ଫୁଲବାଣୀ ଅଫିସ,୬ା୧୧: ଏକ ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସହକାରୀ ଦୌରାଜଜ୍ ସୌଭାଗ୍ୟ ରଞ୍ଜନ ସ୍ବାଇଁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ପାଇଁ...
ରାଇକିଆ,୫ା୧୧(ଡି.ଏନ୍.ଏ.)-ବିଦ୍ୟାଳୟରେ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଥିବା ପ୍ରତିବାଦରେ ସୋମବାର କନ୍ଧମାଳ ଜିଲା ରାଇକିଆ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଛାତ୍ରୀମାନେ ଧାରଣାରେ ବସିଥିଲେ ା ସକାଳ ପ୍ରାୟ ସାଢେ ୯ଟାରୁ ଧାରଣା ଦିଆଯାଇଥିଲା। ଫଳରେ ଷାଣ୍ମାସିକ ପରୀକ୍ଷା ବାଧାପ୍ରାପ୍ତ...
ଜି.ଉଦୟଗିରି,୪।୧୧(ଡି.ଏନ.ଏ.)-ଜି.ଉଦୟଗିରି ହବାକ ହାଇସ୍କୁଲର ୧୯୯୬ ମାଟ୍ରିକ ବ୍ୟାଚ ଛାତ୍ର ଏବଂ ସେତେବେଳର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନେଇ ରବିବାର ଏକ ବନ୍ଧୁମିଳିନ ଅନୁଷ୍ଠିତ ହୋଇଛି। ଏହି ଅବସରରେ ୯୬ ବ୍ୟାଚର ଛାତ୍ରମାନେ ସ୍କୁଲ ପରିସରରେ ୯୬ ବିଭିନ୍ନ ଔଷଧୀୟ ଚାରା ରୋପଣ...
Archives
Model This Week
ପିଲାଙ୍କ ଧରିତ୍ରୀ