କନ୍ଧମାଳ

କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି/କୋଟଗଡ଼,୧୨।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ରବିବାର ସନ୍ଧ୍ୟାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଫଳରେ ଜିଲାର ବିଭିନ୍ନ ଅଞ୍ଚଳ ଜଳମଗ୍ନ ସହ ରାସ୍ତା ଧୋଇଯିବା କାରଣରୁ ଯାତାୟାତରେ ସମସ୍ୟା ଦେଖାଯାଇଛି । ଦାରିଙ୍ଗବାଡ଼ିଠାରୁ ବାଲିଗୁଡ଼ା, ତୁମୁଡ଼ିବନ୍ଧ, ଭବାନୀପାଟଣା, ରାଇପୁର ଆଦିକୁ...

ଖଟିଆରେ ବୁହାହେଲେ ଗର୍ଭବତୀ

ଦାରିଙ୍ଗବାଡ଼ି,୧୨ା୮(ଡି.ଏନ୍‌.ଏ.-ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ରବିବାର ଅପରାହ୍ନରେ ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା ନିଆଯାଉଥିବା ବେଳେ ଜଙ୍ଗଲ ରାସ୍ତାରେ ସେ ପ୍ରସବ କରିଛନ୍ତି। ତାଜୁଙ୍ଗିଆ ପଞ୍ଚାୟତ ଦୁବୁରି ଗାଁକୁ ଗାଁକୁ ରାସ୍ତା ନାହିଁ । ବଣ...

ନାଗରିକ ମଞ୍ଚ ତରଫରୁ ଚାରାରୋପଣ

ରାଇକିଆ,୧୨ା୮(ଡି.ଏନ୍‌.ଏ.)-ରାଇକିଆ ନାଗରିକ ମଞ୍ଚ ତରଫରୁ ଷ୍ଟେଟବ୍ୟାଙ୍କ ରୋଡ଼ଠାରେ ଶନିବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ବିଭିନ୍ନ ପ୍ରକାର ଚାରାରୋପଣ କରାଯିବା ସହ ଏହାର ସୁରକ୍ଷା ପାଇଁ ତାରବାଡ଼ ଲଗାଯାଇଛି। ରାସ୍ତାର ଉଭୟ ପାର୍ଶ୍ୱ ସଫେଇ କରାଯାଇଥିଲା।...

ଦାରିଙ୍ଗବାଡି ବ୍ଲକ ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି,୧୧ା୮(ଡି.ଏନ.ଏ.)- କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଓ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ରବିବାର ଦାରିଙ୍ଗବାଡ଼ି ବ୍ଲକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ଅଞ୍ଚଳବାସୀଙ୍କ ସମସ୍ୟା ସମ୍ପର୍କରେ ଅବଗତ ହୋଇଛନ୍ତି। ଏମ୍‌ପି ପ୍ରଥମେ ଦାରିଙ୍ଗବାଡ଼ି ଗାନ୍ଧୀ...

ସପ୍ତାହେ ହେଲା ବ୍ରାହ୍ମଣୀଗାଁ ଅଞ୍ଚଳରେ ବିଦ୍ୟୁତ, ମୋବାଇଲ ସେବା ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୧୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ସମେତ ଦାରିଙ୍ଗବାଡ଼ିରେ ଗତ କିଛିଦିନ ହେଲା ମୋବାଇଲ ସେବା ବାଧାପ୍ରାପ୍ତ ହୋଇଛି। ବ୍ରାହ୍ମଣୀଗାଁ ସମେତ ଗଦାପୁର, ତାଜୁଙ୍ଗିଆରେ ଏକ ସପ୍ତାହ ହେଲା ଏହି ସେବା ବନ୍ଦ ରହିଥିବା ବେଳେ...

ଆର୍ତ୍ତନାଦ ଦିବସରେ ଶୋଭାଯାତ୍ରା, ଦଳିତ ଖ୍ରୀଷ୍ଟିଆନ୍‌ଙ୍କୁ ମିଳୁ ଅନୁସୂଚିତ ଜାତି ମାନ୍ୟତା

ବ୍ରହ୍ମପୁର ଅଫିସ୍‌,୧୧ା୮- ହିନ୍ଦୁଙ୍କ ଭଳି ଖ୍ରୀଷ୍ଟିଆନ୍‌ ଧର୍ମରେ ଥିବା ଦଳିତମାନଙ୍କୁ ଅନୁସୂଚିତ ଜାତିର ମାନ୍ୟତା ଦାବି ନେଇ ଶନିବାର ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜାତୀୟ ଦଳିତ ଖ୍ରୀଷ୍ଟିଆନ୍‌ ପରିଷଦର ଓଡ଼ିଶା ଶାଖା ପକ୍ଷରୁ ଆର୍ତ୍ତନାଦ ଦିବସ ପାଳନ...

ମିିନିବସ୍‌ ଓଲଟି ୧୩ ଆହତ

ଶଙ୍କରାଖୋଲ,୧୧ା୮(ଡି.ଏନ.ଏ.)-ଟିକାବାଲି ନିକଟ କୋଚିଲା ଗଡନାଳ ଡାଇଭର୍ସନ ରୋଡରେ ଶନିବାର ଏକ ମିନିବସ୍‌ ଓଲଟି ପଡିବାରୁ ୧୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଜିଉଦୟଗିରିର ଫିରଜା ପ୍ରଧାନ, ଅଞ୍ଜୁଳା ପ୍ରଧାନ, ଅମିତ କୁମାର ପ୍ରଧାନ, ସାରଙ୍ଗଗଡ ଥାନା ରତିଫ ଗ୍ରାମର...

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ପୋଲ ଦବିଲା

ଖଜୁରୀପଡ଼ା,୧୦ା୮(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳରେ ବହୁ କ୍ଷୟକ୍ଷତି ହୋଇଛି। ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିଥିବାବେଳେ କେତେକ ସ୍ଥାନରେ ପୋଲ ଦବିଯାଇଛି। ବଲସକୁମ୍ପା ଅଧିଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀଙ୍କ ନିକଟରେ...

ଗାଳି ଗୁଲଜ କରି ଶିକ୍ଷକ ନିଲମ୍ବିତ

ଫିରିଙ୍ଗିଆ,୧୦ା୮: ଗୋଟିଏ ବିଦ୍ୟାଳୟର ଶିକ୍ଷକ ଅନ୍ୟ ବିଦ୍ୟାଳୟକୁ ଯାଇ ସେଠାରେ ଥିବା ଶିକ୍ଷକ ଏବଂ ପିଲାମାନଙ୍କୁ ଗାଳି ଗୁଲଜ କରିବା ମହଙ୍ଗା ପଡିଛି ା ଏ ନେଇ ଫିରିଙ୍ଗିଆ ବ୍ଲକ ଶିକ୍ଷାଧିକାରୀଙ୍କ ପାଖରେ ଅଭିଯୋଗ ହେବାରୁ ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ...

ବିଭିନ୍ନ ଦାବି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଫୁଲବାଣୀ ଅଫିସ,୧୦ା୮-କୁଇ ସମାଜ ସେବା ସମିତି ପକ୍ଷରୁ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ରାଲି ମାଦିକୁନ୍ଦା ଛକରୁ ବାହାରିଥିଲା। କେତେଜଣ ଆଦିବାସୀ ପାରମ୍ପରିକ ବେଶରେ ସଜ୍ଜିତ ହୋଇ ଅସ୍ତ୍ରଶସ୍ତ୍ର ଧରିଥିଲେ। ସମସ୍ତେ ଶୋଭାଯାତ୍ରାରେ...

ଶହୀଦ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଲିଗୁଡା,୯ା୮(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ନୂଆସାହିରର ଜଣେ ବିଏସ୍‌ଏଫ୍‌ ଯବାନ ପଶ୍ଚିମବଙ୍ଗର ଶାନ୍ତିନଗର ବାଲାଂଦେଶ ବର୍ଡରରେ କର୍ତ୍ତବ୍ୟରତ ସମୟରେ ସହୀଦ ହୋଇଛନ୍ତି। ସେ ହେଲେ ନୂଆସାହିର ବିଜୟ କୁମାର ପାତ୍ରଙ୍କ ପୁଅ ଦୀନେଶ କୁମାର ପାତ୍ର। ଦିନେଶ ବିଏସ୍‌ଏଫ୍‌ ୧୪୬ନଂ ବାଟାଲିୟନରେ...

ଗଳୁଛି ପାଣି, ଛତାଧରି ପଢ଼ିଲେ ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୯ା୮- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବେ ଅସୁରକ୍ଷିତ। ସାମାନ୍ୟ ବର୍ଷା ହେଲେ ଶ୍ରେଶୀ ଗୃହରେ ପାଣି ଗଳୁଛି। ପିଲାମାନେ ପଢ଼ିବାକୁ ହଇରାଣ ହେଉଛନ୍ତି। ପ୍ରାୟ ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri