କନ୍ଧମାଳ

କୋଟଗଡ଼ ବ୍ଲକରେ ବିଦ୍ୟୁତ୍‌, ଫୋନ ସେବା ବଚ୍ଛିନ୍ନ

କୋଟଗଡ଼, ୮।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଲଗାଣ ବର୍ଷା ଯୋଗୁ ବିଗତ ୫ଦିନ ହେବ ବିଦ୍ୟୁତ୍‌ ଓ ଫୋନ ସେବା ବିଚ୍ଛିନ୍ନ ହୋଇପଡିଛି। ଫଳରେ ୧୫ ପଞ୍ଚାୟତ ଲୋକେ ଅନ୍ଧାରରେ ରାତି ବିତାଇବା ସହ ନାହିଁ ନ ଥିବା...

ଦରମା ମିଳିବାରେ ବିଳମ୍ବ : ଶିକ୍ଷକ ମହଲରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୮।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ବିଭିନ୍ନ ବର୍ଗର ୧ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକଙ୍କ ଦରମା ମିଳୁ ନ ଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବିଇଓ କାର୍ଯ୍ୟାଳୟରୁ ମିଳିଥିବା ତଥ୍ୟ ଅନୁସାରେ, ୩୨୪ ଜଣ ଜେଡିପି...

ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ, କଳାହାଣ୍ଡି-କନ୍ଧମାଳ ଯୋଗାଯୋଗ ବିଚ୍ଛିନ୍ନ

ବାଲିଗୁଡ଼ା,୭।୮(ଡି.ଏନ୍‌.ଏ.): ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ମଙ୍ଗଳବାରଠାରୁ ବାଲିଗୁଡ଼ା ବ୍ଲକ ବାଟାଗୁଡା ୫୯ ନଂ ଜାତୀୟ ରାଜପଥର ଅସ୍ଥାୟୀ କଲଭର୍ଟ ଉପରେ ପ୍ରବଳ ପାଣି ଚାଲିଛି। ଫଳରେ ଯାତାୟାତରେ ଘୋର...

୧୨ନଂ ୱାର୍ଡବାସୀ ହୀନସ୍ତା

ଫୁଲବାଣୀ ଅଫିସ, ୭ା୮-ଗ୍ରାମାଞ୍ଚଳ ନୁହେଁ ସହରରେ ବି ଲୋକଙ୍କୁ ପାଣି ମିଳୁନି। ୬ ବର୍ଷ ହେଲା ପାଣି ଟାଙ୍କି ନିର୍ମାଣ ହୋଇଛି। ଖାଲି ରଙ୍ଗ ଲଗାଯାଇ ବିଲ୍‌ କରାଯାଉଛି। ହେଲେ ଲୋକେ କିପରି ପାଣି ପାଇବେ ସେଥିପ୍ରତି ଦୃଷ୍ଟି ଦିଆଯାଉନାହିଁ।...

ଦାରିଙ୍ଗବାଡ଼ିରେ ପ୍ରବଳ ବର୍ଷା: ନାଳରେ ଭାସିଯିବା ବେଳେ ଯୁବକ ଉଦ୍ଧାର

ଦାରିଙ୍ଗବାଡ଼ି,୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ପ୍ରବଳ ବର୍ଷା ହୋଇଛି। ସକାଳ ୭ଟାରୁ ବର୍ଷା ଆରମ୍ଭ ହୋଇ ଅପରାହ୍ନରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇଥିଲା। ଅଞ୍ଚଳର ସମସ୍ତ ଛୋଟବଡ଼ ନାଳରେ ଜଳସ୍ତର ବୃଦ୍ଧି ପାଇବା ସହ ଚାଷ ଜମି ଜଳମଗ୍ନ...

୧୪ କେଜି ଗଞ୍ଜେଇ ଜବତ: ୩ ଗିରଫ

କୋଟଗଡ଼, ୬।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ବାରଖମା-ରେବିଙ୍ଗିଆ ରାସ୍ତା ଗ୍ୟାସ୍‌ ଡିପୋ ନିକଟରେ ବାଲିଗୁଡ଼ା ପୋଲିସ ମଙ୍ଗଳବାର ଚଢ଼ାଉକରି ୧୪ କେଜି ୮୦୦ ଗ୍ରାମ୍‌ ଗଞ୍ଜେଇ ସହ ଏକ ମୋଟରସାଇକେଲ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩...

କାର ଦୁର୍ଘଟଣାରେ ୬ ଗୁରୁତର

ଜି.ଉଦୟଗିରି,୫ା୮(ଡି.ଏନ.ଏ.): ଜି.ଉଦୟଗିରି ଥାନାଞ୍ଚଳ କଳିଙ୍ଗାରୁ ୨ କିମି ଦୂର ଗଦିଙ୍ଗିଆ ଛକଠାରେ ସୋମବାର ଅପରାହ୍ନ ୩ଟାରେ ଏକ କାର ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିବାରୁ ଚାଳକ ସମେତ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ସୋନୁ ପଣ୍ଡା,...

ମିକ୍ସର ମେଶିନରେ ହାତ କଟି ଠିକାଦାର ଗୁରୁତର

ଦାରିଙ୍ଗବାଡ଼ି,୫।୮(ଡି.ଏନ.ଏ) -ଦାରିଙ୍ଗବାଡ଼ିର ଠିକାଦାର ନିରଞ୍ଜନ ପ୍ରଧାନ ନିଜ ମିକ୍ସର ମେଶିନ ସଜାଡ଼ୁଥିବା ବେଳେ ହାତକଟି ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରୁ ଅଧିକ ଚିକିତ୍ସା ପାଇଁ ନିରଞ୍ଜନଙ୍କୁ ବ୍ରହ୍ମପୁର ପଠାଯାଇଛି।...

ଶିକ୍ଷକ ନିଯୁକ୍ତି ଦାବିରେ ଧାରଣାରେ ବସିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ଧାରଣା ଦେଇଥିବା ଦେଖିବାକୁ ମିଳିଛି। ତୁମୁଡ଼ିବନ୍ଧ ବ୍ଲକର ଝିରୀପାଣି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ପଢୁଥିବା...

ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ, ବଦଳିଲେ ୩ ଶିକ୍ଷକ

ବାଲିଗୁଡା,୫ା୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ବିଦ୍ୟାଳୟକୁ ନିଶାସକ୍ତ ଅବସ୍ଥାରେ ଆସି ପାଠ ପଢିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ କରିବା ମହଙ୍ଗା ପଡିଛି। ବିଭାଗୀୟ ତଦନ୍ତ ପରେ ସମ୍ପୃକ୍ତ ଶିକ୍ଷକଙ୍କ ସମେତ ଅନ୍ୟ ୨ ଶିକ୍ଷକଙ୍କୁ ବଦଳି କରାଯାଇଛି। ପ୍ରକାଶ...

ମଦ୍ୟପ ପ୍ରଧାନଶିକ୍ଷକ ପିଲାଙ୍କୁ ଡରାଇବା ଘଟଣା : ବଦଳିଲେ ୩ ଶିକ୍ଷକ

ବାଲିଗୁଡ଼ା,୪।୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନଶିକ୍ଷକ ବିଦ୍ୟାଳୟକୁ ମଦ୍ୟପାନ କରି ଆସି ପାଠ ପଢ଼ିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବାରୁ ପିଲାମାନେ ମଧ୍ୟାହ୍ନଭୋଜନ ସମୟରେ ଭୟରେ ଘରକୁ ଫେରି ଆସିଥିଲେ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ...

୬ ନାବାଳିକା, ୨୦ ନାବାଳକ ଉଦ୍ଧାର

ଫୁଲବାଣୀ ଅଫିସ, ୪ା୮ -ଫୁଲବାଣୀ ଟାଉନ ଥାନା ପୋଲିସ ପରି-୩ର କାର୍ଯ୍ୟକ୍ରମରେ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରିଛି ା ଏହି କ୍ରମରେ ଫୁଲବାଣୀ ପୌର ପରିଷଦ ଅଞ୍ଚଳର କୁମ୍ଭାରପଡ଼ାରେ ଏକ ବେଆଇନ ଚାଇଲ୍ଡ ହୋମ(ଗ୍ରେସ୍‌ ଇଣ୍ଡିଆ) ଚାଲୁଥିବା ଖବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri