କନ୍ଧମାଳ ହଳଦୀ ଦର ବୃଦ୍ଧି, ଚାଷୀ ଉତ୍ସାହିତ
ରାଇକିଆ,୧୦।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲାର ସବୁଠାରୁ ଅର୍ଥକାରୀ ଫସଲ ହଳଦୀ ଦର ଏବେ ବୃଦ୍ଧି ହୋଇଛି। ଏବେ କିଲୋ ପ୍ରତି ୧୩୦ ଟଙ୍କା ରହିଛି ହଳଦୀ ଦର। ଶେଷ ଥର ପାଇଁ ୨୦୦୯-୧୦ରେ ହଳଦୀ ଦର ୧୫୦ ଛୁଇଁ ଥିଲା।...
ରାଇକିଆ,୧୦।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲାର ସବୁଠାରୁ ଅର୍ଥକାରୀ ଫସଲ ହଳଦୀ ଦର ଏବେ ବୃଦ୍ଧି ହୋଇଛି। ଏବେ କିଲୋ ପ୍ରତି ୧୩୦ ଟଙ୍କା ରହିଛି ହଳଦୀ ଦର। ଶେଷ ଥର ପାଇଁ ୨୦୦୯-୧୦ରେ ହଳଦୀ ଦର ୧୫୦ ଛୁଇଁ ଥିଲା।...
କନ୍ଧମାଳ,୧୦ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ଟ୍ରାନ୍ସଫର୍ମର ମରାମତି କାମ କରୁଥିବା ବେଳେ ଜଣେ ବିଦ୍ୟୁତ ବିଭାଗ କର୍ମଚାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ବିଦ୍ୟୁତ ଆଘାତ ଲାଗିଛି। ଆହତ କର୍ମଚାରୀ ଜଣକ କନ୍ଧମାଳ ଜିଲା ଫୁଲବାଣୀ ଡାକପାଲା ଅଞ୍ଚଳର ସମରେନ୍ଦ୍ର ଘଟାଲ ବୋଲି...
ବାଲିଗୁଡ଼ା,୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ପଞ୍ଚାୟତର ୧୬ ନମ୍ବର ଓ୍ବାର୍ଡ ପାଇବରସାହିରେ ଜଳଯନ୍ତ୍ରଣା ଦେଖାଦେଇଛି। ପଞ୍ଚାୟତ କାର୍ଯ୍ୟାଳୟଠାରୁ ୬ କିଲୋମିଟର ଦୂରରେ ଥିବା ଏହି ଗାଁର ଜନସଂଖ୍ୟା ୨୦୦ରୁ ଊର୍ଦ୍ଧ୍ୱ,...
ରାଇକିଆ,୯ା୬(ପ୍ରଦୀପ ବେହେରା): ଜନସାଧାରଣଙ୍କ ସୁବିଧା ପାଇଁ ସରକାରୀ ଅର୍ଥ ବ୍ୟୟରେ ମିଶନ ଶକ୍ତି କାଫେ ଆରମ୍ଭ ହୋଇଥିଲା। ଏବେ ଏହି ମିଶନ ଶକ୍ତି କାଫେରେ ତାଲା ଝୁଲୁ ଥିବା ଦେଖିବାକୁ ମିଳିଛି। ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ଗତ ସେପ୍ଟେମ୍ବରରେ...
ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): ଗୋଟିଏ ପଟେ ପ୍ରଚଣ୍ଡ ଖରା ସହ ଗରମ ଗୁଳୁଗୁଳି ଅନ୍ୟପଟେ ମଧ୍ୟାହ୍ନରେ ଆରମ୍ଭ ହୋଇଯାଉଛି କାଳବୈଶାଖୀର ତାଣ୍ଡବ। ଅନ୍ୟପଟେ ଦାଉ ସାଧୁଛି ଘନଘନ ବିଦ୍ୟୁତ୍ କାଟ୍। ଏଭଳି ଘଟଣା ଘଟୁଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ। କିଛିଦିନ...
ଦାରିଙ୍ଗବାଡି, ୮/୬ (ଅରୁଣ ସାହୁ ): କଥାରେ ଅଛି “ରଖେ ହରି ତ ମାରେ କିଏ”। ଏଭଳି ଉକ୍ତିକୁ ନେଇ ଅନେକ ସମୟରେ ଉଦାହରଣ ଦେଖିବାକୁ ମିଳିଥାଏ। ଏଭଳି ଏକ ଘଟଣା ଏବେ ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା...
ବାଲିଗୁଡା,୬।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ ଲୁଟ ହୋଇଥିବା ରୂପା ଅଳଙ୍କାର ଜବତ ହେବା ସହ ଜଣେ ମାଷ୍ଟର ମାଇଣ୍ଡ ଲୁଟେରାକୁ ବାଲିଗୁଡା ପୋଲିସ ଗିରଫ...
ଦାରିଙ୍ଗବାଡ଼ି,୬ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଉକ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ଏକାଧିକ ଲୋକଙ୍କ ଆଜବେଷ୍ଟ ଛପର ଉଡ଼ିବା ସହ ଘର ଭାଙ୍ଗିଥିବା ସୂଚନା ମିଳିଥିବା ମିଳିଛି। ସିମନବାଡ଼ିର...
ବାଲିଗୁଡ଼ା,୬ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତର ଡାବୁଲକିଆ ଗ୍ରାମରୁ ଗୁରୁବାର ମଧ୍ୟାହ୍ନରେ ଏକ ବାଇକ୍ରେ ତିନି ଜଣ ଯୁବକ ବାଟାଗୁଡ଼ା ଗ୍ରାମକୁ ଘରୋଇ ସାମଗ୍ରୀ କିଣିବାକୁ ଆସିବା ବେଳେ ଗୋପାଳପୁର-ରାୟପୁର ୫୯ ନଂ....
ଫୁଲବାଣୀ,୪ା୬(ରାକେଶ କୁମାର ରାଉତ): ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପ୍ରାର୍ଥୀ ଉମାଚରଣ ମଲିକ ବିଜୟ ଲାଭ କରିଛନ୍ତି। ଉମାଚରଣ ମୋଟ୍ ୫୩,୯୦୦ ଖଣ୍ଡ ଭୋଟ୍ ପାଇଥିବା ବେଳେ ତାଙ୍କ ନିକଟତମ ବିଜେଡି ପ୍ରାର୍ଥୀ ଜୟଶ୍ରୀ କହଁର ୫୧,୦୪୨ ଖଣ୍ଡ...
ବାଲିଗୁଡ଼ା, ୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୩୯୪୧ ଭୋଟରେ ଆଗୁଆ ରହିଛି। ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁରଙ୍କ ସପକ୍ଷରେ ୧୮ ହଜାର...
ବାଲିଗୁଡ଼ା,୨ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟ ସମେତ ସାରା ଦେଶରେ ଏଥର ସାଧାରଣ ନିର୍ବାଚନ ନିମନ୍ତେ ସରିଛି ଭୋଟ୍ ଗ୍ରହଣ। ଆଉ ଦିନକ ବିରତି ପରେ ମଙ୍ଗଳବାର ଗଣତି ଆରମ୍ଭ ହେବ। ଏନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା ବଢ଼ିଚାଲିଛି। ଭୋଟ୍ ଦେଇଥିବା...