ମାଣ୍ଡିପଙ୍କାରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନ: ସ୍ଥିତି ଅନୁଧ୍ୟାନ ସହ ପୁଣି ଉଠାଇଲେ ବ୍ରାହ୍ମଣୀଗାଁ ବ୍ଲକ ଦାବି ପ୍ରସଙ୍ଗ
ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ମାଣ୍ଡିପାଙ୍କାରେ ଖାଦ୍ୟ ଅଭାବରୁ ଲୋକେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ...