କନ୍ଧମାଳ

ଅଜଣା ରୋଗ ଆତଙ୍କ: ଗାଁରେ ପହଞ୍ଚିଲେ ଡାକ୍ତରୀ ଦଳ

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଦେଖାଯାଇଛି। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶିତ ହେବା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ଦେଖାଯାଇଛି। ଖବର ପାଇ...

ଅଜଣା ରୋଗରେ ଏକାଧିକ ଶିଶୁ, ଭୟ ଓ ଆତଙ୍କରେ ଲାଦାମାଲା ଲୋକ

ଦାରିଙ୍ଗବାଡି, ୨୮।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଖେଳିଯାଇଛି। ପ୍ରଥମେ ଜ୍ୱର କିଛିଦିନ ହେବା ପରେ ଦେହରେ ପାଣି ଫୋଟକା ହେବା ସହ ତାହା ଫାଟିଯାଇ ଦେହସାରା...

୧୪ ବର୍ଷ ହେଲା ପ୍ରଥମ ଆଉଟଲେଟ୍‌ ଭାଙ୍ଗିଛି: ପିଲାସାଲୁଙ୍କି କେନାଲର ମରାମତି ପାଇଁ ବିଭାଗର ନଜର ନାହିଁ

ଖଜୁରୀପଡ଼ା,୨୮ା୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକରେ ୩୨୩୩ ହେକ୍ଟର ଚାଷ ଜମିକୁ ପାଣି ଯୋଗାଇବା ପାଇଁ ପିଲାସାଲୁଙ୍କି ଜଳ ଭଣ୍ଡାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ନିର୍ମାଣ କରାଯାଇଛି। ଲେଫ୍ଟ କେନାଲ ୨୦.୦୫ କିମି ପର୍ଯ୍ୟନ୍ତ ଲମ୍ବା ଥିବା ବେଳେ...

ଗୋରୁଙ୍କ କବ୍‌ଜାରେ ଜାତୀୟ ରାଜପଥ

ବାଲିଗୁଡ଼ା,୨୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ୫୯ ନଂ. ଜାତୀୟ ରାଜପଥରେ ସନ୍ଧ୍ୟାରେ ଗୋରୁଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଅନେକ ସମୟରେ ଦୁର୍ଘଟଣାମାନ ଘଟୁଛି। ଫଳରେ ସାଧାରଣରେ ଏହାକୁ ନେଇ ଘୋର ଅସନ୍ତୋଷ...

ଜୁଏଲାରୀ ଦୋକାନ ମାଲିକଙ୍କୁ ହାଣି ଲୁଟ୍‌ ଘଟଣା: ମାସେ ପରେ ବି ପୋଲିସ ହାତ ଖାଲି

ବାଲିଗୁଡ଼ା,୨୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହର ମଧ୍ୟଭାଗରେ ଥିବା ପାଟଖଣ୍ଡା ଜୁଏଲାରୀ ଦୋକାନରେ ପଶି ଖଣ୍ଡାରେ ମାଲିକକୁ ହାଣି ଡକାୟତି ଦଳ ସୁନା ଅଳଙ୍କାର ବ୍ୟାଗ୍‌ ଲୁଟ୍‌ ଘଟଣାକୁ ବୁଧବାର ମାସେ ବିତିଯାଇ ଥିଲେ ହେଁ ଅଦ୍ୟାବଧି...

ଧାରଣାରେ ପାଚିକା, ରୋଷେଇ କଲେ ଶିକ୍ଷୟିତ୍ରୀ-ଶିକ୍ଷକ

ବାଲିଗୁଡ଼ା,୨୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମ୍‌ଜି ଛକରେ ବିଭିନ୍ନ ଦାବି ନେଇ ଆନ୍ଦୋଳନ କରୁଛି ପାଚିକା ସଂଘ। ପାଚିକା ସଂଘର ଆନ୍ଦୋଳନ ଯୋଗୁ ସ୍କୁଲଗୁଡ଼ିକ ପ୍ରଭାବିତ ହୋଇଛି ପିଲାଙ୍କ ମଧ୍ୟାହ୍ନଭୋଜନ। ସ୍କୁଲ ପିଲାଙ୍କ ମଧ୍ୟାହ୍ନଭୋଜନ ବନ୍ଦ ହୋଇଗଲେ...

ପୁରୁଣା ଡ୍ରେନ୍‌ ଉପରେ ନୂଆ କାର୍ଯ୍ୟ ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ସିକାକେତା ପର୍ଯ୍ୟନ୍ତ ୧୫ କିମି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ୨୦୨୨ ଜୁନ୍‌ରୁ ଆରମ୍ଭ କରାଯାଇଥିବା କାର୍ଯ୍ୟ ଅତି ନିମ୍ନମାନର କରାଯାଉଥିବା ବେଳେ ବିଳମ୍ବ ହେଉଛି। ଫଳରେ ଲାଇଫ୍‌ଲାଇନ୍‌ କୁହାଯାଉଥିବା...

ପାନୀୟ ଜଳରୁ ବଞ୍ଚିତ କିରାମାହାବାସୀ

ବ୍ରାହ୍ମଣୀଗାଁ,୨୬ା୯(ମନୋରଞ୍ଜନ ରଣା): ପ୍ରକଳ୍ପ ଅଛି ହେଲେ ମିଳୁନି ବସୁଧା ପାନୀୟ ଜଳ। ସାଧାରଣ ଫ୍ୟୁଜ୍‌ଟିଏ ପକାଯାଇ ନ ଥିବାରୁ ଦୁଇମାସ ହେଲାଣି ପାନୀୟ ଜଳ ପାଇବାରୁ ବଞ୍ଚିତ ହୋଇଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ଝିଞ୍ଜିରୀଗୁଡା ପଞ୍ଚାୟତର କିରାମାହାବାସୀ।...

ବୟସ ଷାଠିଏ ଅତିକ୍ରାନ୍ତ, ମିଳୁନି ଭତ୍ତା

ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ): ବୟସ ୬୦ ଅତିକ୍ରାନ୍ତ କଲାଣି ଏକାଧିକ ଲୋକଙ୍କ ଅଣ୍ଟା ନଇଁ ଗଲାଣି, ଚାଲିବାକୁ ସାହାରା ଦରକାର ପଡୁଛି। ହେଲେ ଆଧାର କାର୍ଡରେ ବୟସ ସଠିକ ରହିଥିବା ବେଳେ ଭୋଟ ପରିଚୟ ପତ୍ରରେ ତ୍ରୁଟି ଯୋଗୁ...

ନିମ୍ନ ମାନର ରାସ୍ତା, ଭୁଶୁଡିଲା ପିଏମ୍‌ଜିଏସ୍‌ୱାଇ କଲଭର୍ଟ

ଫୁଲବାଣୀ/ଗୋଛାପଡା,୨୪।୯: (ରାକେଶ କୁମାର ରାଉତ/ରୋହିତ କହଁର): କନ୍ଧମାଳ ଜିଲାରେ ପ୍ରଧାନ ମନ୍ତ୍ରୀ ସଡ଼କ ଯୋଜନାରେ ହେଉଥିବା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଛି। ଦୀର୍ଘ ବର୍ଷ ଧରି ଅଧିକାରୀମାନେ ଗୋଟିଏ ଷ୍ଟେଶନରେ ରହି ଥିବାରୁ ଏହି ଯୋଜନାରେ ହେଉଥିବା କାର୍ଯ୍ୟ ଠିକାଦାରମାନେ...

ସମସ୍ୟା ଘେରରେ ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରଟି ନାହିଁ ନାହିରେ ଚାଲିଛି। ରୋଗୀଙ୍କୁ ସେବା ଯୋଗାଇବା ପାଇଁ ଡାକ୍ତର, ଫାର୍ମାସିଷ୍ଟ, ଆୟୁଷ ଡାକ୍ତର, ଆଟେଣ୍ଡାଣ୍ଟ ରହିଥିଲେ ସୁଦ୍ଧା ଆରୋଗ୍ୟ...

ବସ ଭଡ଼ା ନିର୍ଦ୍ଧାରିତ ଦରଠାରୁ ଅଧିକ ନେବାରୁ ଅସନ୍ତୋଷ: ଆନ୍ଦୋଳନ ପାଇଁ ଚେତାବନୀ

ଦାରିଙ୍ଗବାଡି,୨୧।୯(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଯାତାୟତ କରୁଥିବା ଯାତ୍ରୀବାହୀ ଘରୋଇ ଓ ସରକାରୀ ବସଗୁଡିକର ଦୌରାତ୍ମ୍ୟ ବୃଦ୍ଧି ପାଇଥିବା ଅଭିଯୋଗ ହୋଇଛି। ସରକାରଙ୍କ ନିର୍ଦ୍ଧାରିତ ଦର ଠାରୁ ଅଧିକ ଅର୍ଥ ଯାତ୍ରୀମାନଙ୍କଠାରୁ ସଂଗ୍ରହ କରାଯାଉଥିବା ନେଇ ଅଞ୍ଚଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri