କନ୍ଧମାଳ

ପୋକରା ଚାଉଳ ବଣ୍ଟନକୁ ନେଇ ଉତ୍ତେଜନା: ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ କଲେ ହିତାଧିକାରୀ

ଦାରିଙ୍ଗବାଡ଼ି,୧୩ା୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ସାଧାରଣ ବଣ୍ଟନ ଟଙ୍କିକିଆ ଚାଉଳ ପୋକରା ଥିବା ଅଭିଯୋଗ ହୋଇଛି। ଅତି ନିମ୍ନମାନର ଚାଉଳ ବଣ୍ଟନକୁ ନେଇ ଘଟଣାସ୍ଥଳରେ ହିତାଧିକାରୀମାନେ ଅସନ୍ତୋଷ ପ୍ରକାଶ କରିବା ସହ ସେଠାରେ...

କୁଇ ସମାଜ ପକ୍ଷରୁ ଥାନା ଘେରାଉ

କ.ନୂଆଗାଁ, ୧୩।୯- କନ୍ଧମାଳ ଜିଲା କୁଇ ସମାଜ ପକ୍ଷରୁ ଗୁରୁବାର କ.ନୂଆଗାଁ ଥାନା ଘେରାଉ କରାଯାଇଥିଲା। କୁଡୁଡୁଲି ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମହାରଣା, ସହକାରୀ ଶିକ୍ଷକ ସଦାଶିବ ବେହେରା ଏବଂ ପି.ଇ.ଟି. ଶିକ୍ଷକ ସୁଶାନ୍ତ ବଳିୟାର...

ବିପୁଳ ପରିମାଣର ମଦ ଜବତ : ୪ ଗିରଫ

ଦାରିଙ୍ଗବାଡ଼ି,୧୨।୯(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଗୁରୁବାର ବିଭିନ୍ନ ସ୍ଥାନରେ ଅବକାରୀ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ବିଭିନ୍ନ ସ୍ଥାନରୁ ୯୨ ଲିଟର ଚୋରା ଦେଶୀ ମଦ ଜବତ ସହ ୪ ଜଣକୁ ଗିରଫ କରାଯାଇଥିବା...

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପଡ଼ୋଶୀଙ୍କ ବାରଣ୍ଡାରେ ଆଶ୍ରୟ ନେଲେ ବୃଦ୍ଧ ଦମ୍ପତି

କୋଟଗଡ଼, ୧୨। ୯(ଡି.ଏନ୍‌.ଏ.): ସରକାରଙ୍କ ତରଫରୁ ବାସହୀନଙ୍କୁ ଗୃହ ଯୋଗାଇ ଦେବା ଉଦ୍ଦେଶ୍ୟରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ କନ୍ଧମାଳ ଜିଲା କୋଟଗଡ ବ୍ଳକ ଯୁଡ଼ାବାଲି ପଞ୍ଚାୟତ ଗୁମପଦର ଗ୍ରାମର ପାଇନା ମଲିକ(୬୦)ଙ୍କ ପାଇଁ ସେସବୁ ସାତସପନ ପାଲଟିଛି।...

ନୂଆଖାଇ ପାଳନ ବେଳେ ବଚସା: ବନ୍ଧୁଙ୍କୁ ହତ୍ୟା କଲେ ଦୁଇ ସାଙ୍ଗ

କୋଟଗଡ଼,୧୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଗ୍ରାମରେ ବୁଧବାର ନୂଆଖାଇ ପର୍ବ ପାଳନ ବେଳେ କୌଣସି କାରଣକୁ ନେଇ ତିନି ବନ୍ଧୁଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାକୁ କେନ୍ଦ୍ରକରି ଗୁରୁବାର ସକାଳେ ଜଣଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି।...

ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଦାରିଙ୍ଗବାଡି,୧୨।୯(ଡ.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଶିବ ସେଠୀଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜି’ ଉଦୟଗିରି...

କାଟିଙ୍ଗିଆ ଶାଖା ଡାକଘରୁ ଲୁଟପାଟ ଅଭିଯୋଗ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୧୧।୯(ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଶାଖା ଡାକଘରୁ ଲୁଟୁପାଟ ସହ ଆସବାବପତ୍ର ଓ ବିଭିନ୍ନ ଯାନ୍ତ୍ରୀକ ସାମଗ୍ରୀ ଭଙ୍ଗାରୁଜା ନେଇ ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡ଼ି ଏସ୍‌ଆଇ ସଂଗ୍ରାମ ଜେନା କାଟିଙ୍ଗିଆରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତ। ଲୁଟ...

ଜୋର ଧରୁଛି ମେଡିକାଲ କଲେଜ ଦାବି

ଫୁଲବାଣୀ ଅଫିସ, ୧୧ା୯- କନ୍ଧମାଳ ଜିଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ଜୋର ଧରିବାରେ ଲାଗିଛି ା ମଙ୍ଗଳବାର ମିଳିତ ନାଗରିକ ମଞ୍ଚ ଏହି ଦାବିକୁ ଜୋରଦାର କରିଛି ା ବାର ଆସୋସିଏଶନ, ପ୍ରେସ କ୍ଲବ, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ,...

ଦିବ୍ୟାଙ୍ଗ ପ୍ରମାଣପତ୍ର ଥାଇ ମିଳୁନି ସୁବିଧା

ଫିରିଙ୍ଗିଆ,୧୧ା୯: ଫିରିଙ୍ଗିଆ ବ୍ଲକ ଡିମିରିଗୁଡା ପଞ୍ଚାୟତ ପିଡିଆଗୁଡା ଗ୍ରାମର ଶଙ୍କର ବଗାର (୩୫)ଙ୍କ ଗୋଡ ଅଚଳ ା ଏଥିପାଇଁ ତାଙ୍କୁ ମିଳିଛି ଦିବ୍ୟାଙ୍ଗ ପ୍ରମାଣପତ୍ର। ହେଲେ ସରକାରୀ ସୁବିଧା ମିଳୁନାହିଁ ା ଚାଉଳ, ଭତ୍ତା କି ଆବାସ ଯୋଜନାରେ ଘର...

ବିପଦସଙ୍କୁଳ ଅବସ୍ଥାରେ କନାଝୁରୁ ପୋଲ, ତୁରନ୍ତ ମରାମତି ଦାବି

କୋଟଗଡ,୧୦ା୯(ଡି.ଏନ.ଏ.)- କୋଟଗଡ ବ୍ଲକ ସୁବର୍ଣ୍ଣଗିରି ରାସ୍ତାରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ନିର୍ମାଣ ହୋଇଥିବା କନାଝୁରୁ ନାଳ ପୋଲ ଏବେ ବିପଦଶଙ୍କୁଳ ଅବସ୍ଥାରେ ରହିଛି। ଲଗାଣ ବର୍ଷାରେ ପୋଲର ଦୁଇପାର୍ଶ୍ୱ ଧୋଇଯାଇଛି। ପୋଲ ଉପରେ ସୁବର୍ଣ୍ଣଗିରି, ବାଣ୍ଡିଗୁଡା, ରଡା, ବାନ୍ଦାଗୁଡା,...

ବିପଦସଙ୍କୁଳ ଅବସ୍ଥାରେ କନାଝୁରୁ ପୋଲ: ମରାମତି ଲାଗି ଦାବି

କୋଟଗଡ଼,୧୦।୯( ଡି.ଏନ.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ସୁବର୍ଣ୍ଣଗିରି ରାସ୍ତାରେ ଥିବା କନାଝୁରୁ ନାଳ ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ନିର୍ମାଣ ହୋଇଥିବା ଏହି ପୋଲର ଦୁଇ ପାର୍ଶ୍ୱ ଲଗାଣ ବର୍ଷାରେ ଧୋଇଯାଇଥିବା ବେଳେ...

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସି ଗର୍ଭବତୀ ହଟହଟା

ଦାରିଙ୍ଗବାଡ଼ି,୧୦।୯(ଡି.ଏନ.ଏ)-ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ଲାଗି ରହିଛି। ଏଠାରେ ଚିକିତ୍ସାରେ ଅବହେଳା, ଅସ୍ବାସ୍ଥ୍ୟକର ପରିବେଶ ଓ ନିୟମିତ ଡାକ୍ତର ରହୁ ନ ଥିବା ପୂର୍ବରୁ ଅଭିଯୋଗ ହୋଇଆସୁଛି ା ତେବେ ସୋମବାର ପୁଣି ଏକ ଅବ୍ୟବସ୍ଥା ସାମ୍‌ନାକୁ ଆସିଛି। ସ୍ବାସ୍ଥ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri