କନ୍ଧମାଳ

ବ୍ଲକ କାର୍ଯ୍ୟାଳୟରେ ଶୁଦ୍ଧ ପାନୀୟଜଳର ବ୍ୟବସ୍ଥା କଲେ BDO

ଦାରିଙ୍ଗବାଡି, ୨୬ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଦୀର୍ଘ ବର୍ଷ ପରେ ଲୋକଙ୍କ ସମସ୍ୟାର ସମାଧାନ ହୋଇଛି। କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କୁ ପିଇବାପାଣି ମିଳୁନଥିଲା ଫଳରେ କାର୍ଯ୍ୟାଳୟକୁ ଆସୁଥିବା ଲୋକ ପାଣି ପାଇଁ ଡହଳ ବିକଳ...

ମକା-ଟମାଟୋ ଚାଷ କରି ଲକ୍ଷପତି ହେଲେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷା

ଦାରିଙ୍ଗବାଡି, ୨୬।୩ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ର ବାସିନ୍ଦା ଜଣେ ମହିଳା ଚାଷୀ ଆଜି ମକା ଓ ଟମାଟୋ ଚାଷ କରି ଲକ୍ଷାଧିକ ଟଙ୍କା ରୋଜଗାର କରି ଜଣେ ସଫଳ ଚାଷୀ ଭାବେ ପରିଚୟ ସୃଷ୍ଟି...

ଦାରିଙ୍ଗବାଡି-କଟକ ସରକାରୀ ବସକୁ ନେଇ ବଢୁଛି କ୍ରେଜ: ଓକିଲ ସଙ୍ଘ ସେଲ୍ଫି ନେବା ଭିଡିଓ ଭାଇରାଲ

ଦାରିଙ୍ଗବାଡି, ୨୪ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୁରଣ କରିଛନ୍ତି ରାଜ୍ୟ ସରକାର। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ବଢିଛି ଉତ୍ସାହ। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହେଡ଼...

ଟିକାବାଲି ଅଞ୍ଚଳରେ ଚାଞ୍ଚଲ୍ୟ, ବିଲ ଭିତରେ ଯୁବକଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

ଫୁଲବାଣୀ, ୨୫।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ହତ୍ୟାକାରୀ ତାଙ୍କ ମୁଣ୍ଡ କାଟି ନେଇ ପଳେଇଛନ୍ତି। ମୃତ ଯୁବକ ହେଲେ ବଡ଼ିମୁଣ୍ଡା ଅଞ୍ଚଳର ବରସାହିର ପବିତ୍ର ପ୍ରଧାନ (୪୫)। ମିଳିଥିବା...

୩୬ ଅଭିଯୋଗ ଶୁଣିଲେ ଜିଲାପାଳ

ରାଇକିଆ,୨୪ା୩ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ କାର୍ଯ୍ୟାଳୟ ଠାରେ ସୋମବାର ଜିଲାପାଳ ଅମ୍ରିତ ଋତୁରାଜ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ସମୁଦାୟ ୩୬ ଟି ଅଭିଯୋଗର ଶୁଣାଣି ହୋଇଥିଲା। ସେଥି ମଧ୍ୟରୁ ୧୯ଟି ବ୍ୟକ୍ତିଗତ ଏବଂ ୧୭ଟି...

ଦାରିଙ୍ଗବାଡିରୁ କଟକ ଚାଲିଲା ଶୀତତାପ ନିୟନ୍ତ୍ରଣ ବସ: ପ୍ରଥମଥର ମିଳିଲା ଏହି ସୁବିଧା

ଦାରିଙ୍ଗବାଡି, ୨୪।୩ (ଅରୁଣ ସାହୁ)- ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୂରଣ କଲେ ରାଜ୍ୟ ସରକାର। ସୋମବାରଠାରୁ ଦାରିଙ୍ଗବାଡିରୁ କଟକକୁ ଶୀତତାପ ନିୟନ୍ତ୍ରଣ ସୁବିଧା ରହିଥିବା ସରକାରୀ ଯାତ୍ରୀବାହୀ ବସ ସୋମବାରଠାରୁ ଯାତାୟାତ କରିଛି । ମିଳିଥିବା ସୂଚନା ପ୍ରକାରେ...

ନାଚ ଚାଲିଥିବା ବେଳେ କଳାକାର ଅସୁସ୍ଥ: ମେଡିକାଲରେ ମୃତ୍ୟୁ

ବାଲିଗୁଡା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କେ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତରେ ରାମାୟଣ ନାଟକ ଚାଲିଥିବା ବେଳେ ମଞ୍ଚରେ କଳାକାରଙ୍କ ଉଡ଼ିଗଲା ଜୀବନ l ଯଜ୍ଞ ପାଇଁ ଗ୍ରାମର ଯୁବକ ସଂଘ ପକ୍ଷରୁ ନାଟକ ଆୟୋଜନ...

କାଠ ସହ ପିକଅପ୍‌ ଭ୍ୟାନ୍‌ ଜବତ, ଚାଲାଣକାରୀ ମାରିଲେ ଚମ୍ପଟ୍‌

ବାଲିଗୁଡ଼ା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗଡ଼ା ବନଖଣ୍ଡ ଅଧୀନ କୋଟଗଡ଼ ବନାଞ୍ଚଳ ଅଭୟାରଣ୍ୟ ମଧୁଗୁଡ଼ା ନିକଟରେ ବନବିଭାଗର ପାଟ୍ରୋଲିଂ ବେଳେ ସାଇଜ୍‌ କାଠ ସହ ଏକ ପିକଅପ୍‌ ଭ୍ୟାନ୍‌ ଧରାପଡିଛି। ଜବତ ହୋଇଥିବା କାଠର ଆନୁମାନିକ ମୂଲ୍ୟ ଦେଢ଼ଲକ୍ଷ...

ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ

ବାଲିଗୁଡ଼ା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): ୧୯୩୬ ଅପ୍ରିଲ ୧ ତାରିଖ ଦିନ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା। ଉକ୍ତ ଦିବସକୁ ଉତ୍କଳ ଦିବସ ଭାବେ ଓଡ଼ିଶାର ପୁରପଲ୍ଲୀରେ ପ୍ରତିବର୍ଷ ପାଳନ କରାଯାଉଛି। ଚଳିତ ବର୍ଷ କିପରି ଧୂମ୍‌ଧାମରେ ଉତ୍କଳ ଦିବସ...

ଶଙ୍କରଙ୍କ ଦର୍ଶନ ପାଇଁ ଚାରିଧାମ ସାଇକେଲ ଯାତ୍ରାରେ ବାହାରିଲେ ଯୁବକ ଶଙ୍କର

ଦାରିଙ୍ଗବାଡ଼ି,୨୪ା୩(ଅରୁଣ ସାହୁ): ଶଙ୍କରଙ୍କ ଦର୍ଶନ ପାଇଁ ଶଙ୍କର ବାହାରିଛନ୍ତି ସେ ବି ସାଇକଲରେ। ଏଭଳି ଘଟଣା ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଲୋହରା ସାହିରେ। ଉକ୍ତ ସାହିର ବୈକୁଣ୍ଠନାଥ ସାହୁଙ୍କ ୨୩...

ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ ଉବୁଟୁବୁ ହୋଇଛି। ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନ ଥିବା ବେଳେ ବର୍ଷା ଜଳ...

ପୋଲରେ ପିଟିହେଲା ସ୍କୁଟି : ୨ ମୃତ, ୨ ଆହତ

ଜି.ଉଦୟଗିରି,୨୧ା୩(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କଳିଙ୍ଗା ରାଜ୍ୟ ରାଜପଥ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାଇପଦା ଛକ ନିକଟ ଏକ ପୋଲରେ ସ୍କୁଟି ପିଟିହୋଇ ଦୁର୍ଘଟଣା ଘଟିଛି। ସୂଚନାନୁସାରେ, କଳିଙ୍ଗା ଡୁଗୁଡ଼ିପାରି ଗ୍ରାମର ବାପି ଚନ୍ଦ୍ର ସାହୁ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri