ମହିଳା ଜୀବିକା ସୁରକ୍ଷା ମଞ୍ଚର ବିକ୍ଷୋଭ
ଫିରିଙ୍ଗିଆ, ୨୭ା୯- ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ ଦାବିରେ ଫିରିଙ୍ଗିଆ ମହିଳା ଜୀବୀକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ତହସିଲ କାର୍ଯ୍ୟାଳୟ ଫାଟକ ପାଖରେ ଧାରଣା ଦିଆଯାଇଛି। ପରେ ଏକ ଦାବିପତ୍ର ତହସିଲଦାରଙ୍କୁ ପ୍ରଦାନ...