କନ୍ଧମାଳ

ବିକାଶ ଅପହଞ୍ଚ, ରାସ୍ତା ପାଲଟିଛି ମରଣଯନ୍ତା

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ଗାଁକୁ ପକ୍କା ରାସ୍ତା ନିର୍ମାଣ ପାଇଁ କୁଢ଼କୁଢ଼ ଯୋଜନା ହେଉଛି। କିନ୍ତୁ ଏହି ଯୋଜନା ଗ୍ରୀନବାଡ଼ି ପଞ୍ଚାୟତର ଜିଡ଼ିଙ୍ଗମାଲା ଏବଂ ଦନେକବାଡ଼ି ପଞ୍ଚାୟତର କଟଡ଼ି ଗ୍ରାମବାସୀଙ୍କ ପାଇଁ ସ୍ବପ୍ନ...

ଚିନ୍ତାର କାରଣ ପାଲଟିଛି ପ୍ରାକୃତିକ ବିପର୍ଯ୍ୟୟ, ସୁରକ୍ଷା ପାଇଁ କରାଗଲା…

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ): ସାରା ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଚିନ୍ତାର କାରଣ ପାଲଟିଛି। ତେବେ ଜଳବାୟୁ ପରିବର୍ତ୍ତନ ପାଇଁ ଆବଶ୍ୟକ ବର୍ଷାର ପରିମାଣ କମିବା ଅତ୍ୟଧିକ ଗରମ ଶୀତ ସଠିକ୍‌ ସମୟରେ ନ ହେବା ଭଳି ଅନେକ ପରିବର୍ତ୍ତନ ସହ ବାତ୍ୟା,...

ନୂଆ ରୂପରେ ସଜେଇ ହେଉଛି କଫି ବଗିଚା: ପର୍ଯ୍ୟଟକଙ୍କ ପାଇଁ ତତ୍ପର ବିଡିଓ

ଦାରିଙ୍ଗବାଡି, ୧୮।୧୦ (ଅରୁଣ ସାହୁ): ଧୀରେ ଧୀରେ ଶୀତ ପଡିବା ଆରମ୍ଭ ହୋଇଛି। ଏବେ ପର୍ଯ୍ୟଟନ ଋତୁ ଆସିଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବା ଆରମ୍ଭ ହେଲାଣି। ଏଥିପାଇଁ ଦାରିଙ୍ଗବାଡି...

୪୨ କେଜି ଗଞ୍ଜେଇ ଜବତ : ୩ ଗିରଫ

ତୁମୁଡିବନ୍ଧ,୧୭।୧୦(ଦୀପକ କୁମାର ପରାସେଠ): କାନ୍ଧମଳ ଜିଲା ତୁମୁଡିବନ୍ଧ ପୋଲିସକୁ ଆଉ ଏକ ସଫଳତା ମିଳିଛି ।  ଗଞ୍ଜେଇ ଚୋରାଚାଲାଣ ବେଳେ ତୁମୁଡିବନ୍ଧ ପୋଲିସ କୌଣସି ସୂତ୍ରରୁ ଖବରପାଇ  ଗଞ୍ଜେଇ ଓ ଗାଡିକୁ ଧରିବା ପାଇଁ ଅଙ୍କିଥିଲା ରୋଡ଼ ବ୍ଲକ ମ୍ୟାପ...

କୁଟଲାରୀ ଗାଁର ସୁନା ଝିଅ ଲକ୍ଷ୍ମୀପ୍ରିୟା:  ଅକ୍ଲାନ୍ତ ପରିଶ୍ରମରେ ଆଣିଦେଲା ସଫଳତା

ଦାରିଙ୍ଗବାଡି,୧୭।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଝିଞ୍ଜିରୀଗୁଡ଼ା ପଞ୍ଚାୟତ କୁଟଲାରିଗାଁର ସୁନାଝିଅ ଲକ୍ଷ୍ମୀପ୍ରିୟା ମଲ୍ଲିକ ପାଇଛନ୍ତି ବଡ଼ ସଫଳତା। ସେ ପିଏଚ୍‌ଡି ହାସଲ କରି ଦାରିଙ୍ଗବାଡି ସମେତ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ସୂଚନାଯୋଗ୍ୟ,...

ଜଙ୍ଗଲ ଅଧିକାର, ଜୀବନଜୀବିକା, ସୁଶାସନ ପ୍ରକଳ୍ପ ନେଇ…

ଦାରିଙ୍ଗବାଡ଼ି,୧୭ା୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ଜାଗୃତି ସଭାଗୃହ ପରିସର ମଧ୍ୟରେ ଜଙ୍ଗଲ ଅଧିକାର, ଜୀବନଜୀବିକା ଓ ସୁଶାସନ ପ୍ରକଳ୍ପ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଛି। ଜାଗୃତିର ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟଙ୍କ...

ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଉଦ୍‌ଯାପିତ, ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୧୭।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବିଇଓଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଉଦଯାପିତ ହୋଇଯାଇଛି। ଏହି ଅବସରରେ ଏବିଇଓ ତଥା ବିଆର୍‌ସିସି ଗୋକୁଳାନନ୍ଦ ନାୟକଙ୍କ ଅଧ୍ୟକ୍ଷତା ଏବଂ ସହକାରୀ...

ଥାନାରେ କ୍ଷମା ପ୍ରାର୍ଥନା କଲେ ପ୍ରଧାନଶିକ୍ଷକ, ଏହି ବିଷୟକୁ ନେଇ ଦେଇଥିଲେ କଡ଼ା ମନ୍ତବ୍ୟ

ଦାରିଙ୍ଗବାଡି, ୧୬ ।୧୦ (ଅରୁଣ ସାହୁ ): ଭୁବନେଶ୍ୱରରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଙ୍ଘର ଶତାଦ୍ଦୀ ଦିବସ ପାଳନ ସମ୍ପର୍କିତ ଏକ ଖବର ବୈଦ୍ୟୁତିକ ଗଣମାଧ୍ୟମରେ ଖବର ପ୍ରକାଶିତ ହେଉଥିଲା। ସେହି ଖବରକୁ ଦେଖି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ...

ଆମ ବସ୍‌ ସେବାରୁ ବଞ୍ଚିତ ୫ ଖଣ୍ଡ ଗାଁ: ଯିବା ଆସିବା ପାଇଁ ଲୋକେ ହନ୍ତସନ୍ତ, ପ୍ରତିଶ୍ରୁତି ଦେଲେ ଜିଲାପାଳ

ଖଜୁରୀପଡ଼ା,୧୬।୧୦( ବିଦୁର ବେହେରା) ଗ୍ରାମାଞ୍ଚଳ ଲୋକଙ୍କ ଯାତାୟାତ ସୁବିଧା ପାଇଁ ଓଡ଼ିଶା ସରକାର ଆମ- ବସ୍‌ ସେବା ଯୋଗାଇ ଦେଇଛନ୍ତି । ହେଲେ ୫ ଖଣ୍ଡ ଗ୍ରାମବାସୀ ଏହି ସେବାରୁ ବଞ୍ଚିତ ହୋଇ ୫କି.ମି ବାଟ ଚାଲି ଚାଲି ଯାଆନ୍ତି।...

ଲୋକଲୋଚନକୁ ଆସିବ ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭା: ସିଆଙ୍ଗବାଲି ବିଦ୍ୟାଳୟ ଉତ୍ସବମୁଖର

ଦାରିଙ୍ଗବାଡି, ୧୬।୧୦(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ସହ ବିଭିନ୍ନ କ୍ଷେତ୍ରରେ ଲୁଚି ରହିଥିବା ଦକ୍ଷତା ତଥା ପ୍ରତିଭାକୁ ଲୋକଲୋଚନକୁ ଆଣିବାକୁ ଶିକ୍ଷା ବିଭାଗର ବଡ଼ ପଦକ୍ଷେପ ନିଆଯାଉଥିବା ଓ କ୍ଲଷ୍ଟର, ବ୍ଲକ, ଜିଲା ଓ ପରେ ରାଜ୍ୟସ୍ତରୀୟ...

ପୂର୍ବତନ ସେନାକର୍ମଚାରୀଙ୍କ ଜମିର ବାଡ଼ ଭାଙ୍ଗିଦେଲେ ଦୁର୍ବୁତ୍ତ, ପାକିସ୍ଥାନ ସୀମାରେ ରହି ଦେଶକୁ ଦେଉଥିଲେ ସୁରକ୍ଷା

ଦାରିଙ୍ଗବାଡି, ୧୬ ।୧୦ (ଅରୁଣ ସାହୁ ): ପୂର୍ବତନ ସେନାକର୍ମଚାରୀଙ୍କ ଜମିର ବାଡ଼ ଭାଙ୍ଗିଲେ ଦୁର୍ବୁତ୍ତ। କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ପାଟ୍ଟଖଣ୍ଡା ସାହିରେ ଜଣେ ପୂର୍ବତନ ସେନା କର୍ମଚାରୀଙ୍କ ଚାଷ ଜମିର ବାଡକୁ ଦୁର୍ବୁତ୍ତମାନେ ଭାଙ୍ଗି...

ବିଦ୍ୟୁତ ଖୁଣ୍ଟରେ ଧକ୍କା ହେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଦାରିଙ୍ଗବାଡି, ୧୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ସିକକେତାର ୩ ଜଣ ଯୁବକ ବିଦ୍ୟୁତ ଖୁଣ୍ଟକୁ ବାଇକ ଧକ୍କା ଦେଇ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ବିଦ୍ୟୁତ କର୍ମଚାରୀ ଗୁରୁତର ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri