କନ୍ଧମାଳ

ଦାରିଙ୍ଗବାଡ଼ି ବୁଲିବାକୁ ଆସିଥିଲେ : ଓଲଟିଲା ବସ୍‌

କନ୍ଧମାଳ,୨୭।୧୨: କନ୍ଧମାଳ ଜିଲା ବାଲିଗୁଡ଼ା ବ୍ରାହ୍ମଣୀ ଗାଁ ଥାନା ଅନ୍ତର୍ଗତ ମହାଗୁଡ଼ି ନିକଟ ବୁଲାଣି ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌ ଓଲଟି ୨୫ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଆହତ ହୋଇଛନ୍ତି। ଆହତଙ୍କୁ ବ୍ରାହ୍ମଣୀଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।...

୬ଷ୍ଠ ଥର ହାତେଇବାକୁ ଶାସକ ଦଳର ରଣନୀତି

ଫୁଲବାଣୀ,୨୭।୧୨(ରାକେଶ କୁମାର ରାଉତ): ଶାସକ ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ କନ୍ଧମାଳ ଜିଲା ଫୁଲବାଣୀ ବିଧାନସଭା ନିର୍ବାଚନମଣ୍ଡଳୀକୁ ହାତରେ ରଖିଆସିଛି।ଏଥର ୬ଷ୍ଠ ପାଳିରେ ମଧ୍ୟ ବିଜେଡି ଏହି ସିଟ୍‌କୁ ହାସଲ କରିବାକୁ ରଣନୀତି ପ୍ରସ୍ତୁତ କରିଚାଲିଛି। କିନ୍ତୁ ଦଳ...

ରାତି ପାହିଲେ ବଡ଼ଦିନ: କନ୍ଧମାଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାଲିଗୁଡା:୨୪।୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ରାତି ପାହିଲେ ବଡ଼ ଦିନ। ବଡ଼ ଦିନ ଧୁମ୍‌ଧାମରେ ପାଳନ କରିବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏନେଇ କନ୍ଧମାଳ ଜିଲାର ପ୍ରତ୍ୟେକ ଚର୍ଚ୍ଚ ଆଗରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଭିଡ଼କୁ...

ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ: ଦୁଇ ଯବାନ ଗୁରୁତର

କୋଟଗଡ଼,୨୪ା୧୨(ସରୋଜ ବଳିୟାରସିଂ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଞ୍ଚଳ ସିର୍ଲା ଜଙ୍ଗଲରେ ରବିବାର ଏସ୍‌ଓଜି ଯବାନ କମ୍ବିଂ ଅପରେଶନ ସମୟରେ ହଠାତ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରିଥିଲେ। ଫଳରେ ଦୁଇ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା...

ରାତିରେ ଖସୁଛି ପାରଦ, ଜି ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର

ଜି ଉଦୟଗିରି, ୨୧।୧୨(ଶିଶିର ପଟ୍ଟନାୟକ ) ରାଜ୍ୟରେ ଦିନକୁ ଦିନ ଶୀତ ବୃଦ୍ଧି ପାଇବାରେ ଲାଗିଛି। ଜି ଉଦୟଗିରି ଲଗାତାର ଭାବେ ରାଜ୍ୟର ସବୁଠାରୁ ଥଣ୍ଡା ସହର ହୋଇଛି । ଗୁରୁବାର ସକାଳ ୮ ଘଣ୍ଟା ସୁଦ୍ଧା ଜି ଉଦୟଗିରି...

ଶାଗ ୩୦ ପଇସାରୁ ୧୦ ଟଙ୍କା

ଦାରିଙ୍ଗବାଡି,୨୧ା୧୨(ଅରୁଣ ସାହୁ)ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମୁଖ୍ୟ ଚାଷ ହଳଦୀରୁ ଚାଷୀ ମୁହଁ ଫେରାଇ ନେଲେଣି। ଉଦ୍ୟାନ ଚାଷ କରି ଏବେ ଚାଷୀ ଲାଭବାନ ହେଉଥିବା ବେଳେ ନିଜ ପରିବାର ପ୍ରତିପୋଷଣ କରିପାରୁଛନ୍ତି। ଏଭଳି ଜଣେ ଉଦ୍ୟାନ ଚାଷରେ କେବଳ ଶାଗ...

ଆଞ୍ଚଳିକ ପରିବହନ ବିଭାଗର ଗାଡ଼ିମୋଟର ଯାଞ୍ଚ, ୨ ଲକ୍ଷ ଟଙ୍କା ଜରିମାନା ଆଦାୟ

ଦାରିଙ୍ଗବାଡ଼ି,୨୦ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଦାରିଙ୍ଗବାଡ଼ିଠାରେ ଗାଡ଼ିମୋଟର ଯାଞ୍ଚ କରାଯାଇଛି। ବାଇକ୍‌ ଚାଳକଙ୍କ ହେଲମେଟ, ଗାଡ଼ିକାଗଜପତ୍ର ଯାଞ୍ଚ ସହ ବସ୍‌, ଟ୍ରାକ୍ଟର, ଟ୍ରକ୍‌, ଅଟୋ ଆଦିର କାଗଜପତ୍ର ଯାଞ୍ଚ କରାଯାଇଛି। ମୋଟ୍‌ ୩୮ଟି ଚାଲାଣ...

ଜି. ଉଦୟଗିରିରେ ତୁଷାରପାତ: ୫ଡିଗ୍ରୀ ତଳେ ତାପମାତ୍ରା

ଜି. ଉଦୟଗିରି ୨୦।୧୨(ଶିଶିର ପଟ୍ଟନାୟକ): ଜି ଉଦୟଗିରି ଅଞ୍ଚଳରେ ଏକ ସପ୍ତାହ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ବୁଧୁବାର ସବୁଠାରୁ ଅଧିକ ଥଣ୍ଡା ପଡ଼ିଛି । ଏଣେ ସହରର ବିଭିନ୍ନ ସ୍ଥାନରେ ତୁଷାର ପାତ ହୋଇଛି ।...

ଦାରିଙ୍ଗବାଡି ଅଞ୍ଚଳରେ ପ୍ରବଳ ଶୀତ, ସ୍ଥାନେ ସ୍ଥାନେ ତୁଷାରପାତ

ଦାରିଙ୍ଗବାଡ଼ି,୨୦।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେବା ସହ ବୁଧବାର ଦାରିଙ୍ଗବାଡିରେ ସର୍ବନିମ୍ମ ତାପମାତ୍ରା ୮ ଡିଗ୍ରୀ ରହିଛି । ମାତ୍ର ଆଭ୍ୟନ୍ତରୀଣ ଅଞ୍ଚଳରେ ଏହାଠାରୁ ଯଥେଷ୍ଟ କମ୍‌...

ଜି. ଉଦୟଗିରିରେ ପ୍ରବଳ ଶୀତ: ଲାଗୁଛି ପର୍ଯ୍ୟଟକଙ୍କ ଭିଡ

ଜି. ଉଦୟଗିରି ୧୯।୧୨(ଶିଶିର ପଟ୍ଟନାୟକ ): ଜି ଉଦୟଗିରି ସହରେ ମଙ୍ଗଳବାର ପ୍ରବଳ ଶୀତ ଅନୂଭୂତ ହୋଇଛି। ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରୀ ସେଲସିୟସ ରହିଛି ବୋଲି ଜି ଉଦୟଗିରି କୃଷି ଗବେଷଣା କେନ୍ଦ୍ରରେ ଥିବା ତାପ ମାପକ...

ବିଦ୍ୟାଳୟରେ ହଠାତ୍‌ ପହଞ୍ଚିଲେ ଉପବାଚସ୍ପତି

ଦାରିଙ୍ଗବାଡ଼ି,୧୯।୧୨(ଅରୁଣ ସାହୁ): ବିଧାନସଭା ଉପବାଚସ୍ପତି ସାଲୁଗା ପ୍ରଧାନ ମଙ୍ଗଳବାର ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବା ବେଳେ ହଠାତ୍‌ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚିଥିଲେ। ଉପବାଚସ୍ପତିଙ୍କୁ ଅତି ନିକଟରେ ଦେଖି ଛାତ୍ରୀଛାତ୍ରମାନେ ଖୁସିବ୍ୟକ୍ତ...

ଦାରିଙ୍ଗବାଡିର ହୋଟେଲ, ରେଷ୍ଟୁରାଣ୍ଟରେ ଚଢ଼ାଉ: ଜରିମାନା ଆଦାୟ

ଦାରିଙ୍ଗବାଡି,୧୮।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଥିବା ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟରେ ସୋମବାର ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଛି। କନ୍ଧମାଳ ଜଲା ଖାଦ୍ୟ ସୁରକ୍ଷା ଅଧିକାରୀ ସତ୍ୟବ୍ରତ ଷେଣ୍ଢଙ୍କ ନେତୃତ୍ୱରେ ବିଭାଗୀୟ ଟିମ୍‌ ସମେତ ଦାରିଙ୍ଗବାଡି ପୋଲିସ ଅଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri