କନ୍ଧମାଳ

ପିତାବଳୀଙ୍କ ବାର୍ଷିକ ଯାତ୍ରା ବନ୍ଦ

ଶଙ୍କରାଖୋଲ,୩୦ା୪(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ଶଙ୍କରାଖୋଲସ୍ଥିତ ଗ୍ରାମଦେବତୀ ମା’ ପିତାବଳୀଙ୍କର ବାର୍ଷିକ ଯାତ୍ରା ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ଗୁରୁବାର ଅନୁଷ୍ଠିତ ହୋଇଥାଏ। କରୋନା ପାଇଁ ଚଳିତ ବର୍ଷ ଏହା ବନ୍ଦ କରାଯାଇଛି। ଏହିଦିନ ଗ୍ରାମବାସୀ ନୂଆବସ୍ତ୍ର ପରିଧାନ କରିବାସହ ଘରେ ଘରେ...

ଶ୍ରମିକଙ୍କ ପାଇଁ ମାସ୍କ ଯୋଗାଇଲେ ଏସ୍‌ଏଚ୍‌ଜି ମହିଳା

ରାଇକିଆ,୩୦ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ସତ୍ତ୍ବେ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଶ୍ରମିକମାନେ କାମ କରିବା ପାଇଁ କଟକଣା କୋହଳ କରାଯାଇଛି। କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ କାମ ମଧ୍ୟ ଆରମ୍ଭ ହୋଇଛି। ଏହିସବୁ କାମରେ ନିୟୋଜିତ ଶ୍ରମିକଙ୍କ ପାଇଁ ସହାୟତାର ହାତ ବଢାଇଛନ୍ତି...

ଫୁଲବାଣୀ ପୂର୍ବତନ ବିଧାୟକଙ୍କ ଗାଡ଼ିକୁ ଗୁଳିମାଡ଼

ଫୁଲବାଣୀ ଅଫିସ, ୩୦ା୪- କନ୍ଧମାଳ ଜିଲା ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଏକ ବୋଲେରୋ ଗାଡିକୁ କେହି ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି । ଗାଡିରେ କେହି ନ ଥିବା ବେଳେ ଏଭଳି କାଣ୍ଡ ଦୁର୍ବୃତ୍ତ ଜଣକ ଭିଆଇଛନ୍ତି। ପୂର୍ବ...

ବି.ଡକେବାଡ଼ିରେ ଜ୍ୱର, ଝାଡ଼ା ଘଟଣା: ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ଦାବି କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୩୦ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ୧୦ ଦିନ ହେବ ୨୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଜ୍ୱର ହେବା ସହ ପତଳା ଝାଡ଼ା ଲାଗି ରହିଛି। ଡାକ୍ତରୀ ଦଳ ଚିକିତ୍ସା ପାଇଁ ଯାଇଥିଲେ ମଧ୍ୟ ସମସ୍ତ ରୋଗୀଙ୍କ ଘରେ...

ହେଡ୍‌କ୍ୱାର୍ଟର ଛାଡିବା ମହଙ୍ଗା ପଡିଲା, ୮୭ ଶିକ୍ଷକଙ୍କୁ କାରଣଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୩୦।୪(ଡି.ଏନ.ଏ)- କରୋନା ପାଇଁ ଲକ୍‌ଡାଉନ ଘୋଷଣା ପରେ ବିଦ୍ୟାଳୟ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ହେଡ୍‌କ୍ୱାର୍ଟର ଛାଡି ନ ଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିଲା। ତେବେ ଦାରିଙ୍ଗବାଡିର ଶତାଧିକ ଶିକ୍ଷୟିତ୍ରୀ ଶିକ୍ଷକ ଘରକୁ ପଳାଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭...

ବି.ଡକେବାଡ଼ିରେ ଜ୍ୱର,ଝାଡ଼ାବାନ୍ତି: ୨୦ରୁ ଉର୍ଦ୍ଧ୍ୱ ପରିବାର ଆକ୍ରାନ୍ତ, କୋଭିଡ-୧୯ ପରୀକ୍ଷା କରାଯିବ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ଗତ ୧୦ ଦିନ ହେଲା ୨୦ରୁ ଉର୍ଦ୍ଧ୍ୱ ପରିବାରର ଲୋକଙ୍କୁ ଜ୍ୱର ଲାଗିରହିଛି। ଏବେ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଦୁଇଦିନ ହେଲା ଝାଡ଼ା ମଧ୍ୟ ହେଉଛି। ଡାକ୍ତରୀଦଳ ସୋମବାର ଉକ୍ତ ଗ୍ରାମକୁ ଯାଇ...

କୋଭିଡ୍‌ ନିୟମ ଉଲ୍ଲଘଂନ, ସିଲ୍‌ ହେଲା ଦୋକାନ

ଶଙ୍କରାଖୋଲ,୨୯ା୪(ଡି.ଏନ୍‌.ଏ)- ଚକାପାଦ ବ୍ଲକ ଶଙ୍କରାଖୋଲଠାରେ ବୁଧବାର ସକାଳେ ସାମାଜିକ ଦୂରତା ରକ୍ଷା ନକରିବା ଅଭିଯୋଗରେ ଏକ ଦୋକାନକୁ ସିଲ୍‌ କରାଯାଇଛି। ଏସ୍‌ପି ପ୍ରତୀକ ସିଂ ପରିଦର୍ଶନ କରିବା ପରେ ତାଙ୍କ ନିର୍ଦ୍ଦେଶକ୍ରମେ ଚକାପାଦ ତହସିଲଦାର ତଥା ମାଜିଷ୍ଟ୍ରେଟ ପ୍ରଣତୀ ପ୍ରିୟଦର୍ଶିନୀ...

ବ୍ଲକ ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

ଦାରିଙ୍ଗବାଡ଼ି,୨୯ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦକୁ କୋର୍ଟ ରଦ୍ଦ କରିବା ପରେ ବୁଧବାର ଉପାଧ୍ୟକ୍ଷ ରମାକାନ୍ତ ବଳିଆର ସିଂ ବ୍ଲକ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ା ସେ କନ୍ଧମାଳ ଜିଲାପାଳ ବୃନ୍ଦା...

କୋଭିଡ୍‌ ଫଣ୍ଡକୁ ୧୦ହଜାର ଦେଲେ ବ୍ଲକ ଅଧ୍ୟକ୍ଷ

ଖଜୁରିପଡ଼ା/ବଲସକୁମ୍ପା,୨୮ା୪(ଡି.ଏନ.ଏ.)- କରୋନା ମହାମାରୀର ମୁକାବିଲା ପାଇଁ ଖଜୁରିପଡ଼ା ବ୍ଲକ ଅଧ୍ୟକ୍ଷ ବିରେନ୍ଦ୍ର କୁମାର କହଁର ୧୦ ହଜାର ଟଙ୍କା କୋଭିଡ୍‌ ଫଣ୍ଡକୁ ଦାନ କରିଛନ୍ତି। ସେ ସୋମବାର କନ୍ଧମାଳ ଜିଲାପାଳ ଡ଼. ବୃନ୍ଦା ଡ଼ିଙ୍କୁ ସାକ୍ଷାତ କରି ଏହା ପ୍ରଦାନ...

ଅସହାୟଙ୍କୁ ନିଜ ଖାଦ୍ୟ ଦେଲେ କନେଷ୍ଟବଳ

ବାଲିଗୁଡା,୨୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ ପରେ ବହୁ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକେ ଘରେ ରହିଥିବାବେଳେ ପୋଲିସ କର୍ମଚାରୀ ସେମାନଙ୍କ କାର୍ଯ୍ୟ ଜାରି ରଖି କୋଭିଡ୍‌ ଯୋଦ୍ଧା ପାଲଟିଛନ୍ତି। କର୍ତ୍ତବ୍ୟରତ କନେଷ୍ଟବଳ ଏପରି ସମୟରେ...

ମାସ୍କ ବ୍ୟବସାୟୀ ଦେଲେ ଜରିମାନା

ଦାରିଙ୍ଗବାଡ଼ି,୨୮।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମାସ୍କ ପିନ୍ଧି ନ ଥିବା ମୋଟ ୧୧ ଜଣଙ୍କ ଠାରୁ ୨୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ସେମାନଙ୍କ ମଧ୍ୟରେ ବଜାରରେ ମାସ୍କ ବିକ୍ରି କରୁଥିବା ଜଣେ ବ୍ୟବସାୟୀ ରହିଛନ୍ତି। ସେ ମାସ୍କ...

ବୁଡାଗୁଡାରେ ଆଉ ୯ ଝାଡାବାନ୍ତିରେ ଆକ୍ରାନ୍ତ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବୁଡାଗୁଡ଼ା ପଞ୍ଚାୟତ ଅଞ୍ଚଳର କଡ଼ଗାବାଲି ଏବଂ ପଡ଼ିକିଆରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୨ଜଣଙ୍କୁ ବୁଡାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ସେମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri