କନ୍ଧମାଳ

ନାବାଳିକା ଅପହରଣ, ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ବର୍ଷ ସଶ୍ରମ ଜେଲ୍‌

ଫୁଲବାଣୀ ଅଫିସ,୧୬ା୧୨-ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ସୋମବାର ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୫ ହଜାର ଟଙ୍କା...

ଅଚାନକ ସେବାଶ୍ରମରେ ପହଞ୍ଚିଲେ ମନ୍ତ୍ରୀ: ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଲେ

ଦାରିଙ୍ଗବାଡ଼ି,୧୬।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ସ୍ଥାନୀୟ କନ୍ୟାଶ୍ରମରେ ପହଞ୍ଚି ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ପ୍ରଧାନ ସେବକ ଅନୁପସ୍ଥିତିକୁ ନେଇ ଉଦ୍‌ବେଗ ପ୍ରକାଶ କରିବା...

କ୍ରୀଡ଼ାମନ୍ତ୍ରୀଙ୍କ ୨ ଦିନିଆ କନ୍ଧମାଳ ଗସ୍ତ

ଫୁଲବାଣୀ ଅଫିସ,୧୬ା୧୨-ଆଇଟି ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାର କାନ୍ତି ବେହେରା ରବିବାର ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସିଛନ୍ତି। ମନ୍ତ୍ରୀ ପ୍ରଥମ ଦିନ ବିଭିନ୍ନ ଷ୍ଟାଡିୟମ ବୁଲି ଦେଖିବା ସହ ସ୍ଥିତି ପରଖିଛନ୍ତି। କନ୍ଧମାଳ ଷ୍ଟାଡ଼ିୟମ...

ପାନୀୟ ଜଳ ସଙ୍କଟରେ ଜାମ୍ବୁ ସାହି

ଖଜୁରିପଡ଼ା (ଡି.ଏନ.ଏ.)/ ବଲସକୁମ୍ପା,୧୬ା୧୨-ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ମାଧ୍ୟମରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ଏଥିସହ କେତେକ ଅଞ୍ଚଳରେ ଉଠା ଜଳସେଚନ ବ୍ୟବସ୍ଥା କରି ଲୋକଙ୍କ ପାଖରେ ପାନୀୟ ଜଳ ଯୋଗାଉଛନ୍ତି। ହେଲେ...

ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଫୁଲବାଣୀ ଅଫିସ,୧୬ା୧୨-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଏମ୍‌ପି ଡା. ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ବିଭିନ୍ନ ଉଦ୍‌ଘାଟନ ଏବଂ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଜାତୀୟ ସ୍ବାସ୍ଥ୍ୟ ମିଶନ ସହାୟତାରେ ନିର୍ମିତ ସମନ୍ବିତ ପରୀକ୍ଷାଗାର, ଯାନ୍ତ୍ରିକ ଲୁଗାସଫା ଗୃହ,...

କନ୍ଧମାଳ ସାହିତ୍ୟ ମହୋତ୍ସବ ଉଦ୍‌ଘାଟିତ: କୌଣସି ସ୍ଥାନ ଓଡ଼ିଆ ସାହିତ୍ୟଠାରୁ ଦୂରରେ ନାହିଁ

ଫୁଲବାଣୀ ଅଫିସ, ୧୫ା୧୨-ଫୁଲବାଣୀ ଗାନ୍ଧୀ ସ୍ମୃତିଭବନ ପରିସରରେ କନ୍ଧମାଳ ସାହିତ୍ୟ ମହୋତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ର ସାହିତ୍ୟ ଏକାଡେମୀ କାର୍ଯ୍ୟ ନିର୍ବାହୀ ସଦସ୍ୟ ତଥା କବି ଅମରେଶ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ...

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ବାଲିଗୁଡା,୧୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପାତ୍ରସାହି ନିକଟରେ ଚଳିତ ମାସ ୧୦ ତାରିଖରେ ବାଟାଗୁଡାର ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ତଥା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ୨ଜଣ ଦୁର୍ବୃତ୍ତ ଘରୁ ଡାକିଆଣି ଗୁଳିକରି ହତ୍ୟା କରିଥିଲେ। ଘଟଣାକୁ ୪ଦିନ ବିତିଯାଇଥିଲେ...

ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ଦୋଷୀଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

ବାଲିଗୁଡ଼ା,୧୪।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ପାତ୍ରସାହି ନିକଟରେ ଗତ ୧୦ ତାରିଖରେ ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁପଣ୍ଡାଙ୍କୁ ଦୁଇ ଦୁର୍ବୃତ୍ତ ଘରୁଡାକି ଗୁଳି କରି ହତ୍ୟା କରିଥିଲେ। ତେବେ ଗୁଳିକାଣ୍ଡ ଓ ହତ୍ୟା ଘଟଣାକୁ ଚାରିଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ...

ସମସ୍ୟା ଘେରରେ ମୁଣ୍ଡାପଙ୍ଗା ଗାଁ

କୋଟଗଡ,୧୪ା୧୨(ଡି.ଏନ.ଏ)-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ ଏବେ ମଧ୍ୟ କେତେକ କ୍ଷେତ୍ରରେ ଏହା କାର୍ଯ୍ୟକାରୀ ହେଉନାହିଁ। ଏହା ଦେଖିବାକୁ ମିଳିଛି କୋଟଗଡ ବ୍ଲକ ସୁବର୍ଣ୍ଣଗିରି ଗ୍ରାମପଞ୍ଚାୟତ ମୁଣ୍ଡାପଙ୍ଗା ଗ୍ରାମରେ। ଉକ୍ତ ଗାଁରେ ୩୦ ପରିବାର...

ଅପରାଧର ସ୍ଥିତି, ପୋଲିସ ଭୂମିକା ନେଇ କର୍ମଶାଳା: ବଢ଼ୁଛି ବଳାତ୍କାର, ମହିଳା, ଶିଶୁ ଆପରାଧିକ ମାମଲା

ଫୁଲବାଣୀ ଅଫିସ, ୧୪ା୧୨-କନ୍ଧମାଳ ଜିଲାରେ ଅପରାଧର ସ୍ଥିତି ଓ ପୋଲିସ ବ୍ୟବସ୍ଥାକୁ ନେଇ ଏକ କର୍ମଶାଳା ସ୍ଥାନୀୟ ପ୍ରେସ୍‌ କ୍ଲବରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛିା ଜିଲାରେ କେତେ ଆପରାଧିକ ମାମଲା ରୁଜୁ ହୋଇଛି ତାହା ଉପରେ ଏହି କର୍ମଶାଳାରେ ଆଲୋଚନା...

ପର୍ଯ୍ୟଟନକେନ୍ଦ୍ରରେ ଅସ୍ବାସ୍ଥ୍ୟକର ପରିବେଶ: ବଣଭୋଜି ପରେ ଉଠାଯାଉନି ଖଲିପତ୍ର

ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ.)-ଦାରିଙ୍ଗବାଡ଼ିରବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଏବେ ପର୍ଯ୍ୟଟକମାନଙ୍କ ଭିଡ଼ ଜମୁଛି। ଦୈନିକ ଶତାଧିକ ପର୍ଯ୍ୟଟକ ଆସି ବଣଭୋଜି କରି ଭରପୁର ମଜା ଉଠାନ୍ତି। ଶନିବାର ଏବଂ ରବିବାର ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସନ୍ତି। ହେଲେ ଯେଉଁଠି ବଣଭୋଜି ହେଉଛି, ସେଠି ଅଇଁଠା...

ଛାତ୍ରଙ୍କୁ ମିଳିଲା ଶ୍ରବଣଯନ୍ତ୍ର

ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନଙ୍କ ଗୋଟିଏ କାନକୁ ଆଦୌ ଶୁଣାଯାଉ ନ ଥିବାବେଳେ ଅନ୍ୟ କାନରେ ସେ ଅଳ୍ପ ଶୁଣିପାରୁଥିଲେ। ୭ ବର୍ଷ ହେଲା ଏଭଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri