କନ୍ଧମାଳ

ସାଇକେଲରେ ନୟାଗଡରୁ କଳାହାଣ୍ଡି ଫେରୁଛନ୍ତି ୩ ଯୁବକ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ କଳାହାଣ୍ଡିର ୩ ଯୁବକ ନୟାଗଡରେ ଫସି ରହିଥିଲେ। ନୟାଗଡ଼ର କୌଣସି ଏକ ୱେଲଡିଂ ଦୋକାନରେ ଶ୍ରମିକ ଭାବେ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ କାମ ବନ୍ଦ ପରେ ମାଲିକମାନେ ତାଙ୍କୁ ଆଉ ପାରିଶ୍ରମିକ ଦେଇ ନ...

ଚାଲି ଚାଲି ଫେରୁଥିବା ୮ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ଚାଲି ଚାଲି ଯାଉଥିବା ୮ ଜଣ ପ୍ରବାସୀ ଓଡ଼ିଆଙ୍କୁ ଉଦ୍ଧାର କରିଛି। ଲକ୍‌ଡାଉନ୍‌ ଯୋଗୁ ସେମାନେ ଔରଙ୍ଗାବାଦ ସମେତ ତେଲଙ୍ଗାନା, ଛତିଶଗଡ଼ ଆଦି ଅଞ୍ଚଳରେ ଫସିରହିଥିବା ବେଳେ ଗଞ୍ଜାମ ଫେରୁଥିବା ସ୍ଥାନୀୟ ତହସିଲଦାର ନୀତୀଶ...

ଦାରିଙ୍ଗବାଡ଼ିକୁ ଫେରିଲେ ୨୯ ପ୍ରବାସୀ: ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ବୁଧବାର ବିଳମ୍ବିତ ରାତିରେ ୨୯ ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ସ୍ଥାନୀୟ ବିଡିଓ ଡ.ଜଗଦିଶ ଷଡ଼ଙ୍ଗୀ, ତହସିଲଦାର ନିତିଶ କୁମାର ତ୍ରିପାଠୀ, ଆଇଆଇସି କୌଶିକ ମାଝୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଆମ୍ବେଦକର ମହାବିଦ୍ୟାଳୟର ଛାତ୍ରାବାସରେ...

ବିନା ଗୋଡ଼ରେ ଜନ୍ମନେଲା ଶିଶୁପୁତ୍ର

ବାଲିଗୁଡ଼ା,୧୪ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁଡ୍ରା ପଞ୍ଚାୟତର ଟିକରବାଜୁ ଗ୍ରାମର ସାନନ୍ତି ମଲ୍ଲିକ ସନ୍ତାନ ପ୍ରସବ ନିମନ୍ତେ ଭର୍ତ୍ତି ହୋଇଥିଲେ। ତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଛି। ପୁଅଟିଏ ଦେଖିବାକୁ ଖୁବ୍‌ ସୁନ୍ଦର୍‌...

ତେଲେଙ୍ଗାନାରୁ ଆସି ଭୁବନେଶ୍ୱରରେ ଫସିଛନ୍ତି କନ୍ଧମାଳ ଶ୍ରମିକ

ଫୁଲବାଣୀ ଅଫିସ, ୧୪।୫- କନ୍ଧମାଳ ଜିଲା ଫୁଲବାଣୀ ଜିରିଙ୍ଗିପଡା ଅଞ୍ଚଳର ୪ ଯୁବକ ତେଲେଙ୍ଗାନାର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ କମ୍ପାନୀ ବନ୍ଦ ପରେ ସେଠାରେ ଫସି ରହିଥିଲେ। ୩ ଦିନ ତଳେ ଶ୍ରମିକ ସ୍ବତନ୍ତ୍ର...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିପାରିବେ ଗର୍ଭବତୀ, ଶିଶୁ ଓ ବୃଦ୍ଧାବୃଦ୍ଧ

ଫୁଲବାଣୀ ଅଫିସ, ୧୪ା୫- ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ଲୋକମାନଙ୍କ ମଧ୍ୟରୁ ଗର୍ଭବତୀ, ପ୍ରସୂତି, ୬୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗ ଓ ୫ ବର୍ଷରୁ କମ୍‌ ଶିଶୁ ଯେଉଁମାନଙ୍କର ସ୍ବାବ ନମୂନା ନେଗେଟିଭ ଆସିବ ସେମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ କ୍ୱାରାଣ୍ଟାଇନ୍‌ରେ ରହିପାରିବେ।...

ନାଳରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୋଲିସ

ଦାରିଙ୍ଗବାଡ଼ି,୧୩ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ପଞ୍ଚାୟତ ନେଡିପାଙ୍ଗା ଗ୍ରାମର କାଡ଼ଗି ନାଳରେ ଏକ ନବଜାତ ଶିଶୁପୁତ୍ରର ମୃତଦେହକୁ ବାଲିଗୁଡ଼ା ପୋଲିସ ଉଦ୍ଧାର କରିଛି। ଉଦ୍ଧାର ଶିଶୁର ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ସକାଳୁ ବ୍ୟବଚ୍ଛେଦ କରାଯାଇଛି। ଏନେଇ...

ମହାରାଷ୍ଟ୍ରରୁ ଆସିଲା ଓଡ଼ିଆ ଶ୍ରମିକଙ୍କ ମୃତଦେହ

ଖଜୁରିପଡା,୧୨।୫(ଡି.ଏନ.ଏ.): କନ୍ଧମାଳ ଜିଲା ଖଜୁରିପଡା ଥାନା ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଡ଼ି ଗ୍ରାମର ବିନାୟକ କହଁରଙ୍କର ମହାରାଷ୍ଟ୍ରରେ ମୃତ୍ୟୁ ଘଟିିଥିଲା। ସୋମବାର ତାଙ୍କ ମୃତଦେହ ଗଁାକୁ ଆସିବା ସଂସ୍କାର କରାଯାଇଛି। ବିନାୟକ ୨ ଦୁଇବର୍ଷ ହେଲା ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ...

ଚାକିରି ସ୍ଥାୟୀତ୍ୱ କହି ଆଉଟସୋର୍ସିଂ ସଂସ୍ଥା ଲୁଟିଲା

ଫୁଲବାଣୀ ଅଫିସ, ୧୨ା୫- କରୋନାକୁ ପ୍ରତିହତ କରିବା ଲାଗି ସରକାର ବହୁବିଧ ପଦକ୍ଷେପ ନେଉଛନ୍ତି। କନ୍ଧମାଳ ଜିଲା ମେଡିକାଲରେ କର୍ମଚାରୀ ଅଭାବକୁ ଦୃଷ୍ଟିରେ ରଖି କେବଳ କୋଭିଡ-୧୯ ମୁକାବିଲା ପାଇଁ ଏଏନ୍‌ଏମ୍‌ ଏବଂ ଜିଏନ୍‌ଏମ୍‌ ତାଲିମଧାରୀଙ୍କୁ ଆଉଟ ସୋର୍ସିଂ ସଂସ୍ଥା...

ଗଞ୍ଜାମ-କନ୍ଧମାଳ ସୀମାରେ ସୁରକ୍ଷା କଡ଼ାକଡ଼ି: ପାସ୍‌ ଦେଖାଇଲେ ଗଡ଼ିବ ଭାରିଯାନ

ଦାରିଙ୍ଗବାଡ଼ି,୧୧।୫(ଡି.ଏନ.ଏ)-କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ କନ୍ଧମାଳ-ଗଞ୍ଜାମ ସୀମାକୁ ପୂର୍ବରୁ ସିଲ କରି ଦିଆଯାଇଛି। ତେବେ ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ପରେ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସୋମବାର ସୀମାନ୍ତରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।...

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ବୁଲିଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି/କ.ନୂଆଗାଁ,୧୧।୫(ଡି.ଏନ.ଏ)- ବାଲିଗୁଡ଼ା ଏସଡିପିଓ ମାନସ ରଞ୍ଜନ ବାରିକ ସୋମବାର କ.ନୂଆଗାଁ ବ୍ଲକର ସାଇନପଡ଼ା ସମେତ କୁଡ଼ୁତୁଲି ଏବଂ ତୁମୁଡ଼ିବନ୍ଧ ବ୍ଲକର ସିର୍ଲା ଆଦି ଅଞ୍ଚଳ ପରିଦର୍ଶନ କରିଛନ୍ତି। ସେ ଏହି ସବୁ ଅଞ୍ଚଳରେ କୋଭିଡ-୧୯ ପାଇଁ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟର...

ଜିଲା ବାହାର ଶ୍ରମିକଙ୍କୁ ନେଇ ଠିକାସଂସ୍ଥାରେ ଉତ୍ତେଜନା

ଦାରିଙ୍ଗବାଡ଼ି,୧୧।୫(ଡି.ଏନ.ଏ)- ସରକାର ଗ୍ରୀନ୍‌ଜୋନ୍‌ରେ ଚାଷକାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାମ ସାମାଜିକ ଦୂରତା ରଖି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକ ଠିକାସଂସ୍ଥାରେ ଜିଲା ବାହାର ଶ୍ରମିକ କାମ କରୁଥିବା ନେଇ ରବିବାର ଉତ୍ତେଜନା ପ୍ରକାଶ ପାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri