କୁଡୁତୁଲି ସରପଞ୍ଚଙ୍କୁ ଆକ୍ରମଣ, ୨ ଭାଇ ଗିରଫ
କ.ନୂଆଗାଁ ୨୨ା୯(ଡି.ଏନ୍.ଏ.): କ.ନୂଆଗାଁ ବ୍ଲକ ଅନ୍ତର୍ଗତ କୁଡୁତୁଲି ସରପଞ୍ଚ ଶ୍ରୀ ଚୈତନ୍ୟ ମଲ୍ଲିକଙ୍କୁ ଆକ୍ରମଣ ଅଭିଯୋଗରେ ସ୍ଥାନୀୟ ଥାନା ପୋଲିସ ୨ଜଣଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଗୁରୁବାରିଆ ଦିଗାଳ ଓ ତାଙ୍କ ଭାଇ ବିନାଶ। ବୁଧବାର...