କନ୍ଧମାଳ

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ ଚର୍ଚ୍ଚ ଓ ପ୍ରାର୍ଥନା ଗୃହରେ ମହାଆଡ଼ମ୍ବରରେ ପାଳିତ ହୋଇଛି । ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ ମେରୁଦଣ୍ଡ ଭାଙ୍ଗିଗଲା ବୋଲି ସେ କହିଛନ୍ତି। ଗଣେଶଙ୍କ ସମେତ ୪ ମାଓବାଦୀ ନିହତ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଦୁଇ କୁଖ୍ୟାତ ମାଓବାଦୀ ଟଳି ପଡ଼ିଛନ୍ତି। ତୁମୁଡିବନ୍ଧ ବ୍ଲକ ବେଲଘର ପେଡମ ଜଙ୍ଗଲରେ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ ଅଞ୍ଚଳରେ। ପଡୋଶୀ ଗଞ୍ଜାମ ଜିଲା ଏବଂ ଏହି ଚାରୋଟି ପଞ୍ଚାୟତକୁ ସଂଯୋଗ କରୁଛି...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ର ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ ନଗଦ ଟଙ୍କାର ଯାଞ୍ଚ କରାଯିବ। ଏଭଳି ଧମକ ଦେଇ ଘରେ ପଶିବା ପରେ...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ହୋଇଛି। କିଛି ଦିନ ହେଲା ବିଭିନ୍ନ ମଣ୍ଡଳୀ ସମେତ ପ୍ରମୁଖ ଚର୍ଚ୍ଚଗୁଡ଼ିକରେ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି। ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ହାଟରେ ବ୍ୟବସାୟ ଚାଲୁଛି। ତେବେ ଜନଜାତି ହାଟ ପଦା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ କେଉଁ ଦିନ ଆସିବେ ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ୨...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବଡଦିନ ଉତ୍ସବ ଏବଂ ନୂଆବର୍ଷ କିପରି ଶାନ୍ତି ଶୃଙ୍ଖଳାର...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ, ସାର୍ବଜନୀନ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମଧ୍ୟ ଯୋଗଦାନ କରିବେ...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା ଦେଖିବାକୁ ମିଳିଛି। ଜଙ୍ଗଲର ଅତି ନିକଟରେ ଘର କରି ରହୁଥିବା ପରିବାର ଭୟଭୀତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri