କନ୍ଧମାଳ

ଦାରିଙ୍ଗବାଡ଼ିରେ ପ୍ରବଳ ବର୍ଷା: ନାଳରେ ଭାସିଯିବା ବେଳେ ଯୁବକ ଉଦ୍ଧାର

ଦାରିଙ୍ଗବାଡ଼ି,୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ପ୍ରବଳ ବର୍ଷା ହୋଇଛି। ସକାଳ ୭ଟାରୁ ବର୍ଷା ଆରମ୍ଭ ହୋଇ ଅପରାହ୍ନରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇଥିଲା। ଅଞ୍ଚଳର ସମସ୍ତ ଛୋଟବଡ଼ ନାଳରେ ଜଳସ୍ତର ବୃଦ୍ଧି ପାଇବା ସହ ଚାଷ ଜମି ଜଳମଗ୍ନ...

୧୪ କେଜି ଗଞ୍ଜେଇ ଜବତ: ୩ ଗିରଫ

କୋଟଗଡ଼, ୬।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ବାରଖମା-ରେବିଙ୍ଗିଆ ରାସ୍ତା ଗ୍ୟାସ୍‌ ଡିପୋ ନିକଟରେ ବାଲିଗୁଡ଼ା ପୋଲିସ ମଙ୍ଗଳବାର ଚଢ଼ାଉକରି ୧୪ କେଜି ୮୦୦ ଗ୍ରାମ୍‌ ଗଞ୍ଜେଇ ସହ ଏକ ମୋଟରସାଇକେଲ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩...

କାର ଦୁର୍ଘଟଣାରେ ୬ ଗୁରୁତର

ଜି.ଉଦୟଗିରି,୫ା୮(ଡି.ଏନ.ଏ.): ଜି.ଉଦୟଗିରି ଥାନାଞ୍ଚଳ କଳିଙ୍ଗାରୁ ୨ କିମି ଦୂର ଗଦିଙ୍ଗିଆ ଛକଠାରେ ସୋମବାର ଅପରାହ୍ନ ୩ଟାରେ ଏକ କାର ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିବାରୁ ଚାଳକ ସମେତ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ସୋନୁ ପଣ୍ଡା,...

ମିକ୍ସର ମେଶିନରେ ହାତ କଟି ଠିକାଦାର ଗୁରୁତର

ଦାରିଙ୍ଗବାଡ଼ି,୫।୮(ଡି.ଏନ.ଏ) -ଦାରିଙ୍ଗବାଡ଼ିର ଠିକାଦାର ନିରଞ୍ଜନ ପ୍ରଧାନ ନିଜ ମିକ୍ସର ମେଶିନ ସଜାଡ଼ୁଥିବା ବେଳେ ହାତକଟି ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରୁ ଅଧିକ ଚିକିତ୍ସା ପାଇଁ ନିରଞ୍ଜନଙ୍କୁ ବ୍ରହ୍ମପୁର ପଠାଯାଇଛି।...

ଶିକ୍ଷକ ନିଯୁକ୍ତି ଦାବିରେ ଧାରଣାରେ ବସିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ଧାରଣା ଦେଇଥିବା ଦେଖିବାକୁ ମିଳିଛି। ତୁମୁଡ଼ିବନ୍ଧ ବ୍ଲକର ଝିରୀପାଣି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ପଢୁଥିବା...

ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ, ବଦଳିଲେ ୩ ଶିକ୍ଷକ

ବାଲିଗୁଡା,୫ା୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ବିଦ୍ୟାଳୟକୁ ନିଶାସକ୍ତ ଅବସ୍ଥାରେ ଆସି ପାଠ ପଢିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ କରିବା ମହଙ୍ଗା ପଡିଛି। ବିଭାଗୀୟ ତଦନ୍ତ ପରେ ସମ୍ପୃକ୍ତ ଶିକ୍ଷକଙ୍କ ସମେତ ଅନ୍ୟ ୨ ଶିକ୍ଷକଙ୍କୁ ବଦଳି କରାଯାଇଛି। ପ୍ରକାଶ...

ମଦ୍ୟପ ପ୍ରଧାନଶିକ୍ଷକ ପିଲାଙ୍କୁ ଡରାଇବା ଘଟଣା : ବଦଳିଲେ ୩ ଶିକ୍ଷକ

ବାଲିଗୁଡ଼ା,୪।୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନଶିକ୍ଷକ ବିଦ୍ୟାଳୟକୁ ମଦ୍ୟପାନ କରି ଆସି ପାଠ ପଢ଼ିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବାରୁ ପିଲାମାନେ ମଧ୍ୟାହ୍ନଭୋଜନ ସମୟରେ ଭୟରେ ଘରକୁ ଫେରି ଆସିଥିଲେ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ...

୬ ନାବାଳିକା, ୨୦ ନାବାଳକ ଉଦ୍ଧାର

ଫୁଲବାଣୀ ଅଫିସ, ୪ା୮ -ଫୁଲବାଣୀ ଟାଉନ ଥାନା ପୋଲିସ ପରି-୩ର କାର୍ଯ୍ୟକ୍ରମରେ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରିଛି ା ଏହି କ୍ରମରେ ଫୁଲବାଣୀ ପୌର ପରିଷଦ ଅଞ୍ଚଳର କୁମ୍ଭାରପଡ଼ାରେ ଏକ ବେଆଇନ ଚାଇଲ୍ଡ ହୋମ(ଗ୍ରେସ୍‌ ଇଣ୍ଡିଆ) ଚାଲୁଥିବା ଖବର...

ଲକ୍ଷାଧିକ ଟଙ୍କାର ପଲିଥିନ୍‌, ଗୁଟ୍‌ଖା, ପ୍ଲାଷ୍ଟିକ ସାମଗ୍ରୀ ଜବତ

ବାଲିଗୁଡ଼ା,୩।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପକ୍ଷରୁ ଶନିବାର ବାଲିଗୁଡା ଇଲେକ୍ଟ୍ରି ସାହିର ଟୁକୁନା ପାତ୍ରଙ୍କ ଗୋଦାମ ଘରେ ଅଚାନକ ଚଢ଼ାଉ କରାଯାଇଛି । ସେଠାରୁ ଲକ୍ଷାଧିକ ଟଙ୍କାର ପଲିଥିନ,ଗୁଟୁଖା ଓ ପ୍ଲାଷ୍ଟିକ ସାମଗ୍ରୀ ଜବତ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ...

ଦୁର୍ଘଟଣାଗ୍ରସ୍ତ କାର୍‌ ଛାଡ଼ି ଚାଳକ ଫେରାର, ମୃତାହତଙ୍କ ସୁରାକ ମିଳିନି

ଦାରିଙ୍ଗବାଡ଼ି,୩।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗାଁ ଶେଷମୁଣ୍ଡରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । କାର୍‌ଟିର ନମ୍ବର ନ ଥିବା ବେଳେ ଅଦ୍ୟାବଧି କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟାଇ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ସେନେଇ...

ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରେ ମାଓବାଦୀ ବିରୋଧୀ ପୋଷ୍ଟର: ଶହୀଦ ସପ୍ତାହକୁ ନିନ୍ଦା ଦିବସ ରୂପେ ପାଳିବାକୁ ଆହ୍ବାନ

ବାଲିଗୁଡ଼ା,୩।୮(ଡି.ଏନ୍‌.ଏ.): ମାଓବାଦୀଙ୍କ ଶହୀଦ ସପ୍ତାହରେ କନ୍ଧମାଳ ଜିଲା ବାଲିଗୁଡା ବସଷ୍ଟାଣ୍ଡରେ ମାଓବାଦୀ ବିରୋଧୀ ପୋଷ୍ଟର ଦେଖିବାକୁ ମିଳିଛି। ଆଣ୍ଟି ନକ୍ସଲ ପିପୁଲ ପିସ୍‌ ଫୋର୍ସ ପକ୍ଷରୁ ଏହି ପୋଷ୍ଟର ଜାରି କରାଯାଇଥିବା ଉଲ୍ଲେଖ ରହିଛି। ଜୁଲାଇ ୩୦ରୁ ଅଗଷ୍ଟ ୫...

ଚାଇଲ୍ଡ ଲାଇନ ପକ୍ଷରୁ ୭୧ଶିଶୁ ଉଦ୍ଧାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨ା୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଏବଂ ଗଦାପୁର ଅଞ୍ଚଳରେ ବେଆଇନ ଭାବେ ଚାଲିଥିବା ଛାତ୍ରାବାସ ଉପରେ ଜିଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ନେଇଛି। ଜିଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରଣଙ୍କ ନେତୃତ୍ୱରେ ସିଡବ୍ଲ୍ୟୁସି କଳ୍ପନା ମହାନ୍ତି, ଶିବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri