପର୍ଯ୍ୟଟକ ଭିଡ଼ ଜମାଇବା ସହ ଏହାର ମଜା ନେଇଛନ୍ତି। ଚଳିତ...

ଯୁବକଙ୍କୁ ହତ୍ୟା ଅଭିଯୋଗ: ପ୍ରତିବାଦରେ ବ୍ରାହ୍ମଣୀଗାଁ ବନ୍ଦ

ଦାରିଙ୍ଗବାଡ଼ି,୧୮ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁକୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାକୁ ନେଇ ପରିବାର ଲୋକେ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଥିଲେ ସୁଦ୍ଧା ପୋଲିସ କୌଣସି...

ଦାରିଙ୍ଗବାଡିରେ ଖସିଲା ପାରଦ

ଦାରିଙ୍ଗବାଡି,୧୬।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ସକାଳେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀକୁ ଖସିଆସିଛି। ଯାହାକି ଚଳିତ ବର୍ଷ ଦ୍ବିତୀୟ ଥର ପାଇଁ ସବୁଠାରୁ କମ୍‌ ତାପମାତ୍ରା ବୋଲି...

୧୫୫ ଏକର ଜମିରେ ଚାଷ କରିଥିଲେ ଗଞ୍ଜେଇ

ବାଲିଗୁଡ଼ା,୯ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ବେଆଇନ ଗଞ୍ଜେଇ ଚାଷ ନଷ୍ଟ କରାଯାଉଛି। ଏହି ପରିପ୍ରେକ୍ଷୀରେ ସିନ୍ଦ୍ରିଗାଁ ପଞ୍ଚାୟତର ସିନ୍ଦ୍ରିଗାଁ ଅଞ୍ଚଳ ଓ ବୁଡୁରୁକିଆ ଅଞ୍ଚଳରେ ପ୍ରାୟ ୧୫୫ ଏକର ଜଙ୍ଗଲ ଜମିରେ ହୋଇଥିବା...

୭ ଡିଗ୍ରୀକୁ ଖସିଲା

ଦାରିଙ୍ଗବାଡି,୨।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ତାପମାତ୍ରା ୭ ଡିଗ୍ରୀକୁ ଖସି ଆସିଛି। ଯାହାକି ଚଳିତ ବର୍ଷର ଏ ପର୍ଯ୍ୟନ୍ତ ସବୁଠାରୁ କମ୍‌ ତାପମାତ୍ରା ବୋଲି ବିଡିଓ...

ଶୀତରେ ଥରୁଛି ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୨ା୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ସକାଳୁ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀକୁ ପାରଦ ଖସିଆସିଛି। ଯାହାକି ଚଳିତବର୍ଷର ସବୁଠାରୁ କମ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri