କନ୍ଧମାଳ

ବିଷ ପିଇ ଦେଲେ ଦମ୍ପତି

ଫୁଲବାଣୀ,୩୦ା୫(ରାକେଶ କୁମାର ରାଉତ): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଫରିଙ୍ଗିଆ ବ୍ଲକରେ। ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାପରେ ଉଭୟେ ବିଷ ପିଇ ଦେଇଛନ୍ତି  । ଏଥିରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ମେଡିକାଲରେ ମୃତ୍ୟୁ...

ଇଭିଏମ୍‌ରେ ସିଲ୍‌ ପ୍ରାର୍ଥୀଙ୍କ ଭାଗ୍ୟ, ଅଙ୍କକଷାରେ ଲାଗିଛନ୍ତି ଦଳୟୀ କର୍ମୀ

ରାଇକିଆ,୩୦।୫(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଜି ଉଦୟଗିରି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଶେଷ ହୋଇଯାଇଛି। ଏବେ ଜୁନ ୪ ତାରିଖ ଫଳାଫଳକୁ ଅପେକ୍ଷା । ଏହାକୁ ନେଇ ଚା’ ଖଟିରେ ମଧ୍ୟ ଚର୍ଚ୍ଚା ଜୋର୍‌ ଧରିଛି । କେଉଁ ଦଳର...

ଅସହ୍ୟ ଗୁଳୁଗୁଳି, ଚିନ୍ତା ବଢ଼ାଉଛି ବିଦ୍ୟୁତ୍‌କାଟ୍‌ ସମସ୍ୟା

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ପ୍ରଚଣ୍ଡ ଖରା ସହ ଗରମ ବୃଦ୍ଧି ପାଇଛି। ବୁଧବାର ଦାରିଙ୍ଗବାଡ଼ିରେ ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଆର୍ଦ୍ରତା ୯୦ ପ୍ରତିଶତ ରହିଥିଲା। ତେବେ ବିଳମ୍ବିତ ରାତି ତଥା ଗୁରୁବାର ଭୋର୍‌ ପର୍ଯ୍ୟନ୍ତ...

ରାଇକିଆରେ ଅସହ୍ୟ ଗ୍ରୀଷ୍ମପ୍ରବାହ, ଚିନ୍ତା ବଢ଼ାଉଛି ବିଦ୍ୟୁତ ସମସ୍ୟା

ରାଇକିଆ,୩୦।୫( ପ୍ରଦୀପ ବେହେରା): ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗରମ ଓ ଗୁଳଗୁଳି ଅନୁଭୂତ ହେଉଛି। ଏହାର ପ୍ରଭାବ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ମଧ୍ୟ ଦେଖିବାକୁ ମିଳୁଛି। ଏସବୁ ମଧ୍ୟରେ କ୍ରମାଗତ ବିଦ୍ୟୁତ...

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୯ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରଚଣ୍ଡ ଖରା ହେବା ସହ ଆର୍ଦ୍ରତା ବୃଦ୍ଧି ଯୋଗୁ ଅସହ୍ୟ ଗରମ ଗୁଳୁଗୁଳି ବୃଦ୍ଧି ପାଇଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଠାରେ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଥିବା ଜଣାପଡ଼ିଛି।...

ବୁଲାଣି ରାସ୍ତାରେ ଓଲଟି ପଡିଲା ବସ୍‌: ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

ଫୁଲବାଣୀ/ଫିରିଙ୍ଗିଆ,୨୮ା୫(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ) -କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କାଳିଆ ସାହି ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ସନ୍ଧ୍ୟାରେ ‘ସାଲୁଙ୍କି’ ନାମକ ଘରୋଇ ବସ ଓଲଟି ପଡ଼ିଛି। ଏଥିରେ କଣ୍ଡକ୍ଟରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଥିବା...

ସଫେଇ ଆଳରେ କରୁଥିଲେ ସୁନା ଲୁଟ, ଧରା ପଡିବା ପରେ ଦୟା ଦେଖାଇଲେ ସୁନା ମାଲିକ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ସୁନା ସଫେଇ କରିଦେବି-ମଙ୍ଗଳସୂତ୍ର ଗୁନ୍ଥିଦେବା ବାହାନା କରି ସୁନା ଲୁଟ କରୁଥିଲେ ୪ ମହିଳା। ତେବେ ଗ୍ରାମବାସୀ ସେମାନଙ୍କୁ କାବୁ କରି ପୋଲିସା ଜିମା ଦେଇଛନ୍ତି।...

ସ୍ବୟାସ ସାମଲ ମାଟ୍ରିକ ଜିଲା ଟପ୍ପର

ଜି ଉଦୟଗିରି,୨୭।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ହବାକ ହାଇସ୍କୁଲର ଛାତ୍ର ସ୍ବୟାସ ସାମଲ ଚଳିତ ମାଟ୍ରିକ ପରୀକ୍ଷାରେ ସମୁଦାୟ ୬୦୦ ମାର୍କରୁ ୫୫୮ ନମ୍ବର (ଶତକଡା ୯୩% ମାର୍କ) ରଖି ଜିଲାରେ ଟପ୍ପର ହୋଇଛନ୍ତି। ସ୍ବୟାସ ଜି ଉଦୟଗିରି ନିକଟସ୍ଥ...

ଶାଗୁଆନ କାଠଗଣ୍ଡି ଚୋରାଚାଲାଣ ବେଳେ ୮ ମାଫିଆ ଗିରଫ

ଦାରିଙ୍ଗବାଡ଼ି,୨୭ା୫(ଅରୁଣ ସାହୁ): କିଛିଦିନ ଧରି ଜଙ୍ଗଲରେ ଆତଙ୍କ ସୃଷ୍ଟି କରିବା ସହ ଜଙ୍ଗଲ କାଟି କନ୍ଧମାଳ ଜିଲାରୁ ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଅଞ୍ଚଳକୁ ଚୋରାଚାଲାଣ କରାଯାଉଥିଲା ଏହି ଖବର ବ୍ରାହ୍ମଣୀଗାଁ ବନାଞ୍ଚଳ ନିକଟରେ ପହଞ୍ଚିବା ପରେ ବିଭାଗ ପକ୍ଷରୁ...

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌ ହାର ୯୬.୦୭ ପ୍ରତିଶତ ରହିଥିବା ବେଳେ ସମଗ୍ର କନ୍ଧମାଳ ଜିଲାରେ ୯୬.୬% ରହିଛି।...

ଝାମ୍ପି ନେଇଗଲେ ୧୦ କେଜି ରୂପା

ବାଲିଗୁଡ଼ା,୨୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ପାଟଖଣ୍ଡା ସାହିରେ ରୂପା ବ୍ୟବସାୟୀଙ୍କଠାରୁ କେତେଜଣ ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପାଟଖଣ୍ଡା ସାହିର ପୁରୁଖା...

ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନରେ ଅଘଟଣ

ଖଜୁରୀପଡ଼ା ୨୩।୫( ବିଦୁର ବେହେରା): ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନ ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖଜୁରୀପଡ଼ା ଥାନା ଅନ୍ତର୍ଗତ ଟିଟ୍ରା ପଙ୍ଗା ପଞ୍ଚାୟତ ଭୁକ୍ତାକନାଲି ଗ୍ରାମରେ ଏହି ଘଟଣା ଘଟିଛି। ଗାଁରେ ଧୁମଧାମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri