କନ୍ଧମାଳ

ଗଞ୍ଜାମ କନ୍ଧମାଳ ସୀମାରେ ଲାଗିଲା ମାଓ ପୋଷ୍ଟର

ଭଞ୍ଜନଗର,୧୨।୧୧(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଲାଗିଛି ମାଓ ପୋଷ୍ଟର। ଭଞ୍ଜନଗର ଥାନା ଅନ୍ତର୍ଗତ ଦୁର୍ଗାପ୍ରସାଦରେ ମାଓ ପୋଷ୍ଟର୍‌ ଶନିବାର ରାତିରେ ମରାଯାଇଛି। ରବିବାର ସକାଳେ ଏହି ଘଟଣା ଜଣାପଡିବା ପରେ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ପୋଷ୍ଟର୍‌ଟି...

ଦାରିଙ୍ଗବାଡ଼ିରେ ମାଣ୍ଡିଆ ଚାଷ ପ୍ରତି ବଢୁଛି ଆଗ୍ରହ

ଦାରିଙ୍ଗବାଡ଼ି,୧୨ା୧୧ (ଅରୁଣ ସାହୁ)ଦାରିଙ୍ଗବାଡ଼ି ଅଞ୍ଚଳରେ ମାଣ୍ଡିଆ ଚାଷ ପ୍ରତି ଆଗ୍ରହ ବୃଦ୍ଧି ପାଇଛି। ଅନୁସୂଚିତ ଜନଜାତି ସମ୍ପ୍ରଦାୟର ଲୋକ ଅତୀତରେ ପାରମ୍ପରିକ ଖାଦ୍ୟ ବିଶେଷକରି ମାଣ୍ଡିଆ, କୁଏରୀ, କାଙ୍ଗୁ, ଯଅକୁ ଅଧିକା ପରିମାଣରେ ଚାଷ କରିବା ସହ ଖାଦ୍ୟ ଭାବେ...

ମୋବାଇଲ ମାଗି ଫୋନ ପେ’ରେ ନେଇଗଲେ ୧୨ ଶହ ଟଙ୍କା

ଦାରିଙ୍ଗବାଡି, ୭।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ଯୁବକ ଏଟିଏମ କାର୍ଡ କାର୍ଯ୍ୟକ୍ଷମ କରିବାକୁ ଯାଇଥିବା ବେଳେ ଠକାମୀର ଶିକାର ହୋଇଛନ୍ତି। ଠକାମୀର ଶିକାର ହୋଇଥିବା ମହେଶ୍ୱର ଦଳବେହେରାଙ୍କ ଘର ସିମନବାଡି ପଞ୍ଚାୟତ ଦଡିବାଡି ସାହିରେ।...

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ସରପଞ୍ଚଙ୍କ ବର୍ଜନ

ଦାରିଙ୍ଗବାଡି,୬।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ସୋମବାର ଆୟୋଜିତ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ସ୍ଥାନୀୟ ସରପଞ୍ଚ ବର୍ଜନ କରିଛନ୍ତି। ଏହାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ୨୫ ପଞ୍ଚାୟତ ପାଇଁ ରାଜ୍ୟ...

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନର ବିକାଶ ପାଇଁ ୧୭ କୋଟି ୧୦ ଲକ୍ଷ ଟଙ୍କା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଦାରିଙ୍ଗବାଡ଼ି,୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାର ସମସ୍ତ ୧୨ଟି ବ୍ଲକରେ ସୋମବାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଦାରିଙ୍ଗବାଡ଼ି ବ୍ଲକର ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ବିଡିଓ ଗଦାଧର ପାତ୍ର ପରିଚାଳନା କରିଥିବା ବେଳେ ବ୍ଲକ ଅଧ୍ୟକ୍ଷ...

ଦାରିଙ୍ଗବାଡିରେ ବିଦ୍ୟୁତ ବିଭ୍ରାଟ: ଡିବିରୀ, ଲଣ୍ଠନ ଭରସା

ଦାରିଙ୍ଗବାଡି, ୫।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ତଥା ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡିରେ ଦୈନିକ ବିଦ୍ୟୁତ ବିଭ୍ରାଟ ନେଇ ଜନ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନା ଥାଉ କି, ଶନିବାର ସାରା ଜିଲାରେ ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟାରୁ...

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର: ଏବେ ୩ ମାସର ଗର୍ଭବତୀ

ଫୁଲବାଣୀ, ୪ା୧୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଗଡ ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ (ମାନସିକ ବିକାରଗ୍ରସ୍ତ) ଯୁବତୀଙ୍କୁ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣକ ଏବେ ୩ ମାସର ଗର୍ଭବତୀ । ଏ...

ପୂର୍ତ୍ତ ବିଭାଗରେ ମନଇଚ୍ଛା କାର୍ଯ୍ୟ, ଭୁଶୁଡ଼ିପଡୁଛି ଡ୍ରେନ୍‌

ଫୁଲବାଣୀ, ୩ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ପୂର୍ତ୍ତ ବିଭାଗରେ ଚାଲିଛି ମନଇଚ୍ଛା କାର୍ଯ୍ୟ। ସରକାରଙ୍କ ଅର୍ଥକୁ ଆତ୍ମସାତ କରାଯାଉଛି। ନୂତନ ଭାବେ ହୋଇଥିବା ଡ୍ରେନ ୬ ମାସ ଯାଉନି, ଭୁଶୁଡି ପଡୁଛି। ଖାଲି ଗୋଟିଏ ସ୍ଥାନରେ ନୁହେଁ, ଅନେକ ସ୍ଥାନରେ...

ଭିଜିଲାନ୍ସ ଜାଲରେ କନଷ୍ଟେବଳ, ୬ ଲକ୍ଷ ଟଙ୍କା ନେଇ ପଡ଼ିଲେ ଧରା

ଫୁଲବାଣୀ,୧ା୧୧(ରାକେଶ କୁମାର ରାଉତ): ଭିଜିଲାନ୍ସ ଜାଲରେ ଜଣେ ଡିଭିଏଫ କନଷ୍ଟେବଳ ପଡ଼ିଛନ୍ତି। ସେ ବେଆଇନ ଭାବେ ୬ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଫୁଲବାଣୀ ଏବଂ ବୌଦ୍ଧ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଛି। କନଷ୍ଟେବଳ ଜଣକ ହେଲେ ବୌଦ୍ଧ...

Video: ଶୀତର ଆଗମନରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି

ଶୀତର ଆଗମନରେ ଏବେ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର। ଥଣ୍ଡାଥଣ୍ଡା ପାଗରେ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପର୍ଯ୍ୟଟନ କ୍ଷେତ୍ର ମୁହାଁ ହେଲେଣି ପର୍ଯ୍ୟଟକ । ଯାହାକୁ ଦୃଷ୍ଟିରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର କୁହାଯାଉଥିବା...

କନ୍ଧମାଳର ଦୁଇଟି ନୂଆ ପର୍ଯ୍ୟଟନସ୍ଥଳର ସନ୍ଧାନ

ଫୁଲବାଣୀ, ୧।୧୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲାର ପ୍ରକୃତି ଓ ପର୍ଯ୍ୟଟନ ପାଇଁ ବେଶ ଜଣାଶୁଣା। ଜିଲାରେ ରହିଛି ବହୁ ପର୍ଯ୍ୟଟନ କ୍ଷେତ୍ର। ବହୁ କ୍ଷେତ୍ର ଲୁକାୟତ ଭାବରେ ରହି ଯାଉଥିବା ବେଳେ କନ୍ଧମାଳ ଇତିହାସ କଂଗ୍ରେସ ପକ୍ଷରୁ ଜିଲାର...

ଦାରିଙ୍ଗବାଡିରେ ପ୍ରସ୍ତୁତ ହେବ ଜୈବିକ କଫି, ମଜା ନେବେ ପର୍ଯ୍ୟଟକ

ଦାରିଙ୍ଗବାଡି, ୩୧।୧୦ (ଅରୁଣ ସାହୁ) ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା ଶୀତ ପଡିବା ଆରମ୍ଭ ହୋଇସାରିଛ। ୧୫ ଡିଗ୍ରୀ ତଳେ ପାରଦ ରହୁଛ। ଶୀତର ମଜା ନେବା ପାଇଁ ଦଶହରା ପୂଜାଛୁଟି ଠାରୁ ଦାରିଙ୍ଗବାଡି଼କୁ ପର୍ଯ୍ୟଟକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri