କନ୍ଧମାଳ

ଅଜଣା ଗାଡ଼ି ଧକ୍କାରେ ୫ ମଇଁଷିଙ୍କ ମୃତ

କୋଟଗଡ଼,୨୧ା୭(ସରୋଜ ବଳିୟାର ସିଂ): ଅଜଣା ଗାଡ଼ି ଧକ୍କାରେ ୫ ମଇଁଷିଙ୍କର ମୃତ୍ୟୁ ଘଟିଛି। ଏଭଳି ଘଟଣା ଶୁକ୍ରବାର ସକାଳେ ବାଲିଗୁଡ଼ା ସହରର ୫୯ ଜାତୀୟ ରାଜପଥର ନୂଆସାହି ଛକରେ ଦେଖିବାକୁ ମିଳିଛି। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ସହ ଲୋକେ...

ପିଲାଙ୍କ ମଧ୍ୟାହ୍ନଭୋଜନ ସମୟରେ ବିଦ୍ୟାଳୟ ପରିସରରେ ପଶିଲା ବର୍ଷାଜଳ

ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି। ତେବେ ଗୁରୁବାର ମଧ୍ୟାହ୍ନରେ କିଛିସମୟ ପ୍ରବଳ ବର୍ଷା ହୋଇଥିଲା। ଫଳରେ ଉକ୍ତ ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁଖ୍ୟ ଫାଟକ ଦେଇ ଯାଇଥିବା...

ଭୁସ୍ଖଳନ ଆଶଙ୍କାରେ ପାହାଡ଼ ରାସ୍ତା ସିଲ୍‌

ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ କୁମ୍ଭାରୀପଦର ଗ୍ରାମରେ ପୁଣି ଭୂସ୍ଖଳନ ହେବା ଆଶଙ୍କା କରି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଗାଁଠାରୁ ପାହାଡ଼ ରାସ୍ତାକୁ ସିଲ୍‌ କରିଦିଆଯାଇଛି। ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। ଏବେ...

ବିଡିଓଙ୍କୁ ଅଟକାଇଲେ ମହିଳା

ବାଲିଗୁଡ଼ା,୧୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଆଣ୍ଠୁଏ ବର୍ଷା ଜଳ ଜମି ରହୁ ଥିବାରୁ ଏହାର ପ୍ରତିବାଦ କରି ବୁଧବାର ବ୍ରାହ୍ମଣପାଦ ପଞ୍ଚାୟତ...

ଲଗାଣ ବର୍ଷାରେ ଅଧାପନ୍ତରିଆ ରାସ୍ତା କର୍ଦ୍ଦମାକ୍ତ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ, ଜନ ଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡି,୧୯।୭ (ଅରୁଣ ସାହୁ)- ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଦୁର୍ଗମ: ଅଞ୍ଚଳଗୁଡିକରେ ରହିଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଥିବା ବେଳେ ଏକାଧିକ ରାସ୍ତା ଦୀର୍ଘଦିନ ଧରି ସମ୍ପ୍ରସାରଣରେ ବିଳମ୍ବ ଯୋଗୁଁ...

ଲଗାଣ ବର୍ଷାରେ ସିର୍କାର୍ବଗ ଠାରୁ ମାଣିକଯୋଡି ରାସ୍ତାକୁ ଯାାତୟତେ ବନ୍ଦ

ଦାରିଙ୍ଗବାଡି,୧୮।୭(ଅରୁଣ ସାହୁ): ଲଘୁଚାପ ଜନିତ ବର୍ଷା ଯୋଗୁ ଦୁର୍ଗମ ଅଞ୍ଚଳଗୁଡିକରେ ରହିଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତା ସମ୍ପ୍ରସାରଣ ବିଳମ୍ବ ହେତୁ ସାଧାରଣ ଲୋକଙ୍କୁ ହଟହଟା ହେବାକୁ ପଡିଛି। ଏଭଳି ଦେଖିବାକୁ ମିଳିଛି ଦାରିଙ୍ଗବାଡି ବ୍ଲକ ଠାରୁ କୋଟଗଡ଼...

ପରିବା ଚାଷ ନାହିଁ, ବାହାର ଜିଲାକୁ ଭରସା

ରାଇକିଆ,୧୮ା୭(ପ୍ରଦୀପ ବେହେରା): ରାଇକିଆ ଅଞ୍ଚଳରେ ଗତ କିଛିଦିନ ହେଲା ପନିପରିବା ଅଭାବ ଦେଖାଦେଇଛି। ବଜାରକୁ ଆଦୌ ପନିପରିବା ଆସୁ ନ ଥିବା ବେଳେ ଯାହା ଆସୁଛି ଚଢ଼ା ଦରରେ ବିକ୍ରି ହେଉଛି। ଫୁଲ କୋବି, ବନ୍ଧା କୋବି, ବିନ୍ସ ଉତ୍ପାଦନ...

ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା ଉଠାଇ ନେଲେ

ବାଲିଗୁଡା,୧୭।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଷ୍ଟେଟ ବ୍ୟାଙ୍କ ବଜାର ଶାଖାରୁ ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା କେହି ଉଠାଇ ନେଇଥିବା ଅଭିଯୋଗ ହୋଇଛି । ଏନେଇ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ରୁତୁଙ୍ଗିଆ ଅଞ୍ଚଳର...

ବିଭିନ୍ନ ଦାବିନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବିଭିନ୍ନ ଦାବିନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏପରିକି ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଥିଲେ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ...

୪୭୦ ଟଙ୍କା ପାଇଁ ୪୦ ହଜାର ଗଣିବ ଡାକ ବିଭାଗ

ଫୁଲବାଣୀ,୧୭ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଅଞ୍ଚଳର ପ୍ରିୟବ୍ରତ ସାହୁ ସୂଚନା ଅଧିକାର ଆଇନ ବଳରେ ସ୍ଥାନୀୟ ଥାନାରେ କିଛି ସୂଚନା ମାଗିଥିଲେ। ଏ ବାବଦକୁ ୪୭୦ ଟଙ୍କା ଜମା କରିବାକୁ ଥାନା ପକ୍ଷରୁ କୁହାଯାଇଥିଲା। ୨୦୨୨ ଏପ୍ରିଲ ୧୮ରେ...

ବାଲିଗୁଡ଼ାରେ ବ୍ୟାପୁଛି ଆଖିଧରା ରୋଗ

ବାଲିଗୁଡ଼ା,୧୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଆଖିଧରା ରୋଗ ବ୍ୟାପିବାରେ ଲାଗିଛି। ଗାଁଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ଦିନକୁ ଦିନ ଏହି ରୋଗ ବ୍ୟାପିବାରେ ଲାଗିଛି । ବିଶେଷକରି ବିଦ୍ୟାଳୟ ଓ...

ଗଞ୍ଜେଇ ଭର୍ତ୍ତି କାର୍‌ ଜବତ

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଦିନକୁ ଦିନ ଗଞ୍ଜେଇ ଚାଷ ବୃଦ୍ଧି ପାଇଥିବା ବେଳେ ବାଲିଗୁଡ଼ା, କ. ନୂଆଗାଁ ପାର ହୋଇ ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ଦେଇ ଗଞ୍ଜେଇ ମାଫିଆମାନେ ବେଧଡ଼କ ଚୋରାଚାଲାଣ କରୁଛନ୍ତି। ଦାରିଙ୍ଗବାଡ଼ି ପୋଲିସ ଗଞ୍ଜେଇ ଚୋରାଚାଲାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri