ଘରେ ପଶି ୮୦ ହଜାର ଲୁଟିନେବା ସହ ମହିଳାଙ୍କୁ ଅସଦାଚରଣ ଅଭିଯୋଗ : ମୋବାଇଲ ଛାଡ଼ି ଚାଲିଗଲେ ଲୁଟେରା, ତଦନ୍ତ ଆରମ୍ଭ
ଦାରିଙ୍ଗବାଡ଼ି,୧୬।୯(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ କିଛିଦିନର ନିରବତା ପରେ ପୁଣି ଲୁଟ୍ପାଟ ଆରମ୍ଭ ହୋଇଛି। ଆଗକୁ ଶାରଦୀୟ ପୂଜା ରହିଥିବା ବେଳେ ଏବେ ଚୋରି ଡକାୟତି ବୃଦ୍ଧି ପାଇଛି। ଏଭଳି ଏକ ଘଟଣା ରବିବାର ବିଳମ୍ବିତ...