କନ୍ଧମାଳ

ଜବରଦଖଲ ଉଚ୍ଛେଦ କଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୬ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତରୀକରଣ କାର୍ଯ୍ୟ ଜୋରଦାର କରାଯାଉଛି। ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲିଥିବା ବେଳେ ଏହା ସମ୍ମୁଖରେ ରହିଥିବା ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯାଇଛି। ପୂର୍ବରୁ ଏହି ଉଠାଦୋକାନୀଙ୍କୁ ପ୍ରଶାସନ...

ଗୋରୁ ମକା ଖାଇଦେବାରୁ ଗାୟାଳକଙ୍କୁ ହତ୍ୟା 

କନ୍ଧମାଳ,୨୬।୮:  ମକା ଫସଲ ଗୋରୁ ଖାଇଦେବାରୁ  ଗାୟାଳଙ୍କୁ ଗୁଳି କରି ହତ୍ୟା କଲେ ଜମି ମାଲିକ। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଖାରିଗୁଡ଼ା ଗାଁରେ । ମୃତ ବ୍ୟକ୍ତି ଜଣଙ୍କ ହେଲେ ବ୍ରାହ୍ମଣୀ...

ଗାଈଚରାଳିଙ୍କୁ ଗୁଳି କରି ହତ୍ୟା ଅଭିଯୋଗ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୫ା୮(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ପଞ୍ଚାୟତ ଖାରିଗୁଡ଼ାରେ ଜଣେ ଗାଈ ଚରାଳିଙ୍କୁ କେହି ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଥିବା ଗୁରୁବାର ବିଳମ୍ବିତ ରାତିରେ ଥାନାରେ ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଥିବା...

ରାସ୍ତା ନାହିଁ, ଦୋଳାରେ ମେଡିକାଲ ଗଲେ ଗର୍ଭବତୀ

ଫିରିଙ୍ଗିଆ,୨୩।୮(ବିକ୍ରମ ଦିଗାଲ): ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ଘାଟ ନିର୍ମାଣ କରୁଛନ୍ତି। ହେଲେ ଏବେ ବି ଅନେକ ଜାଗାରେ ରାସ୍ତା ନ ଥିବାରୁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ...

ମଟନ ଦର ସହ ସମାନ ଫୁଟୁକୁଲି ଛତୁ, ଶ୍ରାବଣ କଢ଼

ଖଜୁରିପଡ଼ା,୨୩।୮(ବିଦୁର ବେହେରା): ବର୍ଷକୁ ବାର ମାସରେ ପ୍ରକୃତିଠାରୁ ବିଭିନ୍ନ ପ୍ରକାର ଖାଦ୍ୟ ପଦାର୍ଥ ପାଉ। ବର୍ଷା ଋତୁରେ ବିଭିନ୍ନ ପ୍ରକାରର ଛତୁ ବଣ ଜଙ୍ଗଲରୁ ମିଳେ। ସାରାବିଶ୍ୱରେ ପ୍ରାୟ ୪୦୦ପ୍ରକାର ଛତୁ ଦେଖାଯାଏ। ତନ୍ମଧ୍ୟରୁ ଅନ୍ୟୁନ ୨୦୦ପ୍ରଜାତିର ଛତୁ ଅଧୁନା...

ମୌଳିକ ସୁବିଧାରୁ ବଞ୍ଚିତ ସିମନବାଡ଼ି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୨୩।୮(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗିରହିଥିବା ସହ ଛାତ୍ରୀଛାତ୍ରଙ୍କୁ ମୌଳିକ ସୁବିଧା ମିଳିବା କଷ୍ଟ ହୋଇପଡିଛି। ବିଦ୍ୟାଳୟରେ ୨୦୦୩ରୁ କମ୍ପ୍ୟୁଟର ଶିକ୍ଷା ବ୍ୟବସ୍ଥା କରାଯାଇଥିଲା କିନ୍ତୁ ତାହା କିଛିଦିନ ପରେ ଅଚଳ...

ବିପଦ ସାଜିଛି ଦାସିଙ୍ଗବାଡ଼ି, ଶ୍ରାନିକେତା ଘାଟି

ଦାରିଙ୍ଗବାଡି ୨୨ା୮(ଅରୁଣ ସାହୁ ): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଏକାଧିକ ଘାଟି ରାସ୍ତା ଏବେ ବିପଦପୂର୍ଣ୍ଣ ହୋଇଛି। ବାରମ୍ବାର ବର୍ଷା ଯୋଗୁ ଚଳିତବର୍ଷ ଶ୍ରାନିକେତାର ଜାତୀୟରାଜପଥ ଘାଟି ରାସ୍ତାରେ ଭୂସ୍ଖଳନ ହେବା ଭୟ ଲୋକଙ୍କୁ ଆତଙ୍କିତ କରୁଛି। ଚଳିତବର୍ଷ ଉକ୍ତ...

ରାସ୍ତା ମରାମତି କଲେ ଉପର ଡାଙ୍ଗଣାମାବାସୀ

ଫିରିଙ୍ଗିଆ,୨୧ା୮(ବିକ୍ରମ ଦିଗାଲ):କନ୍ଧମାଳ ଜିଲାର ଅଧିକାଂଶ ଗ୍ରାମକୁ ସବୁଦିନିଆ ରାସ୍ତା ନ ଥିବା ବେଳେ ଅନେକ ନଦୀନାଳ ଉପରେ ପୋଲ ମଧ୍ୟ ନିର୍ମାଣ ହୋଇପାରିନାହିଁ। ଫଳରେ ଯାତାୟାତ ପାଇଁ ଲୋକମାନେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ବର୍ଷା ଦିନରେ ଏହି...

ମହାକୁମ୍ଭ ମହାମିଳନ: ଯୋଗଦେଲେ ୫ ଜିଲାର ଶ୍ରଦ୍ଧାଳୁ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୦।୮(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ରାହ୍ମଣୀଗାଁ ଥାନା ଗଦାପୁରରେ ରବିବାର ମହାକୁମ୍ଭ ମହାମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ କୋରାପୁଟ ଜିଲା ସମେତ ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ କନ୍ଧମାଳ ଜିଲାର ବୋଲବମ୍‌ ସଙ୍ଘର ହଜାର ହଜାର...

‘ଗଦର-୨’ରେ ଓଡ଼ିଶାର ବରୁଣ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): ବଲିଉଡ ଚଳଚ୍ଚିତ୍ର ‘ଗଦର-୨’ରେ ଫଲି ରେକର୍ଡିଷ୍ଟ ଭାବେ ପ୍ରସିଦ୍ଧି ଲାଭ କରିଛନ୍ତି ଓଡ଼ିଆ ପୁଅ ତଥା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବରୁଣ ମାଲବିଶୋଇ। ସେ ଓଡ଼ିଆ ଫିଲ୍ମ ‘ଦମନ’ ସମେତ ବହୁ ଭାଷାରେ ମଧ୍ୟ ଫଲି ରେକର୍ଡିଷ୍ଟ...

ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ଜୀବନ ଗଲା

ବାଲିଗୁଡ଼ା,୧୬ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ନୂଆସାହିର ଆମ୍ବସାହିଠାରେ ବୁଧବାର ଅପରାହ୍ନରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ବାଲିଗୁଡ଼ା ନୂଆସାହିର ମାଧବ ବେହେରା ନାମକ ଜଣେ ଯୁବକ ତାଙ୍କ ଘରେ ଆଗରେ ରହୁଥିବା ଦେବରାଜ ବାଗ...

ଫୁଲବାଣୀରେ ମନ୍ତ୍ରୀ ଜଗନ୍ନାଥ ସାରକା କଲେ ପତାକା ଉତ୍ତୋଳନ

ଫୁଲବାଣୀ,୧୫।୮(ରାକେଶ କୁମାର ରାଉତ ): କନ୍ଧମାଳ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଫୁଲବାଣୀସ୍ଥିତ ପୋଲିସ ରିଜର୍ଭ ପଡ଼ିଆରେ ପାଳିତ ହୋଇଯାଇଛି। ରାଜ୍ୟ ଅନୁସୂଚିତ ଜାତି ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତୋଳନ କରିଥିଲେ। ଏହି ଅବସରରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri