ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ପୋଲିସ ଗାଡ଼ି ଦେଖି ମାରୁଥିଲେ ଫେରାର, ଆଉ ତା’ ପରେ…
ଦାରିଙ୍ଗବାଡ଼ି,୨୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଏକ ଜୁଆଆଡ୍ଡାରେ ଚଢ଼ାଉ କରାଯାଇଛି। ଏଥିରେ ସମ୍ପୃକ୍ତ ୧୩ ଜଣଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ନଗଦ ୫୬ ହଜାର ୧୯୦ ଟଙ୍କା ସହ ୧୨ଟି ମୋଟରସାଇକଲ ଜବତ...
ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…
ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସ୍ବାମୀ। କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା...
କାର୍ଯ୍ୟରେ ଯୋଗ ଦେବା ପରେ, ତଦାରଖ କଲେ ବିଡିଓ
ଦାରିଙ୍ଗବାଡି,୨୬।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବଡିଓ ଭାବେ ପ୍ରୀତିରଞ୍ଜନ ରଥ ଶୁକ୍ରବାର ବିଳମ୍ବିତ ରାତିରେ କାର୍ଯ୍ୟରେ ଯୋଗଦେଇଥିଲେ। ପରେ ଶନିବାର ସେ ଦାରିଙ୍ଗବାଡି କଫି ବଗିଚା ସମେତ କଫି କାଫେ, ଡୁଲୁରୀ ପାଇନ ବଣ ବୁଲି ଦେଖିଛନ୍ତି।...
ଦାରିଙ୍ଗବାଡିରେ ଯୋଗ ଦେଲେ ନୂତନ ବିଡିଓ ପ୍ରୀତିରଞ୍ଜନ ରଥ
ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର ଜିଲାର ଉମରକୋଟ ବ୍ଲକରେ ବିଡିିଓ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ କାର୍ଯ୍ୟନିର୍ବାହୀ...
ପୋଲ ତଳକୁ ଖସିପଡ଼ିଲା ହାଇୱା
ଦାରିଙ୍ଗବାଡି,୨୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ଅଞ୍ଚଳରେ ଏକ ପଥର ବୋଝେଇ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଚାଳକ ଗୁରୁତର ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ରାଇକିଆ ଅଞ୍ଚଳରୁ ସିମନବାଡି...
ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ
ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ ଭେଟିଛି, ଅତି ସୁନ୍ଦର ପରିବେଶ ମଧ୍ୟରେ ଲୋକ ବସବାସ କରନ୍ତି। ଦାରିଙ୍ଗବାଡି ବାସିନ୍ଦାଙ୍କ...
ସୁରକ୍ଷା କର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ମାଓବାଦୀ ନିହତ
ବାଲିଗୁଡା,୨୫।୧୦ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତର ସେସାର ଗାଁ -ଅଡାଙ୍ଗି ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ରହିଥିବା ଗୋଇନ୍ଦା ସୂଚନା ମୁତାବକ, ଶୁକ୍ରବାର ସକାଳୁ ଏସଓଜି ଏବଂ ଡିଏଭିଏଫ ସୁରକ୍ଷା ଯବାନ କୁମ୍ବିଂ...
ଲୋକାର୍ପିତ ଅପେକ୍ଷାରେ ଡୁଲୁରୀ ପାଇନ୍ ବଣ: ସେଲ୍ଫି ପଏଣ୍ଟ ହେବ ମୁଖ୍ୟ ଆକର୍ଷଣ
ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ)-ଆସିଲା ପର୍ଯ୍ୟଟନ ଋତୁ । ଧୀରେ ଧୀରେ ଜଳବାୟୁର ପରିବର୍ତ୍ତନ ହେବାରେ ଲାଗିଛି । ବାତ୍ୟା ପାଇଁ ପାଗ ମେଘୁଆ ରହିବା ସହ ଦିନ ଓ ରାତିରେ ଶୀତ ଅନୁଭୁତ ହେଉଛି। ସର୍ବନିମ୍ନ ତାପମାତ୍ରାରେ ହ୍ରାସ...
କନ୍ଧମାଳରେ ଏନ୍କାଉଣ୍ଟର: ମାଓବାଦୀ ନିହତ
ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, ବୁଦାନାଇ ଜଙ୍ଗଲରେ ମାଓବାଦୀମାନେ ଲୁଚି...
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ପଥର ବୋଝେଇ ହାଇଓ୍ବା
ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ଅଞ୍ଚଳରେ ଗୁରୁବାର ପଥର ବୋଝେଇ ହାଇଓ୍ବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଜଣେ ରହିଥିବାବେଳେ ସେ ଆହତ ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ...
ଏହି ଗାଁରେ ପହଞ୍ଚି ତାଜୁବ ହେଲେ ବ୍ଲକ ଅଧ୍ୟକ୍ଷ: ଶୁଣିଲେ ଅଭିଯୋଗ
ଦାରିଙ୍ଗବାଡି, ୨୪ା୧୦(ଅରୁଣ ସାହୁ )-ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ କନ୍ଧମାଳ ଜିଲାର ଦାରିଙ୍ଗିବାଡି ବ୍ଲକରେ ଏପରି ଗ୍ରାମ ଅଛି ଯେଉଁଠି ଲୋକେ ଏଯାଏ ମୌଳିକ ସୁବିଧା ସୁଯୋଗ ପାଇନାହାନ୍ତି। ସେଠାରେ ପ୍ରଶାସନ ପହଞ୍ଚତ୍ପାରିନି। ଏହି ଗ୍ରାମଟି ହେଲା ଶିର୍କାବର୍ଗ...
ଖେଳୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି; ୩ ବର୍ଷର ଶିଶୁଙ୍କ ମୃତ୍ୟୁ ପରେ ଥାନାରେ ଅଭିଯୋଗ କଲେ ପରିବାର
ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଥାନା ଟେକାବାଡି ଅଞ୍ଚଳର ଆପିନ ପ୍ରଧାନଙ୍କ ୩ ବର୍ଷର ପୁଅ ଲିଭିଷ୍ଟାନ।...
Archives


