କନ୍ଧମାଳ

ଗଞ୍ଜେଇ ଭର୍ତ୍ତି କାର୍‌ ଜବତ

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଦିନକୁ ଦିନ ଗଞ୍ଜେଇ ଚାଷ ବୃଦ୍ଧି ପାଇଥିବା ବେଳେ ବାଲିଗୁଡ଼ା, କ. ନୂଆଗାଁ ପାର ହୋଇ ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ଦେଇ ଗଞ୍ଜେଇ ମାଫିଆମାନେ ବେଧଡ଼କ ଚୋରାଚାଲାଣ କରୁଛନ୍ତି। ଦାରିଙ୍ଗବାଡ଼ି ପୋଲିସ ଗଞ୍ଜେଇ ଚୋରାଚାଲାଣ...

ଅଙ୍ଗଦଙ୍କ ହାତ ଆକ୍ରମଣ ନୁହେଁ, ଦୁର୍ଘଟଣାରେ କଟିଛି: ପୋଲିସ

ବାଲିଗୁଡ଼ା,୧୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଡହଲପଡ଼ି ଗ୍ରାମର ଆଦିବାସୀ ଯୁବକ ଅଙ୍ଗଦ ମଲ୍ଲିକ ମୁମ୍ବାଇ କାମ କରିବାକୁ ଯାଇଥିବା ବେଳେ ଦୁଇ ହାତ ହରାଇ ଘରକୁ ଫେରିବା ଘଟଣା ଦିନକୁ ଦିନ ଜଟିଳ ହେବାରେ...

ବିପଦସଙ୍କୁଳ ଅବସ୍ଥାରେ ଶୁଖିଲା ଗଛ

ଖଜୁରିପଡ଼ା,୧୪ା୭(ବିଦୁର ବେହେରା)-ଖଜୁରିପଡ଼ା ବ୍ଲକ ଅନ୍ତର୍ଗତ ବାରପୁଲିଆଠାରୁ ପକାନା ଗାଁକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କର ମଧ୍ୟ ଭାଗରେ ନବଗୁବା ଛକ। ସେହି ଛକ ନିକଟ ରାସ୍ତା କଡ଼ରେ ଥିବା ଏକ ବଡ଼ ଶୁଖିଲା ଆମ୍ବଗଛ ବିପଦସଙ୍କୁଳ ଅବସ୍ଥାରେ ରହିଛି।...

ସ୍ବାଧୀନତାର ୭୬ ବର୍ଷ ପରେ ପୋଲ ନିର୍ମାଣ

ଦାରିଙ୍ଗବାଡି,୧୪।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଅନେକ ଗାଁକୁ ରାସ୍ତା ନ ଥିବା ବେଳେ ଏକାଧିକ ଗ୍ରାମକୁ ନଦୀ, ନାଳ ଯୋଗୁ ଯିବା ଆସିବାରେ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳିସ୍ଥିତିରେ ବିଧାୟକ ସାଲୁଗା ପ୍ରଧାନ ରାଜ୍ୟ...

ଦାରିଙ୍ଗବାଡି-ବାଲିଗୁଡ଼ା ଆଇଆଇସିଙ୍କ ବଦଳି

ଦାରିଙ୍ଗବାଡି,୧୩।୭(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଆଇଆଇସି କୌଶିକ ମାଝି ଏବଂ ବାଲିଗୁଡା ଆଇଆଇସି ବାବା ଶଙ୍କର ସରଫଙ୍କ ବଦଳି ହୋଇଯାଇଛି। କନ୍ଧମାଳ, ଗଜପତି, ଗଞ୍ଜାମ, ବ୍ରହ୍ମପୁର ଓ ବୌଦ୍ଧ ଜିଲ୍ଲାରୁ ମୋଟ ୧୭ଜଣଙ୍କ ବଦଳି ହୋଇଥିବା ବେଳେ ସେଥିମଧ୍ୟରେ...

ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଦୁର୍ନୀତି ଅଭିଯୋଗ: ପ୍ରକଳ୍ପ ପରିଦର୍ଶନ କଲେ ବିଡିଓ

ଦାରିଙ୍ଗବାଡ଼ି,୧୩ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳକୁ ଗୁରୁବାର ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର ଗସ୍ତ କରିଛନ୍ତି। ସେ ଉକ୍ତ ପଞ୍ଚାୟତର ଦଡିବାଡ଼ି ଗାଁ ସମେତ କୁଡ଼ିମୁଞ୍ଜା, ଲାରିବାଡ଼ି, ସିମନବାଡ଼ି ଆଦି ଅଞ୍ଚଳରେ ଚାଲିଥିବା ବିଭିନ୍ନ...

ନିଅଣ୍ଟିଆ ବର୍ଷା: ଚାଷୀକୁଳ ହତାଶ

ବାଲିଗୁଡ଼ା,୧୨ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ଆଷାଢ଼ ସରି ଶ୍ରାବଣ ଆସିଲାଣି । ହେଲେ ନିଅଣ୍ଟିଆ ବର୍ଷା ପାଇଁ ଚାଷ କାର୍ଯ୍ୟ ଘୋର ବାଧାପ୍ରାପ୍ତ ହୋଇଛି। ମୌସୁମୀ ବାୟୁ ଦୁର୍ବଳ ହେତୁ ବର୍ଷାର ପରିମାଣ କମ୍‌ ରହିଛି। ପାଣି ଅଭାବ ଯୋଗୁ ଚାଷୀକୁଳ...

ତାମାଙ୍ଗିକୁ ବର୍ଷେ ହେଲା ଚାଲିନି ବସ୍‌

ଦାରିଙ୍ଗବାଡି,୧୨।୭(ଅରୁଣ ସାହୁ ): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ଦୁର୍ଗମ ତାମାଙ୍ଗି ଗ୍ରାମକୁ ସଂଯୋଗୀକରଣ ପୋଲ ନିର୍ମାଣରେ ବିଳମ୍ବ ହେବାରୁ ଗତ ୧ ବର୍ଷ ହେଲା ବସ ଚଳାଚଳ ବନ୍ଦ ହୋଇଯାଇଛି । ଫଳରେ ତାମାଙ୍ଗି ଗ୍ରାମ ସମେତ କୁମ୍ଭାରିପଦର,...

ଡାକ୍ତରଙ୍କ ଅନୁପସ୍ଥିତିକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି,୧୦।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ରହୁ ନ ଥିବାରୁ ରୋଗୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ମାସରେ ଜଣେ ନୂତନ ଡାକ୍ତର ହସ୍ପିଟାଲରେ ନିଯୁକ୍ତି ପାଇଥିଲେ। ସେ...

ବର୍ଷାରେ ବେହାଲ ଦାରିଙ୍ଗବାଡି: ପାଣି ନିଷ୍କାସନ ପାଇଁ ଖୋଲାହେଲା ଗାତ

ଦାରିଙ୍ଗବାଡି,୯ା୭(ଅରୁଣ ସାହୁ ): ଦାରିଙ୍ଗବାଡି ବଜାର ଦେଇ ଯାଇଥିବା ୫୯ ନମ୍ବର ଜାତୀୟରାଜପଥର ତ୍ରୁଟିପୂର୍ଣ୍ଣ ରାସ୍ତା ସମ୍ପ୍ରସାରଣ ଯୋଗୁ ମାତ୍ର ୧୦ ମିନିଟ ବର୍ଷାରେ ପାଣି ଜମି ଯାତାୟାତରେ ସମସ୍ୟା ଦେଖାଯାଇଥିଲା। ଏନେଇ ଧରିତ୍ରୀରେ ଖବର ପ୍ରକାଶିତ ପରେ ଜାତୀୟ...

ବିଦ୍ୟୁତ୍‌ ଆଘାତରେ କର୍ମଚାରୀ ମୃତ, ରାସ୍ତାରୋକୋ

ଫୁଲବାଣୀ,୮ା୭(ରାକେଶ କୁମାର ରାଉତ): ଫୁଲବାଣୀ ସହରରେ ବିଦ୍ୟୁତ୍‌ ବିଭାଗରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ବିଦ୍ୟୁତ୍‌ ଆଘାତରେ ଗୁରୁବାର ରାତିରେ ମୃତ୍ୟୁ ଘଟିଛି ା ସେ ହେଲେ ସ୍ଥାନୀୟ ମାଷ୍ଟରପଡାର ଜିତେନ୍ଦ୍ର ଦାସ ଓରଫ ରବିା କାମ କଲା ବେଳେ ସେ...

ନୂଆ ରୂପ ନେବ ସ୍ବାସ୍ଥ୍ୟକେନ୍ଦ୍ର, ୨ କୋଟି ୭୮ ଲକ୍ଷ ବ୍ୟୟ ବରାଦ

ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ସମସ୍ୟା ରହିଛି। ପିଇବାପାଣିଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପର୍ଯ୍ୟଟନକ୍ଷେତ୍ର ଆଦିର ସମସ୍ୟା ଏବେ ସୁଦ୍ଧା ରହିଥିବା ବେଳେ ଏବେ ଏହାର ବିକାଶ ପଥରେ ଆଗକୁ ବଢ଼ିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri