‘କୃଷକଙ୍କ ଅଧିକାର ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ ସର୍ଦ୍ଦାର ପଟେଲ’
ଜି.ଉଦୟଗିରି,୩୧।୧୦(ଚିନ୍ମୟ କୁମାର ସେଠୀ): ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଗଣ ଦୌଡ଼ ଆୟୋଜନ କରାଯାଇଥିଲା। ଆଇଆଇସି ବିଜୟ କୁମାର ସ୍ବାଇଁଙ୍କ ନେତୃତ୍ୱରେ ଅୟୋଜିତ ଏହି...
ଫୁଲବାଣୀ ଜେଲରେ ମାଷ୍ଟରମାଇଣ୍ଡ ପିଣ୍ଟୁ ଦାସ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ଫୁଲବାଣୀ,୩୧।୧୦(ରାକେଶ କୁମାର ରାଉତ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଶିବଶଙ୍କର ଦାସ ଓରଫ ପିଣ୍ଟୁ ଦାସଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ମଧ୍ୟରେ ଫୁଲବାଣୀ ସର୍କଲ ଜେଲକୁ ଅଣାଯାଇଛି। ବ୍ରହ୍ମପୁର ଜେଲରେ ପିଣ୍ଟୁ ନିଜକୁ...
ବେଆଇନ ଭାବେ ଗଚ୍ଛିତ ଗ୍ୟାସ ସିଲିଣ୍ଡର ଜବତ
ରାଇକିଆ,୩୧ା୧୦(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅଫିସ ନିକଟରେ ଦୁଇଟି ଘରେ ବେଆଇନ ଭାବେ ଗଚ୍ଛିତ ଥିବା ୬୦ ଗ୍ୟାସ ସିଲିଣ୍ଡର୍କୁ ଯୋଗାଣ ବିଭାଗ ତରଫରୁ ଜବତ କରାଯାଇଛି। କୌଣସି ସୂତ୍ରରୁ ଖବରପାଇ ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ...
ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ କନ୍ଧମାଳ ସୁରକ୍ଷା ଅଭିଯାନ
ଦାରିଙ୍ଗବାଡି, ୩୦।୧୦ (ଅରୁଣ ସାହୁ): କନ୍ଧମାଳ ସୁରକ୍ଷା ଅଭିଯାନ ପକ୍ଷରୁ ୧୨ଦଫା ଦାବି ନେଇ ଶୁକ୍ରବାର କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବାପାଇଁ ନିଷ୍ପତି ହୋଇଥିବା ଅଭିଯାନର ଆବାହକ ପ୍ରତାପ ପ୍ରଧାନ ନିଷ୍ପତି ଗ୍ରହଣ କରିଥିବା ଜଣାପଡିଛି। ସେହି...
ପିନ୍କଣ୍ଟା ଗିଳି ଛାତ୍ରଙ୍କ ଜୀବନ ଗଲା, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରି ବାପା କହିଲେ…
ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲାରେ ବହୁ ଚର୍ଚ୍ଚିତ ପିନ ଗିଳି ସପ୍ତମଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ପରିବାର ପକ୍ଷରୁ ଦାରିଙ୍ଗବାଡ଼ି ଥାନାରେ ଗୁରୁବାର ଅପରାହ୍ନରେ ଲିଖିତ ଅଭିଯୋଗ ହୋଇଛି। ତାଙ୍କ ପୁଅ ମୃତ୍ୟୁ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷୟିତ୍ରୀ/ଶିକ୍ଷକ...
ଦାରିଙ୍ଗବାଡ଼ିକୁ ଛୁଟୁଛି ପର୍ଯ୍ୟଟକଙ୍କ ସୁଅ, କୋହଲା ପାଗରେ ବୁଲି ନେଉଛନ୍ତି ମଜା
ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): ଆସିଲା ପର୍ଯ୍ୟଟନ ଋତୁ। ଧିରେ ଧିରେ ପାହାନ୍ତିଆରେ ଶୀତ ପଡ଼ିବା ସହ କାକର ପଡୁଛି। ଅନ୍ୟ ଜିଲା ଅପେକ୍ଷା ଦାରିଙ୍ଗବାଡ଼ିକୁ ପ୍ରଥମ ପସନ୍ଦ କରିଥାନ୍ତି ପର୍ଯ୍ୟଟକ। ଏହି କ୍ରମରେ ଏବେ ପର୍ଯ୍ୟଟକ ଦାରିଙ୍ଗବାଡ଼ି ମୁହାଁ ହେଉଛନ୍ତି। ଯଦିଓ...
ଡୁଲୁରୀ ପୋଲ ନିକଟରେ ବାଇକ ଦୁର୍ଘଟଣା: ଗୁରୁତରଙ୍କ ପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ଶଯ୍ୟା ମିଳୁନି,ତଳେ ରଖି…
ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡୁଲୁରୀ ପୋଲ ନିକଟରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ବାଇକ ଆରୋହୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ଗୁରୁତର ଅଛନ୍ତି। ...
ବାତ୍ୟା ‘ମୋନ୍ଥା’ ଯିବା ପରେ ମଶା ଉପଦ୍ରବ ବୃଦ୍ଧି: ଚିନ୍ତାରେ ଜନସାଧାରଣ, ମ୍ୟାଲେରିଆ ହେବା ଆଶଙ୍କା…
ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ ): ବାତ୍ୟା “ମୋନ୍ଥା”ର ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ୨ ଦିନ ଧରି ବର୍ଷା ଲାଗି ରହିଥିଲା। ବୁଧବାର ବର୍ଷା ଛାଡିବା ପରେ ଅପରାହ୍ନଠାରୁ ମଶା ବୃଦ୍ଧି ପାଇଛି। ବଜାର, ଛକ, ଡ୍ରେନ ରହିଥିବା...
ସମାଜରେ ବଡ଼ ବିପଦ ସୃଷ୍ଟି କରିଛି ସାଇବର ଠକେଇ, ଏଥିରୁ ରକ୍ଷା ପାଇବା ପାଇଁ…
ଜି.ଉଦୟଗିରି,୨୯/୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଅତ୍ୟାଧୁନିକ ଯୁଗରେ ସମାଜ ପାଇଁ ସାଇବର ଠକେଇ ନାମରେ ଏକ ବଡ଼ ବିପଦ ସୃଷ୍ଟି ହୋଇଛି ଯାହା ଦ୍ୱାରା ସାଧାରଣ ଜନତାଙ୍କ ଧନ, ଜୀବନ ଓ ସମ୍ମାନ ହାନି ହେଉଛି। ବିଭିନ୍ନ ଉପାୟରେ ସାଇବର...
ଟଳିଲା ବିପଦ, ପାଗରେ ପରିବର୍ତ୍ତନ: ବାତ୍ୟାରେ ହୋଇନି କୌଣସି କ୍ଷୟକ୍ଷତି
ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋନ୍ଥା’ ଦୁର୍ବଳ ହୋଇଛି। ବୁଧବାର ଭୋର ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିଥିବାବେଳେ ସକାଳ ୧୦ଟା ପରେ ସୂର୍ଯ୍ୟଙ୍କୁ ଦେଖିବାକୁ ମିଳିଛି। ଖରା ଆଉ କେତେବେକେ ପାଗ ମେଘୁଆ ହେଉଥିବାବେଳେ...
ଜି.ଉଦୟଗିରିରେ ମୋନ୍ଥାର ପ୍ରଭାବ: ଜାରି ରହିଛି ବର୍ଷା ପବନ
ଜି.ଉଦୟଗିରି,୨୯ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଅକ୍ଟୋବର ମାସଟି ବାତ୍ୟା ମାସ ଭାବେ ପରିଚିତ। ଚଳିତବର୍ଷ ମଧ୍ୟ ସରକାରୀ ପାଣିପାଗ ବିଭାଗର ଆକଳନ ଓ ସୂଚନା ଅନୁସାରେ ଅକ୍ଟୋବର ମାସର ଶେଷଆଡ଼କୁ ବାତ୍ୟା ନେଇ ଅନୁମାନ କରାଯାଉଥିଲା। ଯାହା ସଠିକ୍ ରହିଛି...
ବାତ୍ୟା ‘ମୋନ୍ଥା’ ଆସିବା ପୂର୍ବରୁ ବିଦ୍ୟୁତ ସେବା ଅଚଳ: ଉପଭୋକ୍ତା ହଟହଟା
ଦାରିଙ୍ଗବାଡି, ୨୮।୧୦(ଅରୁଣ ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋନ୍ଥା’ର ବଡ଼ ପ୍ରଭାବ ଆସିବା ପୂର୍ବରୁ ବିଦ୍ୟୁତ ସେବା ଅଚଳ। ଗତକାଲିଠାରୁ ବାତ୍ୟାର ପ୍ରଭାବ ସାମାନ୍ୟ ଭାବେ ପବନ ବୋହିବା ସହ ଝିପିଝିପି ବର୍ଷା ଲାଗିରହିଛି। ତେବେ ଏହାଠାରୁ ଅଧିକା...
Archives


