ଦାରିଙ୍ଗବାଡିରେ ତାପମାତ୍ରା କମିଲା, ସର୍ବନିମ୍ନ ୧୨.୫ ଡିଗ୍ରୀ
ଦାରିଙ୍ଗବାଡି, ୧୬।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରୁ ତାପମାତ୍ରା ହ୍ରାସ ଘଟିଛି। ଶନିବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୧୨.୫ ଡିଗ୍ରୀ ରେକର୍ଡ ସଂଗ୍ରହ କରାଯାଇଛି। ଏହା ପୂର୍ବରୁ ୧୫ ଡିଗ୍ରୀ ଉପରକୁ...