କନ୍ଧମାଳ

ଲକ୍ଷାଧିକ ଟଙ୍କାର ପଲିଥିନ୍‌, ଗୁଟ୍‌ଖା, ପ୍ଲାଷ୍ଟିକ ସାମଗ୍ରୀ ଜବତ

ବାଲିଗୁଡ଼ା,୩।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପକ୍ଷରୁ ଶନିବାର ବାଲିଗୁଡା ଇଲେକ୍ଟ୍ରି ସାହିର ଟୁକୁନା ପାତ୍ରଙ୍କ ଗୋଦାମ ଘରେ ଅଚାନକ ଚଢ଼ାଉ କରାଯାଇଛି । ସେଠାରୁ ଲକ୍ଷାଧିକ ଟଙ୍କାର ପଲିଥିନ,ଗୁଟୁଖା ଓ ପ୍ଲାଷ୍ଟିକ ସାମଗ୍ରୀ ଜବତ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ...

ଦୁର୍ଘଟଣାଗ୍ରସ୍ତ କାର୍‌ ଛାଡ଼ି ଚାଳକ ଫେରାର, ମୃତାହତଙ୍କ ସୁରାକ ମିଳିନି

ଦାରିଙ୍ଗବାଡ଼ି,୩।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗାଁ ଶେଷମୁଣ୍ଡରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । କାର୍‌ଟିର ନମ୍ବର ନ ଥିବା ବେଳେ ଅଦ୍ୟାବଧି କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟାଇ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ସେନେଇ...

ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରେ ମାଓବାଦୀ ବିରୋଧୀ ପୋଷ୍ଟର: ଶହୀଦ ସପ୍ତାହକୁ ନିନ୍ଦା ଦିବସ ରୂପେ ପାଳିବାକୁ ଆହ୍ବାନ

ବାଲିଗୁଡ଼ା,୩।୮(ଡି.ଏନ୍‌.ଏ.): ମାଓବାଦୀଙ୍କ ଶହୀଦ ସପ୍ତାହରେ କନ୍ଧମାଳ ଜିଲା ବାଲିଗୁଡା ବସଷ୍ଟାଣ୍ଡରେ ମାଓବାଦୀ ବିରୋଧୀ ପୋଷ୍ଟର ଦେଖିବାକୁ ମିଳିଛି। ଆଣ୍ଟି ନକ୍ସଲ ପିପୁଲ ପିସ୍‌ ଫୋର୍ସ ପକ୍ଷରୁ ଏହି ପୋଷ୍ଟର ଜାରି କରାଯାଇଥିବା ଉଲ୍ଲେଖ ରହିଛି। ଜୁଲାଇ ୩୦ରୁ ଅଗଷ୍ଟ ୫...

ଚାଇଲ୍ଡ ଲାଇନ ପକ୍ଷରୁ ୭୧ଶିଶୁ ଉଦ୍ଧାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨ା୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଏବଂ ଗଦାପୁର ଅଞ୍ଚଳରେ ବେଆଇନ ଭାବେ ଚାଲିଥିବା ଛାତ୍ରାବାସ ଉପରେ ଜିଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ନେଇଛି। ଜିଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରଣଙ୍କ ନେତୃତ୍ୱରେ ସିଡବ୍ଲ୍ୟୁସି କଳ୍ପନା ମହାନ୍ତି, ଶିବ...

କନ୍ଧମାଳ ଜିଲାପାଳଙ୍କ ଶ୍ରାନିକେତା ଗସ୍ତବିଦ୍ୟାଳୟ, ପଞ୍ଚାୟତ କାର୍ଯ୍ୟାଳୟର ସ୍ଥିତି ପରଖିଲେ

ଦାରିଙ୍ଗବାଡ଼ି,୨।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତ ଅଞ୍ଚଳକୁ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଶ୍ରାନିକେତା ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସେଠାରେ କେହି କର୍ମଚାରୀ ନଥିବା ଜାଣି ଉଦ୍‌ବେଗ ପ୍ରକାଶ କରିବା ସହ...

ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇଲେ ଛାତ୍ରୀଛାତ୍ର

ଶଙ୍କରାଖୋଲ,୨ା୮(ଡି.ଏନ.ଏ.)- ଶଙ୍କରାଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟ ଗେଟ ସମ୍ମୁଖରେ ଗୁରୁବାର ସକାଳେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ତାଲା ପକାଇ ବିକ୍ଷୋଭ କରିଥିଲେ। ଗଣଶିକ୍ଷା ବିଭାଗର ନିୟମ ଅନୁଯାୟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ଉଚ୍ଚ ବିଦ୍ୟାଳୟରେ ମିଶିବା ପାଇଁ ନିର୍ଦ୍ଦେଶ...

ମାଓବାଦୀଙ୍କ ଶହୀଦ ସପ୍ତାହ : ଲାଗିଲା ମାଓ ପୋଷ୍ଟର, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୩୧।୭(ଡି.ଏନ.ଏ): ମାଓବାଦୀଙ୍କ ଶହୀଦ ସପ୍ତାହର ଚତୁର୍ଥ ଦିନ ଅର୍ଥାତ ବୁଧବାର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅନ୍ତର୍ଗତ ସିମନବାଡ଼ିର ଏକ ଦୋକାନ ସମ୍ମୁଖରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ।...

ଶ୍ରେଣୀଗୃହ ଅର୍ଥ ତୋସରପାତ ମାମଲା: ପ୍ରଧାନଶିକ୍ଷକଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧ା୭ – ଏକ ଶ୍ରେଣୀଗୃହ ନିର୍ମାଣ ବାବଦ ଅର୍ଥ ତୋସରପାତ ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୬...

ଗଛରେ ପିଟିହେଲା ମିକ୍ସର ମେଶିନ, ଯନ୍ତ୍ରୀ ମୃତ

ତୁମୁଡ଼ିବନ୍ଧ,୩୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧର ଡଡ଼ଙ୍ଗ ନିକଟରେ ସୋମବାର ବିଳମ୍ବିତ ରାତିରେ ମିକ୍ସର ମେଶିନ ଗାଡ଼ି ଗଛରେ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୂର୍ଯ୍ୟକାନ୍ତ ସେନାପତି।(୨୫)। ସୂର୍ଯ୍ୟକାନ୍ତ ଆର୍‌କେଡି ଠିକା ସଂସ୍ଥାର କାର୍ଯ୍ୟରତ ଯନ୍ତ୍ରୀ ବୋଲି...

ସାଢ଼େ ୯ କୁଇଣ୍ଟାଲ ଗଞ୍ଜେଇ ଜବତ ଘଟଣା: ପୁଣି ଗଞ୍ଜେଇ ଚାଲାଣ ଗାଡ଼ି ମାଲିକ ଗିରଫ

ଫୁଲବାଣୀ ଅଫିସ, ୩୦୭-ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ବାଲନ୍ଦାପଡା ଫାଣ୍ଡି ଅଞ୍ଚଳରେ ପୋଲିସ ୨୧ ତାରିଖରେ ଏକ ଗାଡିରୁ ୯ କୁଇଣ୍ଟାଲ ୫୪ କେଜି ଗଞ୍ଜେଇ ଜବତ କରିଥିଲା। ଏହି ଘଟଣାରେ ୨ ଜଣଙ୍କୁ ଧରିଥିବାବେଳେ ଗାଡି ଜବତ କରିଥିଲେ।...

ଆର୍‌ଟିଆଇ ସଂଶୋଧନକୁ ବିରୋଧ

ଫୁଲବାଣୀ ଅଫିସ, ୨୮।୭-କେନ୍ଦ୍ର ସରକାର ଆରଟିଆଇ ବିଲ୍‌ ସଂଶୋଧନ ଆଣି ଉଭୟ ସଦନରେ ପାରିତ କରିଛନ୍ତି। ହେଲେ ଏହା ଠିକ୍‌ ନୁହେଁ ବୋଲି ଆର୍‌ଟିଆଇ (ଜନ ସୂଚନା ଅଧିକାର) କର୍ମୀ କହିଛନ୍ତି। ଏହି କ୍ରମରେ ରବିବାର ଫୁଲବାଣୀର ସୂଚନା ଅଧିକାରୀ...

ମାଓବାଦୀଙ୍କ ଶହୀଦ ସପ୍ତାହ ଆରମ୍ଭ : ପ୍ରଶାସନ ପକ୍ଷରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ସରକାରୀ ବସ୍‌ ଚଳାଚଳ ବନ୍ଦ

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ.) : କନ୍ଧମାଳ ଜିଲାରେ ମାଓବାଦୀଙ୍କ ଶହୀଦ ସପ୍ତାହ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଦାରିଙ୍ଗବାଡ଼ି ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହେବା ସହ ସରକାରୀ ବସ୍‌ ଚଳାଚଳକୁ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri