କନ୍ଧମାଳ

ଦୀର୍ଘବର୍ଷ ହେଲା ନିଯୁକ୍ତି ନାହିଁ, ଆମରଣ ଅନଶନରେ ବସିଲେ ସମବାୟ ସମିତି ବୋର୍ଡ ସଦସ୍ୟ

ଦାରିଙ୍ଗବାଡ଼ି,୨୦ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ବୃହତ ବହୁମୁଖୀ ସମବାୟ ସମିତି ଲିଃ ସମ୍ମୁଖରେ ଗୁରୁବାର ସକାଳୁ ସମିତିର ବୋର୍ଡ ସଦସ୍ୟମାନେ ଆମରଣ ଅନଶନରେ ବସିଛନ୍ତି। ଉକ୍ତ ସମବାୟ ସମିତି ଅଧୀନରେ ରହିଥିବା ୧୨ଟି ବିକ୍ରୟ କେନ୍ଦ୍ର ରହିଛି।...

ବିଡିଓଙ୍କୁ ଭେଟିଲେ ଭାଜପା କର୍ମକର୍ତ୍ତା

ରାଇକିଆ,୧୯ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଭାଜପା ମଣ୍ଡାସର ମଣ୍ଡଳ ତରଫରୁ କର୍ମକର୍ତ୍ତାମାନେ ରାଇକିଆ ନୂତନ ବିଡିଓ ସବ୍ୟସାଚୀ ସାହୁଙ୍କୁ ଭେଟି ସାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କାଙ୍କ ନେତୃତ୍ୱରେ ମଣ୍ଡାସର ଅଞ୍ଚଳରେ ଯେପରି ବିକାଶ ମୂଳକ...

ସୁନୀତା ଓ୍ବିଲିୟମଙ୍କ ନାଁରେ ଉତ୍ସର୍ଗ ହେଲା ଓୟୁଜେ ବୈଠକ

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଡୁଲୁରୀ ପାଇନବଣ ପରିସରରେ ବୁଧବାର ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ )ର ସାଧାରଣ ବୈଠକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୟୁନିୟନର କନ୍ଧମାଳ ଶାଖାର ଜିଲା ସଭାପତି ସୁଜିତ...

ବିଲାବାଡ଼ି ବୁଲାଣିରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୫ ଗୁରୁତର

ଖଜୁରୀପଡ଼ା ୧୮ା୩( ବିଦୁର ବେହେରା)- କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଜାମଝୋରି ନିକଟସ୍ଥ ବିଲାବାଡ଼ି ବୁଲାଣିରେ ମଙ୍ଗଳବାର ଅପରାହ୍ନରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବିନାୟକ ରାଜସ୍ବଦୀପ। ଏଥିରେ...

ବନାଗ୍ନି ରୋକିବାକୁ ବନ ବିଭାଗର ଅଭିନବ ପ୍ରୟାସ : ପଥ ପ୍ରାନ୍ତ ନାଟକ ମାଧ୍ୟମରେ ଉପାନ୍ତ ଅଞ୍ଚଳରେ ଜନ ସଚେତନତା

ବାଲିଗୁଡା, ୧୮।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଡ଼ିଏଫଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ରେଞ୍ଜର ହରିହର ବେହେରାଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ଫରେଷ୍ଟର ଯୋଗେଶ୍ୱର ଧାରୁଆ ଇନଚାର୍ଜ ଫରେଷ୍ଟର ସନ୍ତୋଷ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ ବିଟ...

ଅନାସ୍ଥା ଭୋଟ ନ ହେବା ଘଟଣା: ତହସିଲ କାର୍ଯ୍ୟାଳୟରେ ତାଲା ପକାଇ ୱାର୍ଡ ସଭ୍ୟାସଭ୍ୟଙ୍କ ବିକ୍ଷୋଭ, ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧୮।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକଙ୍କ ଅନାସ୍ଥା ସମ୍ପର୍କରେ ଆଲୋଚନା ଓ ଗୁପ୍ତ ଭୋଟ ପାଇଁ ସୋମବାର ବାଲିଗୁଡା ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶରତ ଶବର ପ୍ରିଜାଇଡିଂ...

୨୧ରୁ କନ୍ଧମାଳ ମହୋତ୍ସବ : ରାଇକିଆରେ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆରମ୍ଭ

ରାଇକିଆ,୧୮।୩(ପ୍ରଦୀପ ବେହେରା): ୨୧ ତାରିଖରୁ ଆରମ୍ଭ ହେବାକୁ ଥିବା କନ୍ଧମାଳ ମହୋତ୍ସବ ଅବସରରେ ରାଇକିଆ ଜୀବନ ଜ୍ୟୋତି ମହାବିଦ୍ୟାଳୟ ଖେଳ ପଡ଼ିଆଠାରେ ବ୍ଲକ ପ୍ରଶାସନ ତରଫରୁ ମଙ୍ଗଳବାର ଛାତ୍ରୀଛାତ୍ରଙ୍କୁ ନେଇ ବ୍ଲକ ସ୍ତରୀୟ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଅଟୋ, ଭିତରେ ଥିଲେ ଯାତ୍ରୀ

ଖଜୁରୀପଡ଼ା ୧୭।୩( ବିଦୁର ବେହେରା): ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦର ଛକ ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଭିତରେ ଥିବା ୬ ଜଣ ଯାତ୍ରୀ ସମେତ ଅଟୋ ଚାଳକ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି...

ତହସିଲ କାର୍ଯ୍ୟାଳୟରେ ଭିଡ଼:  ମିଳୁନି ପ୍ରମାଣପତ୍ର, ସମସ୍ୟା ଭୋଗୁଛନ୍ତି….

ଦାରିଙ୍ଗବାଡି,୧୭।୩ (ଅରୁଣ ସାହୁ): ବିଦ୍ୟାଳୟ ସମେତ ମହାବିଦ୍ୟାଳୟ ଆଦିରେ ଛାତ୍ରୀଛାତ୍ର ନାମ ଲେଖେଇବା ପାଇଁ ଆବଶ୍ୟକ ପଡୁଛି କାଷ୍ଟ, ଇନ୍‌କମ୍‌ ଓ ରେସିଡେନ୍ସ ପ୍ରମାଣ ପତ୍ର। ମାତ୍ର ଏହି ପ୍ରମାଣପତ୍ର  କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରେ ସଠିକ ସମୟରେ...

ସରପଞ୍ଚଙ୍କ ବିରୋଧରେ ହେଲାନି ଅନାସ୍ଥା ଭୋଟ୍‌, ନିରାଶରେ ଫେରିଲେ ଓ୍ବାର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡ଼ି,୧୭ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକଙ୍କ ବିରୋଧରେ ଉକ୍ତ ପଞ୍ଚାୟତର ଓ୍ବାର୍ଡ ସଭ୍ୟାସଭ୍ୟମାନଙ୍କ ଅନାସ୍ଥା ପାଇଁ ଜାନୁଆରୀରେ ବାଲିଗୁଡ଼ା ଉପଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଥିଲା। ଏହି କ୍ରମରେ ବାଲିଗୁଡ଼ା ଉପାଜିଲାପାଳଙ୍କ ନିର୍ଦ୍ଦେଶ...

ଦିନେ ଛାଡ଼ି ଦିନେ ହେଉଛି ପାନୀୟ ଜଳ ଯୋଗାଣ: ବର୍ଷା ଅପେକ୍ଷାରେ ଅଞ୍ଚଳବାସୀ

ରାଇକିଆ,୧୭ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସହରର ପାନୀୟ ଜଳ ଯୋଗାଣ ହେଉଛି ଏକ ପ୍ରମୁଖ ସମସ୍ୟା। ସହରବାସୀଙ୍କ ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଏବେବି ଅପହଞ୍ଚ ହୋଇ ରହିଛି । ୩୦ ବର୍ଷ ତଳର ପୁରୁଣା ଜଳ...

ସୁନ୍ଦର ଓ ସବୁଜ ଦାରିଙ୍ଗବାଡି ପାଇଁ  ପ୍ରୟାସ 

ଦାରିଙ୍ଗବାଡି,୧୬ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଏକ ଫୋରମ ଗଠନ କରାଯାଇ ପ୍ରତେକ ରବିବାର ସକାଳ ସମୟରେ ଦାରିଙ୍ଗବାଡିର ସରକାରୀ କାର୍ଯ୍ୟାଳୟ ସମେତ ପର୍ଯ୍ୟଟନକ୍ଷେତ୍ରର ସଫେଇ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image