କନ୍ଧମାଳ

ମହିଳାଙ୍କୁ ପରିଚୟ ଦେଇଛି କନ୍ଧମାଳ ଷ୍ଟ୍ରବେରି

ଭୁବନେଶ୍ୱର,୧।୨(ଶର୍ମିଷ୍ଠା ପାଣିଗ୍ରାହୀ)ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍‌ରେ ବେଶ୍‌ ଭିଡ଼ ଜମୁଛି। ଗୋଟିଏ ପ୍ୟାକେଟର ମୂଲ୍ୟ ୧୦୦ଟଙ୍କା ରହିଛି। ଯିଏ ଯାଉଛି, ସିଏ କିଣୁଛି। ଜଣେ ଗ୍ରାହକ କହିଥିଲେ, ଆମ ମାଟିରେ ଷ୍ଟ୍ରବେରି ଫଳୁଛି। ଆମେ ଯଦି ଏହାକୁ କିଣି...

ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର: ୨ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ

ଫୁଲବାଣୀ,୨୯।୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ଜିଲା ଦୌରାଜଜ୍‌ ସତ୍ୟପୀର ମିଶ୍ର ସୋମବାର ଏକ ଗଣବଳାତ୍କାର ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡ ଶୁଣାଇଛନ୍ତି ା ଏଥିସହ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏ...

୧୩ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡ଼ି,୨୯।୧(ଅରୁଣ ସାହୁ): ରାଜ୍ୟର ବିଭିନ୍ନ ଜିଲାରେ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ କରାଯାଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବାକି ରହିଥିବା ୧୩ଟି ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ କରାଯାଉଛି। ସୋମବାର ସନ୍ଧ୍ୟାରେ ବିଦ୍ୟାଳୟଗୁଡିକୁ ମୁଖ୍ୟମନ୍ତ୍ରୀ ନବୀନ...

ଜି.ଉଦୟଗିରିକୁ ପୁଣି ଫେରିଲା ଶୀତ, ସର୍ବନିମ୍ନ ତାପମାତ୍ରା ୬.୪ ଡିଗ୍ରୀ

ଜି.ଉଦୟଗିରି,୨୮ା୧: କିଛି ଦିନ ହେବ ଲାଗିରହିଥିବା ମେଘୁଆ ପାଗ ହଟିଯିବା ପରେ ଜି.ଉଦୟଗିରିକୁ ପୁଣିଥରେ ଶୀତ ଫେରିଛି। ରବିବାର ସର୍ବନିମ୍ନ ତାପମାତ୍ରା ୬.୪ ରହିଥିବା ରେକର୍ଡ କରିଛି କୃଷି ଗବେଷଣା କେନ୍ଦ୍ର। ଯାହା ଫଳରେ ଶୀତର ପ୍ରକୋପ ବଢ଼ିଛି। ଦିନର...

୮୪ତମ ସର୍ବଭାରତୀୟ ସ୍ତରୀୟ ବାଚସ୍ପତି, ଉପବାଚସ୍ପତି ସମ୍ମିଳନୀରେ ଯୋଗ ଦେଲେ ଜି.ଉଦୟଗିରି ବିଧାୟକ

ଦାରିଙ୍ଗବାଡ଼ି,୨୮ା୧(ଅରୁଣ ସାହୁ): ମୁମ୍ବାଇଠାରେ ୮୪ତମ ସର୍ବ ଭାରତୀୟସ୍ତରରେ ୩ ଦିନିଆ ବାଚସ୍ପତି ଓ ଉପବାଚସ୍ପତିଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହା ଶନିବାର ଆରମ୍ଭ ହୋଇଥିବା ବେଳେ ସୋମବାର ଶେଷ ହେବ। ଏହି ସମ୍ମିଳନୀରେ ଜି. ଉଦୟଗିରି ବିଧାୟକ ତଥା ବିଧାନସଭାର...

ଫୁଲବାଣୀରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ

ଫୁଲବାଣୀ,୨୬ା୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ପୋଲିସ ରିଜର୍ଭ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହାପରେ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରି...

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କରି ଜଙ୍ଗଲରେ ଫିଙ୍ଗିଦେଲେ ସ୍ବାମୀ

ଦାରିଙ୍ଗବାଡ଼ି,୨୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଏକ ଘଞ୍ଚ ଜଙ୍ଗଲରେ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହକୁ ପୋଲିସ ଜବତ କରିଛି। ଏହା ଏକ ହତ୍ୟା ଘଟଣା ବୋଲି ଦାରିଙ୍ଗବାଡ଼ି ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି। ହତ୍ୟାର...

ପୁଣି ଥରେଇଲା ଦାରିଙ୍ଗବାଡି

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ସୋମବାର ବହୁ ସମୟ ଧରି ବର୍ଷା ହୋଇଛି। ଫଳରେ କୋହଲା ପାଗ ସାଙ୍ଗକୁ ଘନ କୁହୁଡି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏପରିକି ଅଞ୍ଚଳରେ ଦିନ ତମାମ ଶୀତ ଅନୁଭୂତ ହୋଇଛି।...

ଟ୍ରକ୍‌କୁ ଧକ୍କା ଦେଇ ପୁଣି ପିକ୍‌ଅପ୍‌ରେ ପିଟିହେଲେ ବାଇକ୍‌ ଚାଳକ, ଚାଲିଗଲା ଜୀବନ

ବାଲିଗୁଡ଼ା,୨୦ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗଦ୍ରଙ୍ଗିଆ ନିକଟ ୫୯ ନଂ ଜାତୀୟ ରାଜପଥରେ ଶନିବାର ଟ୍ରକ୍‌ ସହ ଏକ ମୋଟରସାଇକେଲ ପିଟି ହେବାରୁ ମୋଟରସାଇକେଲ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ଜଣକ ତୁମୁଡ଼ିବନ୍ଧ...

ଦୁଇ ଶିଶୁଙ୍କୁ କୂଅକୁ ଠେଲି ହତ୍ୟା ଘଟଣା: ମାଆଙ୍କୁ ୮ବର୍ଷ ଓ ବାପାଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଲେ କୋର୍ଟ

ବାଲିଗୁଡା,୧୬।୧:(ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା ଅଞ୍ଚଳରେ ୨୦୨୧ ଜୁଲାଇ ୧୭ ତାରିଖ ଦିନ ଏକ ଲୋମହର୍ଷଣକାରୀ ଘଟଣା ଘଟିଥିଲା। ଏହି ମାମଲାର ରାୟ ମଙ୍ଗଳବାର ଆସିଛି। ବାଲିଗୁଡାର ଅତିରିକ୍ତ ଜିଲା...

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ଏବେ ସେ ୫ ମାସର ଗର୍ଭବତୀ

ଦାରିଙ୍ଗବାଡ଼ି,୧୨ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ଦଶମଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ଏବେ ୫ ମାସର ଗର୍ଭବତୀ ବୋଲି ଅଭିଯୋଗରେ ଦର୍ଶାଯାଇଛି। ଏନେଇ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ...

ସଜେଇ ହେଲାଣି ଦାରିଙ୍ଗବାଡି: ଆଜିଠୁ ୬ ଦିନ ଧରି ଚାଲିବ ଜନଜାତି, ଶୀତ ମହୋତ୍ସବ

ଦାରିଙ୍ଗବାଡି,୮।୧(ଅରୁଣ ସାହୁ ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ଜନଜାତି ଓ ଶୀତ ମହୋତ୍ସବ। ଆସନ୍ତା ରବିବାର ଏହାର ଉଦ୍‌ଯାପନୀ ହେବ। ଏନେଇ ଦାରିଙ୍ଗବାଡି ଉତ୍ସବ ମୁଖର ହୋଇପଡିଛି। ଏଥିପାଇଁ ଘରେ ଘରେ ବନ୍ଧୁବାନ୍ଧବ ପହଞ୍ଚି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri