ଆମ୍ବ ଟାକୁଆ ଖାଇ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି ୬ ବ୍ୟକ୍ତି: ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଆରମ୍ଭ
ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାରଙ୍କ ପରିବାର ଓ ସ୍ବାସ୍ଥ୍ୟ ବିଭାଗର ମନ୍ତ୍ରୀ। ସେପଟେ ସ୍ବାସ୍ଥ୍ୟ...