ସପ୍ତାହେ ହେଲା ବ୍ରାହ୍ମଣୀଗାଁ ଅଞ୍ଚଳରେ ବିଦ୍ୟୁତ, ମୋବାଇଲ ସେବା ବାଧାପ୍ରାପ୍ତ
ଦାରିଙ୍ଗବାଡ଼ି,୧୧।୮(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ସମେତ ଦାରିଙ୍ଗବାଡ଼ିରେ ଗତ କିଛିଦିନ ହେଲା ମୋବାଇଲ ସେବା ବାଧାପ୍ରାପ୍ତ ହୋଇଛି। ବ୍ରାହ୍ମଣୀଗାଁ ସମେତ ଗଦାପୁର, ତାଜୁଙ୍ଗିଆରେ ଏକ ସପ୍ତାହ ହେଲା ଏହି ସେବା ବନ୍ଦ ରହିଥିବା ବେଳେ...