କନ୍ଧମାଳ

ଧାରଣାରେ ପାଚିକା, ରୋଷେଇ କଲେ ଶିକ୍ଷୟିତ୍ରୀ-ଶିକ୍ଷକ

ବାଲିଗୁଡ଼ା,୨୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମ୍‌ଜି ଛକରେ ବିଭିନ୍ନ ଦାବି ନେଇ ଆନ୍ଦୋଳନ କରୁଛି ପାଚିକା ସଂଘ। ପାଚିକା ସଂଘର ଆନ୍ଦୋଳନ ଯୋଗୁ ସ୍କୁଲଗୁଡ଼ିକ ପ୍ରଭାବିତ ହୋଇଛି ପିଲାଙ୍କ ମଧ୍ୟାହ୍ନଭୋଜନ। ସ୍କୁଲ ପିଲାଙ୍କ ମଧ୍ୟାହ୍ନଭୋଜନ ବନ୍ଦ ହୋଇଗଲେ...

ପୁରୁଣା ଡ୍ରେନ୍‌ ଉପରେ ନୂଆ କାର୍ଯ୍ୟ ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ସିକାକେତା ପର୍ଯ୍ୟନ୍ତ ୧୫ କିମି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ୨୦୨୨ ଜୁନ୍‌ରୁ ଆରମ୍ଭ କରାଯାଇଥିବା କାର୍ଯ୍ୟ ଅତି ନିମ୍ନମାନର କରାଯାଉଥିବା ବେଳେ ବିଳମ୍ବ ହେଉଛି। ଫଳରେ ଲାଇଫ୍‌ଲାଇନ୍‌ କୁହାଯାଉଥିବା...

ପାନୀୟ ଜଳରୁ ବଞ୍ଚିତ କିରାମାହାବାସୀ

ବ୍ରାହ୍ମଣୀଗାଁ,୨୬ା୯(ମନୋରଞ୍ଜନ ରଣା): ପ୍ରକଳ୍ପ ଅଛି ହେଲେ ମିଳୁନି ବସୁଧା ପାନୀୟ ଜଳ। ସାଧାରଣ ଫ୍ୟୁଜ୍‌ଟିଏ ପକାଯାଇ ନ ଥିବାରୁ ଦୁଇମାସ ହେଲାଣି ପାନୀୟ ଜଳ ପାଇବାରୁ ବଞ୍ଚିତ ହୋଇଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ଝିଞ୍ଜିରୀଗୁଡା ପଞ୍ଚାୟତର କିରାମାହାବାସୀ।...

ବୟସ ଷାଠିଏ ଅତିକ୍ରାନ୍ତ, ମିଳୁନି ଭତ୍ତା

ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ): ବୟସ ୬୦ ଅତିକ୍ରାନ୍ତ କଲାଣି ଏକାଧିକ ଲୋକଙ୍କ ଅଣ୍ଟା ନଇଁ ଗଲାଣି, ଚାଲିବାକୁ ସାହାରା ଦରକାର ପଡୁଛି। ହେଲେ ଆଧାର କାର୍ଡରେ ବୟସ ସଠିକ ରହିଥିବା ବେଳେ ଭୋଟ ପରିଚୟ ପତ୍ରରେ ତ୍ରୁଟି ଯୋଗୁ...

ନିମ୍ନ ମାନର ରାସ୍ତା, ଭୁଶୁଡିଲା ପିଏମ୍‌ଜିଏସ୍‌ୱାଇ କଲଭର୍ଟ

ଫୁଲବାଣୀ/ଗୋଛାପଡା,୨୪।୯: (ରାକେଶ କୁମାର ରାଉତ/ରୋହିତ କହଁର): କନ୍ଧମାଳ ଜିଲାରେ ପ୍ରଧାନ ମନ୍ତ୍ରୀ ସଡ଼କ ଯୋଜନାରେ ହେଉଥିବା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଛି। ଦୀର୍ଘ ବର୍ଷ ଧରି ଅଧିକାରୀମାନେ ଗୋଟିଏ ଷ୍ଟେଶନରେ ରହି ଥିବାରୁ ଏହି ଯୋଜନାରେ ହେଉଥିବା କାର୍ଯ୍ୟ ଠିକାଦାରମାନେ...

ସମସ୍ୟା ଘେରରେ ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରଟି ନାହିଁ ନାହିରେ ଚାଲିଛି। ରୋଗୀଙ୍କୁ ସେବା ଯୋଗାଇବା ପାଇଁ ଡାକ୍ତର, ଫାର୍ମାସିଷ୍ଟ, ଆୟୁଷ ଡାକ୍ତର, ଆଟେଣ୍ଡାଣ୍ଟ ରହିଥିଲେ ସୁଦ୍ଧା ଆରୋଗ୍ୟ...

ବସ ଭଡ଼ା ନିର୍ଦ୍ଧାରିତ ଦରଠାରୁ ଅଧିକ ନେବାରୁ ଅସନ୍ତୋଷ: ଆନ୍ଦୋଳନ ପାଇଁ ଚେତାବନୀ

ଦାରିଙ୍ଗବାଡି,୨୧।୯(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଯାତାୟତ କରୁଥିବା ଯାତ୍ରୀବାହୀ ଘରୋଇ ଓ ସରକାରୀ ବସଗୁଡିକର ଦୌରାତ୍ମ୍ୟ ବୃଦ୍ଧି ପାଇଥିବା ଅଭିଯୋଗ ହୋଇଛି। ସରକାରଙ୍କ ନିର୍ଦ୍ଧାରିତ ଦର ଠାରୁ ଅଧିକ ଅର୍ଥ ଯାତ୍ରୀମାନଙ୍କଠାରୁ ସଂଗ୍ରହ କରାଯାଉଥିବା ନେଇ ଅଞ୍ଚଳରେ...

ସମସ୍ୟା ଘେରରେ ସିମନବାଡି ସ୍ବାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡି,୨୧।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଥିବା ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରଟି ନାହିଁ ନାହିଁରେ ଚାଲିଛି। ଆରୋଗ୍ୟ କେନ୍ଦ୍ରରେ ଦୈନିକ ଶତାଧିକ ରୋଗୀ ଚିକିତ୍ସା ପାଇଁ ଆସୁଛନ୍ତି। ସେମାନଙ୍କୁ ଆବଶ୍ୟକ ଇଞ୍ଜେକ୍ସନ, ସେଲାଇନ...

ଏପଟେ ମରାମତି, ସେପଟେ ଭୁଶୁଡୁଛି

ଦାରିଙ୍ଗବାଡ଼ି,୨୦ା୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ଜାତୀୟ ରାଜପଥର ଏକାଧିକ ସ୍ଥାନରେ ଗାର୍ଡଓ୍ବାଲ ଭୁଶୁଡି ଯାଇଛି। ଏହାର ମରାମତି ଆରମ୍ଭ ହୋଇଥିବା ବେଳେ ପୁଣି ଆଉ ଗୋଟିଏ ସ୍ଥାନରେ ଭୁଶୁଡ଼ି ପଡ଼ିଛି। ଆହୁରି...

୬ମାସରେ ଧସିଲା ରାଜପଥ ଗାର୍ଡୱାଲ

ଦାରିଙ୍ଗବାଡି,୧୯ା୯(ଅରୁଣ ସାହୁ): ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ଜାତୀୟ ରାଜପଥର ଗାର୍ଡୱାଲ ଧସି ଯାଇଛି। ଅତି ନିମ୍ମ ମାନର କାର୍ଯ୍ୟ ଯୋଗୁ ନିର୍ମାଣର ମାତ୍ର ୬ ମାସ ମଧ୍ୟରେ ଗାର୍ଡୱାଲ ଭୁଶୁଡି ପଡ଼ିଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।...

ଶିକ୍ଷକଙ୍କ ଆନ୍ଦୋଳନକୁ ସମର୍ଥନ କରି ଅଭିଭାବକଙ୍କ ଧାରଣା

ବାଲିଗୁଡ଼ା,୧୮।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଶିକ୍ଷକଙ୍କ ଆନ୍ଦୋଳନ ସୋମବାର ୧୦ ଦିନରେ ପହଞ୍ଚିଛି। ଆନ୍ଦୋଳନ ଯୋଗୁ କନ୍ଧମାଳ ଜିଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି । ଇତି ମଧ୍ୟରେ ଶିକ୍ଷକଙ୍କ ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ...

ବିଭିନ୍ନ ପ୍ରକଳ୍ପ ବୁଲିଲେ ଜିଲାପାଳ: ଶୁଣିଲେ ଲୋକଙ୍କ ଅଭିଯୋଗ

ଦାରିଙ୍ଗବାଡ଼ିି,୧୮।୯(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ସୋମବାର ଦାରିଙ୍ଗବାଡ଼ି ବ୍ଲକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି। ପୂର୍ବାହ୍ନ ୧୦ଟାରେ ଦାରିଙ୍ଗବାଡି ପହଞ୍ଚି ପ୍ରଥମେ ଇକୋ ରିଟ୍ରିଟ ସ୍ଥଳ ବୁଲି ଦେଖିଥିଲେ। ଆସନ୍ତା ଡିସେମ୍ବରରୁ ଇକୋରିଟ୍ରିଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri